Biblia Todo Logo
Bib sou entènèt

- Piblisite -




ମାର୍କ 8:3 - ପବିତ୍ର ବାଇବଲ

3 କିଛି ନ ଖୁଆଇ, ସେମାନଙ୍କୁ ଯଦି ମୁଁ ପଠାଇ ଦିଏ, ତେବେ ସେମାନେ ମୂର୍ଚ୍ଛା ହୋଇ ରାସ୍ତାରେ ଢଳି ପଡ଼ିବେ। କେତେକ ଲୋକ ବହୁତ ଦୂରରୁ ଆସିଛନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଯଦି ମୁଁ ସେମାନଙ୍କୁ ଅନାହାରରେ ଘରକୁ ପଠାଏ, ତାହାହେଲେ ବାଟରେ ସେମାନଙ୍କର ହଂସା ଉଡ଼ିଯିବ; ସେମାନଙ୍କ ମଧ୍ୟରୁ କେତେକ ତ ଦୂରରୁ ଆସିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

3 ଯଦି ମୁଁ ସେମାନଙ୍କୁ ଅନାହାରରେ ଘରକୁ ପଠାଏ, ତାହାହେଲେ ବାଟରେ ସେମାନଙ୍କର ହଂସା ଉଡ଼ିଯିବ; ସେମାନଙ୍କ ମଧ୍ୟରୁ କେତେକ ତ ଦୂରରୁ ଆସିଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ସେମାନଙ୍କୁ ନ ଖୁଆଇ ଛାଡ଼ିଦେଲେ, ଫେରିଯିବାବେଳେ ସେମାନେ ଥକି ପଡ଼ିବେ। ସେମାନଙ୍କ ମଧ୍ୟରୁ କେତେକ ବହୁଦୂରରୁ ଆସିଛନ୍ତି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଯଦି ମୁଁ ସେମାନଙ୍କୁ ଅନାହାରରେ ଘରକୁ ପଠାଏ, ତାହାହେଲେ ବାଟରେ ସେମାନଙ୍କର ହଂସା ଉଡ଼ିଯିବ; ସେମାନଙ୍କ ମଧ୍ୟରୁ କେତେକ ତ ଦୂରରୁ ଆସିଅଛନ୍ତି।”

Gade chapit la Kopi




ମାର୍କ 8:3
6 Referans Kwoze  

ମାତ୍ର ଯେଉଁମାନେ ସଦାପ୍ରଭୁଙ୍କଠାରେ ବିଶ୍ୱାସ ରଖନ୍ତି, ସେମାନେ ନୂତନ ବଳ ପାଆନ୍ତି। ସେମାନେ ଚିଲ ପକ୍ଷୀ ପରି ଆକାଶରେ ଉଡ଼ନ୍ତି। ସେମାନେ କ୍ଳାନ୍ତ ନ ହୋଇ ସେମାନେ ଗମନ କରିବେ।


“ଏ ଲୋକମାନଙ୍କ ପାଇଁ ମୋତେ ବଡ଼ ଦୁଃଖ ଲାଗୁଛି। ସେମାନେ ମୋ’ ସହିତ ତିନି ଦିନ ହେଲା ଅଛନ୍ତି। ଅଥଚ ବର୍ତ୍ତମାନ ସେମାନଙ୍କ ପାଖରେ ଖାଇବାକୁ କିଛି ନାହିଁ।


ଯୀଶୁଙ୍କ ଶିଷ୍ୟମାନେ କହିଲେ, “ଆମ୍ଭେମାନେ ଏ ଜନହୀନ ଅଞ୍ଚଳରେ ଏମାନଙ୍କୁ ଖୁଆଇବା ପାଇଁ ଯଥେଷ୍ଟ ଖାଦ୍ୟ କୁଆଡ଼ୁ ପାଇ ପାରିବୁ?”


Swiv nou:

Piblisite


Piblisite