Biblia Todo Logo
Bib sou entènèt

- Piblisite -




ମାର୍କ 9:16 - ପବିତ୍ର ବାଇବଲ

16 ଯୀଶୁ ପଗ୍ଭରିଲେ, “ତୁମ୍ଭେମାନେ ଧର୍ମଶାସ୍ତ୍ରୀମାନଙ୍କ ସହିତ କେଉଁ ବିଷୟରେ ଯୁକ୍ତିତର୍କ କରୁଥିଲ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ସେଥିରେ ଯୀଶୁ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ ସେମାନଙ୍କ ସହିତ କଅଣ ବାଦାନୁବାଦ କରୁଅଛ?

Gade chapit la Kopi

ଓଡିଆ ବାଇବେଲ

16 ସେଥିରେ ସେ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ ସେମାନଙ୍କ ସହିତ କଅଣ ବାଦାନୁବାଦ କରୁଅଛ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ଯୀଶୁ ଶିଷ୍ୟମାନଙ୍କୁ ପଚାରିଲେ, “ସେମାନଙ୍କ ସହିତ କେଉଁ ବିଷୟରେ ଯୁକ୍ତି କରୁଥିଲ?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସେଥିରେ ସେ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ ସେମାନଙ୍କ ସହିତ କଅଣ ବାଦାନୁବାଦ କରୁଅଛ?

Gade chapit la Kopi




ମାର୍କ 9:16
4 Referans Kwoze  

ଫୀରୂଶୀମାନେ ଯୀଶୁଙ୍କ ପାଖକୁ ଆସି ଯୀଶୁଙ୍କୁ ପରୀକ୍ଷା କରିବାକୁ ପ୍ରଶ୍ନ ପଗ୍ଭରିଲେ। ସେମାନେ ଯୀଶୁଙ୍କୁ ପରୀକ୍ଷା କରିବାକୁ ଗ୍ଭହୁଁଥିଲେ। ତେଣୁ ସେମାନେ ଯୀଶୁଙ୍କୁ, ସେ ପରମେଶ୍ୱରଙ୍କ ପାଖରୁ ଆସିଛନ୍ତି ବୋଲି ପ୍ରମାଣିତ କରୀବା ପାଇଁ ଆଶ୍ଚର୍ଯ୍ୟକର୍ମ କରିବାକୁ କହିଲେ।


ଯେତେବେଳେ ଲୋକମାନେ ଯୀଶୁଙ୍କୁ ଦେଖିଲେ, ସେମାନେ ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ ତାହାଙ୍କୁ ସ୍ୱାଗତ କରିବାକୁ ତାହାଙ୍କ ପାଖକୁ ଦୌଡ଼ିଗଲେ।


ଭିଡ଼ ଭିତରୁ ଜଣେ ଲୋକ ଉତ୍ତର ଦେଲୋ, “ହେ ଗୁରୁ, ମୁଁ ମୋ’ ପୁଅକୁ ଆପଣଙ୍କ ପାଖକୁ ଆଣିଥିଲି। ତା’ ଦେହରେ ଦୁଷ୍ଟାତ୍ମାଟିଏ ପ୍ରବେଶ କରି ତାକୁ କଥା କହିବାକୁ ଦେଉ ନାହିଁ।


Swiv nou:

Piblisite


Piblisite