Biblia Todo Logo
Bib sou entènèt

- Piblisite -




ମାର୍କ 9:22 - ପବିତ୍ର ବାଇବଲ

22 ଦୁଷ୍ଟାତ୍ମା ତାକୁ ମାରିବାକୁ ଅନେକ ଥର ପାଣିକୁ ଓ ଅନେକ ଥର ନିଆଁ ଭିତରକୁ ଫିଙ୍ଗି ଦେଉଛି। ଆପଣ ଯଦି ତା’ ପାଇଁ କିଛି କରି ପାରନ୍ତି, ତେବେ ଆମ୍ଭ ପ୍ରତି ଦୟା ହେବ ଓ ଆମ୍ଭକୁ ସାହାଯ୍ୟ ହେବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ସେ ତାହାକୁ ମାରିପକାଇବା ପାଇଁ ଥରକୁ ଥର ନିଆଁ ଓ ପାଣିରେ ପକାଇଅଛି; କିନ୍ତୁ ଆପଣ ଯଦି କିଛି କରି ପାରନ୍ତି, ତାହାହେଲେ ଆମ୍ଭମାନଙ୍କ ପ୍ରତି ଦୟା କରି ଆମ୍ଭମାନଙ୍କର ଉପକାର କରନ୍ତୁ।

Gade chapit la Kopi

ଓଡିଆ ବାଇବେଲ

22 ସେ ତାହାକୁ ମାରିପକାଇବା ପାଇଁ ଥରକୁଥର ନିଆଁ ଓ ପାଣିରେ ପକାଇଅଛି; କିନ୍ତୁ ଆପଣ ଯଦି କିଛି କରି ପାରନ୍ତି, ତାହାହେଲେ ଆମ୍ଭମାନଙ୍କ ପ୍ରତି ଦୟା କରି ଆମ୍ଭମାନଙ୍କର ଉପକାର କରନ୍ତୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

22 ସେ ଉତ୍ତର ଦେଲା, “ପିଲାବେଳୁ। ଭୂତ ତାକୁ ନିଆଁ ବା ପାଣିରେ ପକାଇ ମାରି ଦେବା ପାଇଁ ଅନେକ ଥର ଚେଷ୍ଟା କରିଛି। ଗୁରୁ! ସମ୍ଭବ ହେଲେ, ଦୟାକରି ଆମକୁ ଏଥିରେ ସାହାଯ୍ୟ କରନ୍ତୁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ସେ ତାହାକୁ ମାରିପକାଇବା ପାଇଁ ଥରକୁଥର ନିଆଁ ଓ ପାଣିରେ ପକାଇଅଛି; କିନ୍ତୁ ଆପଣ ଯଦି କିଛି କରିପାରନ୍ତି, ତାହାହେଲେ ଆମ୍ଭମାନଙ୍କ ପ୍ରତି ଦୟା କରି ଆମ୍ଭମାନଙ୍କର ଉପକାର କରନ୍ତୁ।

Gade chapit la Kopi




ମାର୍କ 9:22
12 Referans Kwoze  

ସେହି ବିଧବାକୁ ଦେଖି ଯୀଶୁଙ୍କ ମନରେ କରୁଣା ଜାତ ହେଲା। ସେ ତାକୁ କହିଲେ, “କାନ୍ଦ ନାହିଁ।”


କିନ୍ତୁ ଯୀଶୁ ତାହାକୁ ଯିବା ପାଇଁ ଅନୁମତି ଦେଲେ ନାହିଁ। ଯୀଶୁ କହିଲେ, “ତୁମ୍ଭେ ତୁମ୍ଭର ଘରକୁ, ଆତ୍ମୀୟ ସ୍ୱଜନଙ୍କ ପାଖକୁ ଯାଅ। ପ୍ରଭୁ ତୁମ୍ଭ ପାଇଁ ଯାହା କରିଛନ୍ତି, ସେ ସମସ୍ତ କଥା ସେମାନଙ୍କୁ କୁହ ଯେ ପ୍ରଭୁ ତୁମ୍ଭକୁ ଦୟା କରିଛନ୍ତି।”


ଯୀଶୁଙ୍କ ମନରେ ସେମାନଙ୍କ ପାଇଁ ଦୟା ଆସିଲା। ସେ ସେମାନଙ୍କର ଆଖି ଛୁଇଁଦେଲେ, ଓ ସେମାନେ ତୁରନ୍ତ ଦେଖି ପାରିଲେ। ତା'ପରେ ସେମାନେ ଯୀଶୁଙ୍କୁ ଅନୁସରଣ କଲେ।


ଯୀଶୁ ସଙ୍ଗେ ସଙ୍ଗେ ତାହାଙ୍କ ପାଖରେ ପହଞ୍ଚି ତାହାଙ୍କୁ ଧରି ପକାଇଲେ। ସେ ପିତରଙ୍କୁ କହିଲେ, “ତୁମ୍ଭର ବିଶ୍ୱାସ ଅଳ୍ପ। ତୁମ୍ଭେ କାହିଁକି ସନ୍ଦେହ କଲ?”


ଯୀଶୁ ପୁଣି ଭିତରକୁ ଗଲେ, ଅନ୍ଧ ଦୁଇଟି ମଧ୍ୟ ତାହାଙ୍କ ସଙ୍ଗରେ ଗଲେ। ଯୀଶୁ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭେ କ’ଣ ବିଶ୍ୱାସ କରୁଛ ଯେ, ମୁଁ ତୁମ୍ଭକୁ ଆଖି ଦାନ କରି ପାରିବି?” ସେମାନେ ଉତ୍ତର ଦେଲେ, “ହଁ, ପ୍ରଭୁ”।


ସେମାନଙ୍କ ଭିତରୁ ଜଣେ କୁଷ୍ଠରୋଗୀ ଆସି ଯୀଶୁଙ୍କ ଆଗରେ ଆଣ୍ଠୁ ମାଡ଼ି ବସିପଡ଼ି କହିଲା, “ପ୍ରଭୁ, ଆପଣ ଗ୍ଭହିଁଲେ ମୋତେ ଭଲ କରିଦେଇ ପାରିବେ।”


ସେ କହିଲା, “ପ୍ରଭୁ, ମୋର ପୁଅ ଉପରେ ଦୟା କର। ସେ ମୂର୍ଚ୍ଛା ରୋଗରେ ବଡ଼ କଷ୍ଟ ପାଉଛି। ଅନେକ ସମୟରେ ସେ ନିଆଁରେ କିମ୍ବା ପାଣିରେ ପଡ଼ି ଯାଉଛି।


ଯୀଶୁ ପିଲାର ବାପାକୁ ପଗ୍ଭରିଲେ, “କେତେ ଦିନ ହେଲା ପିଲାର ଏମିତି ହେଉଛି?” ତା'ର ବାପା କହିଲେ, “ପିଲାଟିଦିନରୁ ଏମିତି ହେଉଛି।”


ଯୀଶୁ କହିଲେ, “ତୁମ୍ଭେ କହିଲ, ‘ତୁମ୍ଭେ ଯଦି ପାରିବ ତେବେ ସାହାଯ୍ୟ ହେବ।’ ବିଶ୍ୱାସୀ ଲୋକପାଇଁ ସବୁକିଛି ସମ୍ଭବ।”


Swiv nou:

Piblisite


Piblisite