Biblia Todo Logo
Bib sou entènèt

- Piblisite -




ମାର୍କ 9:5 - ପବିତ୍ର ବାଇବଲ

5 ପିତର ଯୀଶୁଙ୍କୁ କହିଲେ, “ଗୁରୁ, ବହୁତ ଭଲ ହେଲା ଯେ ଆମ୍ଭେ ଏଠାରେ ଅଛୁ। ଆମ୍ଭେ ଏଠାରେ ତିନୋଟି ତମ୍ବୁ ଟାଣି ଦେବୁ, ଗୋଟିଏ ତୁମ୍ଭ ପାଇଁ, ଗୋଟିଏ ମୋଶାଙ୍କ ପାଇଁ ଓ ଅନ୍ୟଟି ଏଲିୟଙ୍କ ପାଇଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସେଥିରେ ପିତର ଯୀଶୁଙ୍କୁ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ଯେ ଏ ସ୍ଥାନରେ ଅଛୁ ଏହା ଉତ୍ତମ; ଆମ୍ଭେମାନେ ତିନୋଟି କୁଟୀର ନିର୍ମାଣ କରୁ, ଆପଣଙ୍କ ପାଇଁ ଗୋଟିଏ, ମୋଶାଙ୍କ ପାଇଁ ଗୋଟିଏ ଓ ଏଲୀୟଙ୍କ ପାଇଁ ଗୋଟିଏ।

Gade chapit la Kopi

ଓଡିଆ ବାଇବେଲ

5 ସେଥିରେ ପିତର ଯୀଶୁଙ୍କୁ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ଯେ ଏ ସ୍ଥାନରେ ଅଛୁ, ଏହା ଉତ୍ତମ; ଆମ୍ଭେମାନେ ତିନୋଟି କୁଟୀର ନିର୍ମାଣ କରୁ, ଆପଣଙ୍କ ପାଇଁ ଗୋଟିଏ ମୋଶାଙ୍କ ପାଇଁ ଗୋଟିଏ ଓ ଏଲିୟଙ୍କ ପାଇଁ ଗୋଟିଏ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ପିତର ଯୀଶୁଙ୍କୁ କହିଲେ, “ଗୁରୁ, ଏହା କେଡ଼େ ଆନନ୍ଦର କଥା ଯେ ଆଜି ଆମେ ଏଠି ଅଛୁ। ଏଠି ତିନୋଟି କୁଟୀର ନିର୍ମାଣ କରିବା। ଗୋଟିଏ ଆପଣଙ୍କ ପାଇଁ, ଗୋଟିଏ ମୋଶାଙ୍କ ପାଇଁ ଓ ଅନ୍ୟ ଗୋଟିଏ ଏଲିୟଙ୍କ ପାଇଁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେଥିରେ ପିତର ଯୀଶୁଙ୍କୁ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ଯେ ଏ ସ୍ଥାନରେ ଅଛୁ, ଏହା ଉତ୍ତମ; ଆମ୍ଭେମାନେ ତିନୋଟି କୁଟୀର ନିର୍ମାଣ କରୁ, ଆପଣଙ୍କ ପାଇଁ ଗୋଟିଏ ମୋଶାଙ୍କ ପାଇଁ ଗୋଟିଏ ଓ ଏଲୀୟଙ୍କ ପାଇଁ ଗୋଟିଏ।

Gade chapit la Kopi




ମାର୍କ 9:5
15 Referans Kwoze  

ଜୀବନ ଓ ମୃତ୍ୟୁ ମଧ୍ୟରୁ ଗୋଟିକୁ ବାଛିବା କଷ୍ଟକର। ମୁଁ ଏହି ଜୀବନକୁ ଛାଡ଼ି ଖ୍ରୀଷ୍ଟଙ୍କ ସହିତ ରହିବାକୁ ଇଚ୍ଛା କରେ। ଏହା ଅଧିମ ଭଲ।


ସେମାନେ ବଜାର ସ୍ଥାନମାନଙ୍କରେ ଲୋକମାନଙ୍କର ନମସ୍କାର ପ୍ରତିଦାନ କରିବାକୁ ଭଲ ପାଆନ୍ତି। ସେମାନେ ଗ୍ଭହାନ୍ତି ଯେ ଲୋକେ ତାହାଙ୍କୁ ‘ରା‌‌‌‌‌ବ୍‌‌‌‌‌ବୀ’ ବୋଲି ଡାକନ୍ତୁ।


ଅନ୍ୟସ୍ଥାନରେ ଏକ ହଜାର ଦିନଠାରୁ ତୁମ୍ଭ ମନ୍ଦିରରେ ଏକଦିନ ବହୁତ ଭଲ। ଦୁଷ୍ଟ ଲୋକମାନଙ୍କ ଗୃହରେ ବାସ କରିବା ଅପେକ୍ଷା ପରମେଶ୍ୱରଙ୍କ ମନ୍ଦିର ସମ୍ମୁଖରେ ଛିଡ଼ା ହେବା ଭଲ।


ପ୍ରିୟ ବନ୍ଧୁମାନେ, ଆମ୍ଭେ ବର୍ତ୍ତମାନ ପରମେଶ୍ୱରଙ୍କର ସନ୍ତାନ, କିନ୍ତୁ ଭବିଷ୍ୟତରେ ଆମ୍ଭେ କ’ଣ ହେବା ତାହା ଆମ୍ଭକୁ ଜଣାଇ ଦିଆଯାଇ ନାହିଁ। ଆମ୍ଭେ ଏହା ଜାଣିଛୁ ଯେ ଖ୍ରୀଷ୍ଟଙ୍କ ପୁନରାଗମନ ସମୟରେ ଆମ୍ଭେ ସବୁ ତାହାଙ୍କ ଭଳି ହୋଇଯିବା। ସେ ଯେପରି, ଆମ୍ଭେ ତାହାଙ୍କୁ ସେହି ରୂପରେ ଦେଖିବା।


ଏହା ଦେଖି ପିତର ଯୀଶୁଙ୍କୁ କହିଲେ, “ହେ ପ୍ରଭୁ, ଭଲ ହେଲା ଯେ, ଆମ୍ଭେ ଏଠାରେ ଅଛୁ। ଆପଣ ଗ୍ଭହିଁଲେ ମୁଁ ଏଠାରେ ତିନୋଟି ତମ୍ବୁ ଟାଣି ଦେବି। ସେଥିରୁ ଗୋଟିଏ ଆପଣଙ୍କ ପାଇଁ, ଗୋଟିଏ ମୋଶାଙ୍କ ପାଇଁ ଓ ଅନ୍ୟଟି ଏଲିୟଙ୍କ ପାଇଁ।”


“କିନ୍ତୁ ତୁମ୍ଭ ଭିତରୁ କେହି ନିଜକୁ ‘ରା‌‌‌‌‌ବ୍‌‌‌‌‌ବୀ’ କହିବ ନାହିଁ। ତୁମ୍ଭେ ସମସ୍ତେ ଭାଇଭଉଣୀ। ତୁମ୍ଭ ସମସ୍ତଙ୍କର ଜଣେ ମାତ୍ର ଗୁରୁ ଅଛନ୍ତି।


ଏଲିୟ ଓ ମୋଶା ଯୀଶୁଙ୍କ ସହିତ ପ୍ରକାଶିତ ହେଲେ। ସେମାନେ ଯୀଶୁଙ୍କ ସହିତ କଥାବାର୍ତ୍ତା କରୁଥିଲେ।


ପିତର ଜାଣି ପାରୁ ନ ଥିଲେ ଯେ କ’ଣ କହିବାକୁ ହେବ। କାରଣ ସେ ଓ ଅନ୍ୟ ଦୁଇଜଣ ଶିଷ୍ୟ ବହୁତ ଡରି ଯାଇଥିଲେ।


ମୋଶା ଓ ଏଲିୟ ଯିବାକୁ ବାହାରିବା ସମୟରେ ପିତର ଯୀଶୁଙ୍କୁ କହିଲେ, “ଗୁରୁ, ଭଲ ହେଲା ଯେ ଆମ୍ଭେମାନେ ଏଠାରେ ଅଛୁ। ଆମ୍ଭେମାନେ ଏଠାରେ ତିନୋଟି ତମ୍ବୁ ଟାଣି ଦେବୁ। ଗୋଟିଏ ତୁମ୍ଭ ପାଇଁ ଆଉ ଗୋଟିଏ ମୋଶାଙ୍କ ପାଇଁ ଓ ଅନ୍ୟଟି ଏଲିୟଙ୍କ ପାଇଁ।” ପିତର ଜାଣି ପାରୁ ନ ଥିଲେ ଯେ, ସେ କ’ଣ କହୁଛନ୍ତି।


ସ୍ତ୍ରୀଲୋକଟି ନଗରରେ ଥିବା ସମୟରେ, ଯୀଶୁଙ୍କ ଶିଷ୍ୟମାନେ ତାହାଙ୍କୁ ଅନୁରୋଧ କଲେ, “ଗୁରୁ କିଛି ଭୋଜନ କରନ୍ତୁ।”


Swiv nou:

Piblisite


Piblisite