Biblia Todo Logo
Bib sou entènèt

- Piblisite -




ମାର୍କ 9:6 - ପବିତ୍ର ବାଇବଲ

6 ପିତର ଜାଣି ପାରୁ ନ ଥିଲେ ଯେ କ’ଣ କହିବାକୁ ହେବ। କାରଣ ସେ ଓ ଅନ୍ୟ ଦୁଇଜଣ ଶିଷ୍ୟ ବହୁତ ଡରି ଯାଇଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 କାରଣ ସେ କି ଉତ୍ତର ଦେବେ ବୋଲି ଜାଣି ନ ଥିଲେ, ଯେଣୁ ସେମାନେ ଅତ୍ୟ; ଭୀତ ହୋଇଥିଲେ।

Gade chapit la Kopi

ଓଡିଆ ବାଇବେଲ

6 କାରଣ ଯୀଶୁ କି ଉତ୍ତର ଦେବେ ବୋଲି ଜାଣି ନ ଥିଲେ, ଯେଣୁ ସେମାନେ ଅତ୍ୟନ୍ତ ଭୀତ ହୋଇଥିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ପିତର କ’ଣ କହିବେ, ଭାବି ନ ପାରି ଏହି କଥା କହିଥିଲେ। କାରଣ ଶିଷ୍ୟମାନେ ଭୀତତ୍ରସ୍ତ ହୋଇ ପଡ଼ିଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 କାରଣ ଯୀଶୁ କି ଉତ୍ତର ଦେବେ ବୋଲି ଜାଣି ନ ଥିଲେ, ସେଥିପାଇଁ ସେମାନେ ଅତ୍ୟନ୍ତ ଭୀତ ହୋଇଥିଲେ।

Gade chapit la Kopi




ମାର୍କ 9:6
6 Referans Kwoze  

ମୁଁ ତାହାଙ୍କୁ ଦେଖି, ତାହାଙ୍କ ପାଦତଳେ ଗୋଟିଏ ମୃତ ମଣିଷ ପରି ପଡ଼ିଗଲି। ମୋ’ ଉପରେ ଆପଣା ଡାହାଣ ହାତ ରଖି ସେ କହିଲେ, “ଭୟ କର ନାହିଁ। ମୁଁ ପ୍ରଥମ ଓ ଶେଷ।”


ପିତର ଯୀଶୁଙ୍କୁ କହିଲେ, “ଗୁରୁ, ବହୁତ ଭଲ ହେଲା ଯେ ଆମ୍ଭେ ଏଠାରେ ଅଛୁ। ଆମ୍ଭେ ଏଠାରେ ତିନୋଟି ତମ୍ବୁ ଟାଣି ଦେବୁ, ଗୋଟିଏ ତୁମ୍ଭ ପାଇଁ, ଗୋଟିଏ ମୋଶାଙ୍କ ପାଇଁ ଓ ଅନ୍ୟଟି ଏଲିୟଙ୍କ ପାଇଁ।”


ତା'ପରେ ଖଣ୍ଡେ ମେଘ ଭାସି ଆସିଲା ଓ ସମସ୍ତଙ୍କୁ ଘୋଡ଼ାଇ ପକାଇଲା। ମେଘ ଭିତରୁ ଏହିଭଳି ବାଣୀ ଶୁଣା ଗଲା, “ଏ ମୋର ପୁତ୍ର, ମୁଁ ତାହାଙ୍କୁ ପ୍ରେମ କରେ। ତୁମ୍ଭେମାନେ ତାହାଙ୍କ କଥା ମାନ!”


ମୋଶା ଓ ଏଲିୟ ଯିବାକୁ ବାହାରିବା ସମୟରେ ପିତର ଯୀଶୁଙ୍କୁ କହିଲେ, “ଗୁରୁ, ଭଲ ହେଲା ଯେ ଆମ୍ଭେମାନେ ଏଠାରେ ଅଛୁ। ଆମ୍ଭେମାନେ ଏଠାରେ ତିନୋଟି ତମ୍ବୁ ଟାଣି ଦେବୁ। ଗୋଟିଏ ତୁମ୍ଭ ପାଇଁ ଆଉ ଗୋଟିଏ ମୋଶାଙ୍କ ପାଇଁ ଓ ଅନ୍ୟଟି ଏଲିୟଙ୍କ ପାଇଁ।” ପିତର ଜାଣି ପାରୁ ନ ଥିଲେ ଯେ, ସେ କ’ଣ କହୁଛନ୍ତି।


Swiv nou:

Piblisite


Piblisite