Biblia Todo Logo
Bib sou entènèt

- Piblisite -




ମାର୍କ 9:8 - ପବିତ୍ର ବାଇବଲ

8 ଏବଂ ସେହି ସମୟରେ ପିତର, ଯାକୁବ ଓ ଯୋହନ ଗ୍ଭରିଆଡ଼କୁ ଗ୍ଭହିଁଲେ କିନ୍ତୁ ସେଠାରେ ସେମାନେ ତାହାଙ୍କ ସହିତ କେବଳ ଯୀଶୁଙ୍କ ଛଡ଼ା ଆଉ କାହାରିକୁ ଦେଖିଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ପୁଣି, ହଠାତ୍ ସେମାନେ ଚାରିଆଡ଼େ ଚାହିଁ ସେମାନଙ୍କ ସାଙ୍ଗରେ କେବଳ ଯୀଶୁଙ୍କ ବିନା ଆଉ କାହାରିକି ଦେଖିଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

8 ପୁଣି, ହଠାତ୍ ସେମାନେ ଚାରିଆଡ଼େ ଚାହିଁ ସେମାନଙ୍କ ସାଙ୍ଗରେ କେବଳ ଯୀଶୁଙ୍କ ବିନା ଆଉ କାହାରିକି ଦେଖିଲେ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ସେତେବେଳେ ଶିଷ୍ୟମାନେ ଚାରି ଆଡ଼କୁ ତତ୍କ୍ଷଣାତ୍ ଚାହିଁ କେବଳ ଯୀଶୁଙ୍କ ବ୍ୟତୀତ ସେଠାରେ ଅନ୍ୟ କାହାକୁ ଦେଖିଲେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି, ହଠାତ୍‍ ସେମାନେ ଚାରିଆଡ଼େ ଚାହିଁ ସେମାନଙ୍କ ସାଙ୍ଗରେ କେବଳ ଯୀଶୁଙ୍କ ବିନା ଆଉ କାହାରିକୁ ଦେଖିଲେ ନାହିଁ।

Gade chapit la Kopi




ମାର୍କ 9:8
6 Referans Kwoze  

ଏହିପରି ତିନିଥର ହେବାପରେ ସେ ଜିନିଷଟି ହଠାତ୍ ସ୍ୱର୍ଗକୁ ଉଠି ଗ୍ଭଲିଗଲା।


ସେହି ସମୟରେ ସେହି ଦୁଇଜଣଙ୍କର ଚକ୍ଷୁ ଖୋଲି ଦିଆଗଲା ଓ ସେମାନେ ଯୀଶୁଙ୍କୁ ଚିହ୍ନି ପାରିଲେ। କିନ୍ତୁ ଯୀଶୁ ସେମାନଙ୍କ ସାମନାରୁ ଅଦୃଶ୍ୟ ହୋଇଗଲେ।


ଆକାଶବାଣୀ ହୋଇ ସାରିବା ପରେ ସେଠାରେ କେବଳ ଯୀଶୁ ଥିଲେ। ପିତର, ଯାକୁବ ଓ ଯୋହନ ଏ ବିଷୟରେ ନୀରବ ରହିଲେ। ସେମାନେ ଯାହାକିଛି ଦେଖିଥିଲେ, ସେ ବିଷୟରେ ସେ ସମୟରେ କାହାରିକୁ କିଛି କହିଲେ ନାହିଁ।


ତା'ପରେ ଖଣ୍ଡେ ମେଘ ଭାସି ଆସିଲା ଓ ସମସ୍ତଙ୍କୁ ଘୋଡ଼ାଇ ପକାଇଲା। ମେଘ ଭିତରୁ ଏହିଭଳି ବାଣୀ ଶୁଣା ଗଲା, “ଏ ମୋର ପୁତ୍ର, ମୁଁ ତାହାଙ୍କୁ ପ୍ରେମ କରେ। ତୁମ୍ଭେମାନେ ତାହାଙ୍କ କଥା ମାନ!”


ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ପର୍ବତ ଉପରୁ ତଳକୁ ଓହ୍ଲେଇ ଆସୁଥିଲେ। ଯୀଶୁ ଶିଷ୍ୟମାନଙ୍କୁ ଆଜ୍ଞା ଦେଲେ। ଯେ ସେମାନେ ପର୍ବତ ଉପରେ ଯାହାସବୁ ଦେଖିଲେ ତାହା କାହାରି ଆଗରେ ପ୍ରକାଶ କରିବେ ନାହିଁ ଓ ମନୁଷ୍ୟପୁତ୍ର ମୃତ୍ୟୁରୁ ପୁନରୁ‌ତ୍‌ଥିତ ନ ହେବା ପର୍ଯ୍ୟନ୍ତ ଅପେକ୍ଷା କରିବେ। ତା'ପରେ ସେମାନେ ଲୋକଙ୍କ ଆଗରେ ତାହା ପ୍ରକାଶ କରି ପାରିବେ।


Swiv nou:

Piblisite


Piblisite