ନାହୂମ 1:12 - ପବିତ୍ର ବାଇବଲ12 ସଦାପ୍ରଭୁ ଯିହୁଦାକୁ ଏହିସବୁ କଥା କହିଲେ, “ଅଶୂରୀୟର ଲୋକମାନେ ଅତି ବଳଶାଳୀ, ସେମାନଙ୍କର ବହୁ ସୈନ୍ୟ ଅଛନ୍ତି। କିନ୍ତୁ ସେମାନେ ସମସ୍ତେ ନିହତ ହୋଇ ଶେଷ ହେବେ। ହେ ମୋର ଲୋକମାନେ, ଆମ୍ଭେ ତୁମ୍ଭମାନଙ୍କୁ ଦୁଃଖ ଦେଲୁ କିନ୍ତୁ ଆଉ ଅଧିକ ଦୁଃଖ ଦେବା ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)12 ସଦାପ୍ରଭୁ ଏହି କଥା କହନ୍ତି; ସେମାନେ ସମ୍ପୂର୍ଣ୍ଣ ଶକ୍ତିବିଶିଷ୍ଟ ଓ ବହୁସଂଖ୍ୟକ ହେଲେ ହେଁ ସେହିପରି କଟାଯିବେ ଓ ସେ ବହି ଚାଲିଯିବ। ଯଦ୍ୟପି ଆମ୍ଭେ ତୁମ୍ଭକୁ କ୍ଳେଶ ଦେଇଅଛୁ, ତଥାପି ଆମ୍ଭେ ତୁମ୍ଭକୁ ଆଉ କ୍ଳେଶ ଦେବା ନାହିଁ। Gade chapit laଓଡିଆ ବାଇବେଲ12 ସଦାପ୍ରଭୁ ଏହି କଥା କହନ୍ତି; ସେମାନେ ସମ୍ପୂର୍ଣ୍ଣ ଶକ୍ତିବିଶିଷ୍ଟ ଓ ବହୁସଂଖ୍ୟକ ହେଲେ ହେଁ ସେହିପରି କଟାଯିବେ ଓ ସେମାନେ ବୋହି ଚାଲିଯିବେ। ଯଦ୍ୟପି ଆମ୍ଭେ ତୁମ୍ଭକୁ କ୍ଳେଶ ଦେଇଅଛୁ, ତଥାପି ଆମ୍ଭେ ତୁମ୍ଭକୁ ଆଉ କ୍ଳେଶ ଦେବା ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସଦାପ୍ରଭୁ ଏହି କଥା କହନ୍ତି; “ସେମାନେ ସମ୍ପୂର୍ଣ୍ଣ ଶକ୍ତିବିଶିଷ୍ଟ ଓ ବହୁସଂଖ୍ୟକ ହେଲେ ହେଁ ସେହିପରି କଟାଯିବେ ଓ ସେମାନେ ବୋହି ଚାଲିଯିବେ। ଯଦ୍ୟପି ଆମ୍ଭେ ତୁମ୍ଭକୁ କ୍ଳେଶ ଦେଇଅଛୁ, ତଥାପି ଆମ୍ଭେ ତୁମ୍ଭକୁ ଆଉ କ୍ଳେଶ ଦେବା ନାହିଁ। Gade chapit la |
ହେ ଯିହୁଦା ଗ୍ଭହଁ! ପର୍ବତ ଆଡ଼କୁ ଗ୍ଭହଁ। ଜଣେ ଦୂତ ଉତ୍ତମ ସନ୍ଦେଶ ଆଣି ଆସୁଛନ୍ତି। ସେ କୁହନ୍ତି, ଶାନ୍ତି ଆସିଛି। ହେ ଯିହୁଦା, ତୁମ୍ଭର ଉତ୍ସବ ପାଳନ କର। ତୁମ୍ଭର ଶପଥ ପୂର୍ଣ୍ଣ କର। ସେହି ମନ୍ଦ ଲୋକ ଆଉ ଆସିବେ ନାହିଁ। ସେମାନେ ତୁମ୍ଭମାନଙ୍କୁ ପୁନର୍ବାର ଆକ୍ରମଣ କରି ପାରିବେ ନାହିଁ। କାହିଁକି ସେମାନେ ଆକ୍ରମଣ କରି ପାରିବେ ନାହିଁ? କାରଣ ସେହି ମନ୍ଦ ଲୋକମାନେ ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ ପାଇଛନ୍ତି।