ନାହୂମ 3:11 - ପବିତ୍ର ବାଇବଲ11 ହେ ନୀନିବୀ, ତୁମ୍ଭେବି ଜଣେ ମଦ୍ୟପ ପରି ପଡ଼ି ରହିବ। ତୁମ୍ଭେ ଲୁଚିବାକୁ ଚେଷ୍ଟା କରିବ। ତୁମ୍ଭେ ଶତ୍ରୁଠାରୁ ରକ୍ଷା ପାଇବାକୁ ଗୋଟିଏ ନିରାପଦ ସ୍ଥାନ ଖୋଜିବ। Gade chapit laପବିତ୍ର ବାଇବଲ (Re-edited) - (BSI)11 ତୁମ୍ଭେ ମଧ୍ୟ ମତ୍ତ ହେବ, ତୁମ୍ଭେ ଲୁଚା ଯିବ; ଆହୁରି ତୁମ୍ଭେ ଶତ୍ରୁ ସକାଶୁ ଦୃଢ଼ ଗଡ଼ ଅନ୍ଵେଷଣ କରିବ। Gade chapit laଓଡିଆ ବାଇବେଲ11 ତୁମ୍ଭେ ମଧ୍ୟ ମତ୍ତ ହେବ, ତୁମ୍ଭେ ଲୁଚା ଯିବ; ଆହୁରି ତୁମ୍ଭେ ଶତ୍ରୁ ସକାଶୁ ଦୃଢ଼ ଗଡ଼ ଅନ୍ୱେଷଣ କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତୁମ୍ଭେ ମଧ୍ୟ ମତ୍ତ ହେବ, ତୁମ୍ଭେ ଲୁଚାଯିବ; ଆହୁରି ତୁମ୍ଭେ ଶତ୍ରୁ ସକାଶୁ ଦୃଢ଼ ଗଡ଼ ଅନ୍ୱେଷଣ କରିବ। Gade chapit la |