Biblia Todo Logo
Bib sou entènèt

- Piblisite -




ନାହୂମ 3:8 - ପବିତ୍ର ବାଇବଲ

8 ହେ ନୀନିବୀ, ତୁମ୍ଭେ କ’ଣ ନୀଳନଦୀ ଉପରେ ଅବସ୍ଥିତ ନୋ-ଆମୋନଠାରୁ ଭଲରେ ଅଛ? ନା, ତୁମ୍ଭେ ତା'ଠାରୁ ଭଲରେ ନାହଁ। ନୋ-ଆମୋନ ଗ୍ଭରିପାଖରେ ଜଳ ଥିଲା। ନୋ-ଆମୋନ ନିଜକୁ ରକ୍ଷା କରିବାକୁ ସେହି ଜଳକୁ ବ୍ୟବହାର କରୁଥିଲା। ସେ ତାକୁ ପ୍ରାଚୀର ସଦୃଶ ବ୍ୟବହାର କରୁଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଯେ ନଦୀଗଣ ମଧ୍ୟରେ ଅବସ୍ଥିତା ଓ ଚତୁର୍ଦ୍ଦିଗରେ ଜଳବେଷ୍ଟିତା ଥିଲା; ସମୁଦ୍ର ଯାହାର ଗଡ଼ର ଖାଇ ଓ ପ୍ରାଚୀର ଥିଲା, ଏପରି ନୋ-ଆମୋନଠାରୁ ତୁମ୍ଭେ କି ଶ୍ରେଷ୍ଠ?

Gade chapit la Kopi

ଓଡିଆ ବାଇବେଲ

8 ଯେଉଁ ନଦୀଗଣ ମଧ୍ୟରେ ଅବସ୍ଥିତା ଓ ଚତୁର୍ଦ୍ଦିଗରେ ଜଳବେଷ୍ଟିତା ଥିଲା; ସମୁଦ୍ର ଯାହାର ଗଡ଼ର ଖାଇ ଓ ପ୍ରାଚୀର ଥିଲା, ଏପରି ନୋ-ଆମୋନଠାରୁ ତୁମ୍ଭେ କି ଶ୍ରେଷ୍ଠ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଯେଉଁ ନଦୀଗଣ ମଧ୍ୟରେ ଅବସ୍ଥିତା ଓ ଚତୁର୍ଦ୍ଦିଗରେ ଜଳବେଷ୍ଟିତା ଥିଲା; ସମୁଦ୍ର ଯାହାର ଗଡ଼ର ଖାଇ ଓ ପ୍ରାଚୀର ଥିଲା, ଏପରି ନୋ-ଆମୋନଠାରୁ ତୁମ୍ଭେ କି ଶ୍ରେଷ୍ଠ?

Gade chapit la Kopi




ନାହୂମ 3:8
8 Referans Kwoze  

ଯାଅ କଲନୀକୁ ଦେଖ, ସେହି ସ୍ଥାନରୁ ମହାନ ନଗର ହମାତକୁ ଯାଅ। ତା'ପରେ ପଲେଷ୍ଟୀୟମାନଙ୍କର ଗାଥ୍ ନଗରକୁ ଯାଅ। ସେହିସବୁ କି ଏହି ରାଜ୍ୟଗୁଡ଼ିକ ଅପେକ୍ଷା ଭଲ? ଅବା ସେମାନଙ୍କର ସୀମା କି ତୁମ୍ଭମାନଙ୍କର ରାଜ୍ୟ ଅପେକ୍ଷା ବଡ଼।


ମୁଁ ମଧ୍ୟ ମିଶରର ରାଜା ଫାରୋକୁ, ତାହାର ଦାସଗଣକୁ ତାହାର ଅଧିପତିମାନଙ୍କୁ ଓ ତାହାର ସମସ୍ତ ଲୋକଙ୍କୁ ସଦାପ୍ରଭୁଙ୍କର ସେହି କ୍ରୋଧରୂପୀ ପାତ୍ରରୁ ପାନ କରାଇଲି।


ଗୋଷ୍ଠୀଗଣ ତୁମ୍ଭର କ୍ରନ୍ଦନ ଶୁଣିବେ। ତୁମ୍ଭର କାତରୋକ୍ତିରେ ପୃଥିବୀ ପରିପୂର୍ଣ୍ଣ ହେବ। କାରଣ ‘ବୀର ସୈନିକ’ ଅନ୍ୟ ଜଣେ ‘ବୀର ସୈନିକ’ ଉପରେ ଝୁଣ୍ଟି ପଡ଼ିବ ଓ ସେ ଦୁହେଁ ଏକତ୍ର ପଡ଼ିବେ।”


ଏହା ସବୁଠାରୁ ନୀଚ ରାଷ୍ଟ୍ର ହେବ ଏବଂ ଏହା ଅନ୍ୟ ରାଷ୍ଟ୍ରମାନଙ୍କ ଉପରେ ଉଠିପାରିବ ନାହିଁ। ମୁଁ ଏହାକୁ ଏତେ ଦୁର୍ବଳ କରି ଦେବି ଯେ, ସେମାନେ କେବେ ପୁଣି ଅନ୍ୟ ରାଷ୍ଟ୍ର ଉପରେ ଶାସନ କରି ପାରିବେ ନାହିଁ।


Swiv nou:

Piblisite


Piblisite