Biblia Todo Logo
Bib sou entènèt

- Piblisite -




ନିହିମୀୟା 10:9 - ପବିତ୍ର ବାଇବଲ

9 ଲେବୀୟଗଣ ଯଥା: ଅସନିୟର ପୁତ୍ର ଯେଶୂୟ, ହେନାଦଦର ସନ୍ତାନଗଣ ମଧ୍ୟରୁ ବିନ୍ନୁୟି ଓ କ‌‌‌‌‌ଦ୍‌‌‌‌‌ମିୟେଲ୍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଆଉ, ଲେବୀୟଗଣ, ଯଥା, ଅସନୀୟର ପୁତ୍ର ଯେଶୂୟ; ହେନାଦଦର ସନ୍ତାନଗଣ ମଧ୍ୟରୁ ବିନ୍ନୁୟି ଓ କଦ୍ମିୟେଲ।

Gade chapit la Kopi

ଓଡିଆ ବାଇବେଲ

9 ଆଉ, ଲେବୀୟଗଣ, ଯଥା, ଅସନିୟର ପୁତ୍ର ଯେଶୂୟ; ହେନାଦଦର ସନ୍ତାନଗଣ ମଧ୍ୟରୁ ବିନ୍ନୁୟି ଓ କଦ୍‍ମୀୟେଲ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଆଉ, ଲେବୀୟଗଣ, ଯଥା, ଅସନିୟର ପୁତ୍ର ଯେଶୂୟ; ହେନାଦଦର ସନ୍ତାନଗଣ ମଧ୍ୟରୁ ବିନ୍ନୁୟି ଓ କଦ୍‍ମୀୟେଲ।

Gade chapit la Kopi




ନିହିମୀୟା 10:9
10 Referans Kwoze  

ଲେବୀୟମାନଙ୍କ ପ୍ରଧାନଗଣ, ହଶବିୟ, ଶେରେବିୟ ଓ କ‌‌‌‌‌ଦ୍‌‌‌‌‌ମୀୟେଲର ପୁତ୍ର ଯେଶୂୟ ଓ ସେମାନଙ୍କ ସମ୍ମୁଖସ୍ଥ ଭାତୃଗଣ ପରମେଶ୍ୱରଙ୍କ ଲୋକ ଦାଉଦଙ୍କର ଆଜ୍ଞା ଅନୁସାରେ ଦଳଦଳ ହୋଇ ପ୍ରଶଂସା ଓ ଧନ୍ୟବାଦ ଉତ୍ସର୍ଗ କରିବାକୁ ନିଯୁକ୍ତ ହେଲେ।


ଲେବୀୟମାନେ ଯଥା: ଯେଶୂୟ, ବିନ୍ନୁୟି, କ‌‌‌‌‌ଦ୍‌‌‌‌‌ମୀୟେଲ, ଶେରେବିୟ, ଯିହୁଦା ଓ ମତ୍ତନିୟ। ଏହି ମତ୍ତନିୟ ଓ ତାହାର ଭାତୃଗଣ ପ୍ରଶଂସାର୍ଥକ ଗୀତର ମୁଖ୍ୟ ଥିଲେ।


ଏହା ପରେ, ଯେଶୂୟ, ବାନି, କ‌‌‌‌‌ଦ୍‌‌‌‌‌ମୀୟେଲ୍, ଶବନିୟ, ବୁନ୍ନି, ଶେରେବିୟ, ବାନି ଓ କନାନି ଲେବୀୟମାନଙ୍କ ପଛରେ ଛିଡ଼ା ହୋଇ ସଦାପ୍ରଭୁ ସେମାନଙ୍କର ପରମେଶ୍ୱରଙ୍କଠାରେ ଉଚ୍ଚସ୍ୱରରେ କ୍ରନ୍ଦନ କଲେ।


ଯେଶୂୟ, ବାନି, ଶେରେବିୟ, ଯାମୀନ୍, ଅ‌କ୍‌କୂବ, ଶବ୍ବଥୟ, ହୋଦୀୟ, ମାସେୟ, କଲିଟ୍, ଅସରିୟ, ଯୋଷାବଦ୍, ହାନନ୍, ପଲାୟ ଏହି ଲୋକମାନେ ଲେବୀୟ ଗୋଷ୍ଠୀର ଥିଲେ। ସେମାନେ ଲୋକମାନଙ୍କୁ ବ୍ୟବସ୍ଥା ବୁଝାଇ ଦେଲେ ଏବଂ ଲୋକମାନେ ନିଜ ନିଜ ସ୍ଥାନରେ ଛିଡ଼ା ହୋଇ ରହିଲେ।


କ‌‌‌‌‌ଦ୍‌‌‌‌‌ମୀୟେଲଙ୍କ ଦ୍ୱାରା ହେଦବାର ମାଧ୍ୟମରେ ଯେଶୂୟ ପରିବାରବର୍ଗରୁ ଆସିଥିବା ଲେବୀୟମାନଙ୍କର ସଂଖ୍ୟା 74 ଜଣ।


ତା'ପରକୁ ହେନାଦଦର ପୁତ୍ର ବେନ୍ନୁୟୀ ଅସରିୟର ଗୃହଠାରୁ ପ୍ରାଚୀର ବାଙ୍କ ଓ କୋଣ ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ଜୀର୍ଣ୍ଣ ପ୍ରାଚୀର ଗଠନ କଲେ।


ମାସିୟ, ବି‌‌‌‌ଲ୍‌‌‌‌‌‌‌ଗୟ, ଶମୟିୟ, ଏମାନେ ସମସ୍ତେ ଯାଜକ ଥିଲେ।


ସେମାନଙ୍କର ଭାତୃଗଣ, ଶବନିୟ, ହୋଦିୟ, କଲିଟ୍, ପଲାୟ, ହାନନ୍,


ଯିହୁଦା ଓ ବିନ୍ୟାମୀନ୍ ଓ ଶମୟିୟ ଓ ଯିରିମିୟ।


Swiv nou:

Piblisite


Piblisite