ନିହିମୀୟା 11:1 - ପବିତ୍ର ବାଇବଲ1 ଇସ୍ରାଏଲମାନଙ୍କର ଅଧିପତିମାନେ ଯିରୁଶାଲମରେ ବାସ କଲେ। ଅବଶିଷ୍ଟ ଲୋକମାନେ ପବିତ୍ର ନଗର ଯିରୁଶାଲମରେ ବାସ କରିବା ନିମନ୍ତେ ପ୍ରତି ଦଶ ଜଣ ମଧ୍ୟରୁ ଜଣକୁ ସେ ସ୍ଥାନକୁ ଆଣିବା ପାଇଁ ଓ ଅନ୍ୟ ନଅ ଜଣଙ୍କୁ ଅନ୍ୟାନ୍ୟ ନଗରରେ ବାସ କରିବାକୁ ଗୁଲିବାଣ୍ଟ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ପୁଣି, ଲୋକମାନଙ୍କ ଅଧିପତିବର୍ଗ ଯିରୂଶାଲମରେ ବାସ କଲେ; ମଧ୍ୟ ଅବଶିଷ୍ଟ ଲୋକମାନେ ପବିତ୍ର ନଗର ଯିରୂଶାଲମରେ ବାସ କରିବା ନିମନ୍ତେ ପ୍ରତି ଦଶ ଜଣ ମଧ୍ୟରୁ ଏକ ଜଣକୁ ସେସ୍ଥାନକୁ ଆଣିବା ପାଇଁ ଓ ଅନ୍ୟ ନଅ ଜଣଙ୍କୁ ଅନ୍ୟାନ୍ୟ ନଗରରେ ବାସ କରାଇବା ପାଇଁ ଗୁଲିବାଣ୍ଟ କଲେ। Gade chapit laଓଡିଆ ବାଇବେଲ1 ପୁଣି, ଲୋକମାନଙ୍କ ଅଧିପତିବର୍ଗ ଯିରୂଶାଲମରେ ବାସ କଲେ; ମଧ୍ୟ ଅବଶିଷ୍ଟ ଲୋକମାନେ ପବିତ୍ର ନଗର ଯିରୂଶାଲମରେ ବାସ କରିବା ନିମନ୍ତେ ପ୍ରତି ଦଶ ଜଣ ମଧ୍ୟରୁ ଏକ ଜଣକୁ ସେସ୍ଥାନକୁ ଆଣିବା ପାଇଁ ଓ ଅନ୍ୟ ନଅ ଜଣଙ୍କୁ ଅନ୍ୟାନ୍ୟ ନଗରରେ ବାସ କରାଇବା ପାଇଁ ଗୁଲିବାଣ୍ଟ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପୁଣି, ଲୋକମାନଙ୍କ ଅଧିପତିବର୍ଗ ଯିରୂଶାଲମରେ ବାସ କଲେ; ମଧ୍ୟ ଅବଶିଷ୍ଟ ଲୋକମାନେ ପବିତ୍ର ନଗର ଯିରୂଶାଲମରେ ବାସ କରିବା ନିମନ୍ତେ ପ୍ରତି ଦଶ ଜଣ ମଧ୍ୟରୁ ଏକ ଜଣକୁ ସେସ୍ଥାନକୁ ଆଣିବା ପାଇଁ ଓ ଅନ୍ୟ ନଅ ଜଣଙ୍କୁ ଅନ୍ୟାନ୍ୟ ନଗରରେ ବାସ କରାଇବା ପାଇଁ ଗୁଲିବାଣ୍ଟ କଲେ। Gade chapit la |