ନିହିମୀୟା 11:11 - ପବିତ୍ର ବାଇବଲ11 ହିଲ୍କିୟର ପୁତ୍ର ସରାୟ, ହିଲ୍କିୟ ମଶୁଲ୍ଲମର ପୁତ୍ର, ମଶୁଲ୍ଲମ ସାଦୋକର ପୁତ୍ର, ସାଦୋକ୍ ମରାୟୋତର ପୁତ୍ର, ମରାୟୋତ୍ ଅହିଟୁବ୍ର ପୁତ୍ର, ସରାୟ ପରମେଶ୍ୱରଙ୍କ ମନ୍ଦିରର ନିରୀକ୍ଷକ ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)11 ହିଲ୍କୀୟର ପୁତ୍ର ସରାୟ, ସେହି ହିଲ୍କୀୟ ମଶୁଲ୍ଲମର ପୁତ୍ର, ମଶୁଲ୍ଲମ୍ ସାଦୋକର ପୁତ୍ର, ସାଦୋକ୍ ମରାୟୋତର ପୁତ୍ର, ମରାୟୋତ୍ ଅହୀଟୂବ୍ର ପୁତ୍ର, ଅହୀଟୂବ୍ ପରମେଶ୍ଵରଙ୍କ ଗୃହର ଅଧ୍ୟକ୍ଷ ଥିଲା। Gade chapit laଓଡିଆ ବାଇବେଲ11 ହିଲ୍କୀୟର ପୁତ୍ର ସରାୟ, ସେହି ହିଲ୍କିୟ ମଶୁଲ୍ଲମର ପୁତ୍ର, ମଶୁଲ୍ଲମ୍ ସାଦୋକର ପୁତ୍ର, ସାଦୋକ ମରାୟୋତର ପୁତ୍ର, ମରାୟୋତ୍ ଅହୀଟୂବ୍ର ପୁତ୍ର, ଅହୀଟୂବ୍ ପରମେଶ୍ୱରଙ୍କ ଗୃହର ଅଧ୍ୟକ୍ଷ ଥିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ହିଲ୍କୀୟର ପୁତ୍ର ସରାୟ, ସେହି ହିଲ୍କୀୟ ମଶୁଲ୍ଲମ୍ର ପୁତ୍ର, ମଶୁଲ୍ଲମ୍ ସାଦୋକର ପୁତ୍ର, ସାଦୋକ ମରାୟୋତ୍ର ପୁତ୍ର, ମରାୟୋତ୍ ଅହୀଟୂବ୍ର ପୁତ୍ର, ଅହୀଟୂବ୍ ପରମେଶ୍ୱରଙ୍କ ଗୃହର ଅଧ୍ୟକ୍ଷ ଥିଲା। Gade chapit la |
“ଅମରିୟ ପ୍ରଧାନ ଯାଜକ ଅଟନ୍ତି। ସଦାପ୍ରଭୁଙ୍କ ସମ୍ପର୍କୀତ ସମସ୍ତ ବିଷୟରେ ସେ ତୁମ୍ଭମାନଙ୍କର ମାଲିକ ହେବେ। ଆଉ ରାଜାଙ୍କ ସମ୍ପର୍କୀତ ସମସ୍ତ ବିଷୟରେ ସବଦିୟ ତୁମ୍ଭମାନଙ୍କର ମାଲିକ ହେବେ। ସବଦିୟଙ୍କ ପିତାଙ୍କର ନାମ ଇଶ୍ମାୟେଲ ଅଟେ। ସବଦିୟ ଯିହୁଦା ଗୋଷ୍ଠୀର ଜଣେ ନେତା ଅଟନ୍ତି। ଆହୁରି ମଧ୍ୟ, ଲେବୀୟମାନେ ତୁମ୍ଭମାନଙ୍କୁ ସାହାଯ୍ୟ କରିବେ ଯାହା ତୁମ୍ଭର ଦରକାର। ତୁମ୍ଭେମାନେ ସମସ୍ତ କାର୍ଯ୍ୟ ସାହସର ସହିତ କର। ଯେଉଁମାନେ ଯଥାର୍ଥ କର୍ମ କରନ୍ତି, ସଦାପ୍ରଭୁ ସେମାନଙ୍କର ସହିତ ରହନ୍ତି।”