Biblia Todo Logo
Bib sou entènèt

- Piblisite -




ନିହିମୀୟା 11:14 - ପବିତ୍ର ବାଇବଲ

14 ଆଉ ସେମାନଙ୍କ ଭାତୃଗଣ 128 ଜଣ ମହାବିକ୍ରମଶାଳୀ ପୁରୁଷ ଥିଲେ ଓ ହ‌ଗ୍‌ଦୋଲୀମର ପୁତ୍ର ସ‌‌‌‌ବ୍‌‌‌‌ଦୀୟେଲ ସେମାନଙ୍କର ନିରୀକ୍ଷକ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଆଉ, ସେମାନଙ୍କ ଭ୍ରାତୃଗଣ ଏକ ଶହ ଅଠାଇଶ ଜଣ ମହାବିକ୍ରମଶାଳୀ ପୁରୁଷ ଥିଲେ ଓ ହଗ୍ଦୋଲୀମର ପୁତ୍ର ସବ୍ଦୀୟେଲ ସେମାନଙ୍କର ଅଧ୍ୟକ୍ଷ ଥିଲା।

Gade chapit la Kopi

ଓଡିଆ ବାଇବେଲ

14 ଆଉ, ସେମାନଙ୍କ ଭ୍ରାତୃଗଣ ଏକ ଶହ ଅଠାଇଶ ଜଣ ମହାବିକ୍ରମଶାଳୀ ପୁରୁଷ ଥିଲେ ଓ ହଗ୍‍ଦୋଲୀମ୍‌ର ପୁତ୍ର ସବ୍‍ଦୀୟେଲ ସେମାନଙ୍କର ଅଧ୍ୟକ୍ଷ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଆଉ, ସେମାନଙ୍କ ଭ୍ରାତୃଗଣ ଏକ ଶହ ଅଠାଇଶ ଜଣ ମହାବିକ୍ରମଶାଳୀ ପୁରୁଷ ଥିଲେ ଓ ହଗ୍‍ଦୋଲୀମ୍‌ର ପୁତ୍ର ସବ୍‍ଦୀୟେଲ ସେମାନଙ୍କର ଅଧ୍ୟକ୍ଷ ଥିଲା।

Gade chapit la Kopi




ନିହିମୀୟା 11:14
6 Referans Kwoze  

ଅଦାୟାର ଭାତୃଗଣ 242 ଜଣ ପିତୃବଂଶ ପ୍ରଧାନ ଥିଲେ, ଅସରେଲର ପୁତ୍ର ଅମଶୟ, ସେହି ଅସରେଲ୍ ଅହସୟର ପୁତ୍ର, ଅହସୟ ମଶିଲ୍ଲେମୋତର ପୁତ୍ର, ମଶିଲ୍ଲେମୋତ୍ ଇମ୍ମେରର ପୁତ୍ର।


ଲେବୀୟମାନଙ୍କ ମଧ୍ୟରୁ ଯଥା: ହଶୂବର ପୁତ୍ର ଶମୟିୟ, ହଶୂବ୍ ଅସ୍ରୀକାମର ପୁତ୍ର, ଅସ୍ରୀକାମ୍ ହସବିୟର ପୁତ୍ର, ହସବିୟ ବୁନ୍ନିର ପୁତ୍ର।


ଉଷି ଯିରୁଶାଲମରେ ଲେବୀୟମାନଙ୍କର ନିରୀକ୍ଷକ ଥିଲେ। ଉଷି ବାନିର ପୁତ୍ର, ବାନି ହଶବିୟର ପୁତ୍ର, ହଶବିୟ ଯିଏ କି ମତ୍ତନୀୟର ପୁତ୍ର, ମତ୍ତନିୟ ଯିଏ କି ମୀକାର ପୁତ୍ର ଥିଲେ। ଉଷି ପରମେଶ୍ୱରଙ୍କ ମନ୍ଦିରରେ ସେବା କରୁଥିବା ଗାୟକର ଓ ଆସଫର ବଂଶଧର ଥିଲେ।


ସମୁଦାୟ 1,760 ଜଣ ଯାଜକ ଥିଲେ, ଯେଉଁମାନେ କି ସେମାନଙ୍କ ପରିବାରର ମୁଖ୍ୟ ଥିଲେ। ସେମାନେ ପରମେଶ୍ୱରଙ୍କ ମନ୍ଦିରରେ ସେବା କରିବାରେ ଦକ୍ଷ ଲୋକ ଥିଲେ।


ଶେମୟିୟଙ୍କର ମଧ୍ୟ ପୁତ୍ରମାନେ ଥିଲେ। ଶମୟିୟଙ୍କ ପୁତ୍ରମାନେ ତାଙ୍କ ପରିବାରର ମୁଖ୍ୟ ଥିଲେ, କାରଣ ସେମାନେ ଅତି ସାହସୀ ଯୋଦ୍ଧା ଥିଲେ।


ଆଉ ମାସେୟ, ଶମୟିୟ, ଇଲିୟାସର, ଉଷି, ଯିହୋହାନନ୍, ମ‌‌‌‌ଲ୍‌‌‌‌‌‌‌କିୟ, ଏଲମ୍ ଓ ଏଷର ସମସ୍ତେ ଠିଆ ହୋଇ ରହିଲେ। ସେତେବେଳେ ଗାୟକମାନେ ଓ ସେମାନଙ୍କର ଅଧ୍ୟକ୍ଷ ଯିଷ୍ରିହିୟ ଗାନ କଲେ।


Swiv nou:

Piblisite


Piblisite