Biblia Todo Logo
Bib sou entènèt

- Piblisite -




ନିହିମୀୟା 11:15 - ପବିତ୍ର ବାଇବଲ

15 ଲେବୀୟମାନଙ୍କ ମଧ୍ୟରୁ ଯଥା: ହଶୂବର ପୁତ୍ର ଶମୟିୟ, ହଶୂବ୍ ଅସ୍ରୀକାମର ପୁତ୍ର, ଅସ୍ରୀକାମ୍ ହସବିୟର ପୁତ୍ର, ହସବିୟ ବୁନ୍ନିର ପୁତ୍ର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଲେବୀୟମାନଙ୍କ ମଧ୍ୟରୁ, ଯଥା, ହଶୂବ୍ର ପୁତ୍ର ଶମୟୀୟ, ସେହି ହଶୂବ୍ ଅସ୍ରୀକାମ୍ର ପୁତ୍ର, ଅସ୍ରୀକାମ୍ ହଶବୀୟର ପୁତ୍ର, ହଶବୀୟ ବୁନ୍ନିର ପୁତ୍ର;

Gade chapit la Kopi

ଓଡିଆ ବାଇବେଲ

15 ଲେବୀୟମାନଙ୍କ ମଧ୍ୟରୁ, ଯଥା, ହଶୂବ୍‍ର ପୁତ୍ର ଶମୟୀୟ, ସେହି ହଶୂବ୍‍ ଅସ୍ରୀକାମର ପୁତ୍ର, ଅସ୍ରୀକାମ ହଶବୀୟର ପୁତ୍ର, ହଶବୀୟ ବୁନ୍ନିର ପୁତ୍ର;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଲେବୀୟମାନଙ୍କ ମଧ୍ୟରୁ, ଯଥା, ହଶୂବ୍‍ର ପୁତ୍ର ଶମୟୀୟ, ସେହି ହଶୂବ୍‍ ଅସ୍ରୀକାମର ପୁତ୍ର, ଅସ୍ରୀକାମ ହଶବୀୟର ପୁତ୍ର, ହଶବୀୟ ବୁନ୍ନିର ପୁତ୍ର;

Gade chapit la Kopi




ନିହିମୀୟା 11:15
4 Referans Kwoze  

ଶଲ୍ଲୁମ୍ କୋରହଙ୍କ ପୁତ୍ର ଥିଲେ। କୋରହ ଅବୀୟାସ‌ଫଙ୍କ ପୁତ୍ର ଥିଲେ। ଅବୀୟାସଫ୍ କୋରିଙ୍କ ପୁତ୍ର ଥିଲେ। ଶଲ୍ଲୁମ୍ ଓ ତାଙ୍କର ଭ୍ରାତାମାନେ ଦ୍ୱାରପାଳ ଥିଲେ। ସେମାନେ କୋରହ ପରିବାରବର୍ଗର ଥିଲେ। ସେମାନେ ମନ୍ଦିରର ସେବାକାର୍ଯ୍ୟ ଦାୟିତ୍ୱରେ ଥିଲେ। ସେମାନେ ପବିତ୍ର ତମ୍ବୁର ଦ୍ୱାର ପ୍ରବେଶ ଦ୍ୱାର ଜଗିବା କାର୍ଯ୍ୟ କରୁଥିଲେ। ସେମାନେ ଠିକ୍ ସେହିପରି କଲେ, ଯେପରି ସେମାନଙ୍କର ପୂର୍ବପୁରୁଷମାନେ ପବିତ୍ର ତମ୍ବୁର ପ୍ରବେଶ ଦ୍ୱାର ଜଗିବା କାର୍ଯ୍ୟ କରୁଥିଲେ।


ଲେବୀଙ୍କ ପରିବାରବର୍ଗର ଏହି ଲୋକମାନେ ଯିରୁଶାଲମରେ ବାସ କରୁଥିଲେ: ହଶୂବ୍‌ଙ୍କ ପୁତ୍ର ଶମୟିୟ। ହଶୂବ୍‌ ଅସ୍ରୀକା‌ମ୍‌ଙ୍କ ପୁତ୍ର ଥିଲେ। ଅସ୍ରୀକାମ୍ ହଶବିୟଙ୍କ ପୁତ୍ର ଥିଲେ। ହଶବିୟ ମରାରିଙ୍କ ବଂଶଧର ଥିଲେ।


ଆଉ ସେମାନଙ୍କ ଭାତୃଗଣ 128 ଜଣ ମହାବିକ୍ରମଶାଳୀ ପୁରୁଷ ଥିଲେ ଓ ହ‌ଗ୍‌ଦୋଲୀମର ପୁତ୍ର ସ‌‌‌‌ବ୍‌‌‌‌ଦୀୟେଲ ସେମାନଙ୍କର ନିରୀକ୍ଷକ ଥିଲା।


ଲେବୀୟ ପ୍ରଧାନ ବର୍ଗମଧ୍ୟରୁ ଶବ୍ବଥୟ ଓ ଯୋଷାବଦ୍ ପରମେଶ୍ୱରଙ୍କ ମନ୍ଦିରର ବାହାର କାର୍ଯ୍ୟର ନିରୀକ୍ଷକ ଥିଲେ।


Swiv nou:

Piblisite


Piblisite