Biblia Todo Logo
Bib sou entènèt

- Piblisite -




ନିହିମୀୟା 11:21 - ପବିତ୍ର ବାଇବଲ

21 ମନ୍ଦିରର ସେବକମାନେ ଓଫଲ ପର୍ବତରେ ବାସ କଲେ। ଆଉ ସୀହ ଓ ଗିଷ୍ପ ମନ୍ଦିରର ସେବକମାନଙ୍କର ମୂଖ୍ୟ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ନଥୀନୀୟ ଲୋକମାନେ ଓଫଲରେ ବାସ କଲେ; ଆଉ, ସୀହ ଓ ଗିଷ୍ପ ନଥୀନୀୟମାନଙ୍କର ଅଧ୍ୟକ୍ଷ ଥିଲେ।

Gade chapit la Kopi

ଓଡିଆ ବାଇବେଲ

21 ମନ୍ଦିରରେ ସେବା କରୁଥିବା ଲୋକମାନେ ଓଫଲରେ ବାସ କଲେ; ଆଉ, ସୀହ ଓ ଗିଷ୍ପ ନଥୀନୀୟମାନଙ୍କର ଅଧ୍ୟକ୍ଷ ଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ମନ୍ଦିରରେ ସେବା କରୁଥିବା ଲୋକମାନେ ଓଫଲରେ ବାସ କଲେ; ଆଉ, ସୀହ ଓ ଗିଷ୍ପ ନଥୀନୀୟମାନଙ୍କର ଅଧ୍ୟକ୍ଷ ଥିଲେ।

Gade chapit la Kopi




ନିହିମୀୟା 11:21
5 Referans Kwoze  

ଏହି ସମୟରେ ନଥୀନୀୟମାନେ ଜଳଦ୍ୱାରର ପୂର୍ବଦିଗର ସମ୍ମୁଖ ପର୍ଯ୍ୟନ୍ତ ଓ ବାହାର ଦୁର୍ଗ ପର୍ଯ୍ୟନ୍ତ ଓଫଲରେ ବାସ କରୁଥିଲେ।


ତା'ପରେ ମ‌‌‌‌ଲ୍‌‌‌‌‌‌‌କିୟ ନାମକ ଜଣେ ସ୍ୱର୍ଣ୍ଣକାର ସୈନ୍ୟମାନେ ଏକତ୍ରିତ ହେଉଥିବା ଫାଟକ ଆଗରେ ମନ୍ଦିର ଦାସମାନଙ୍କର, ନଥୀନୀୟମାନଙ୍କର ଓ ବଣିକମାନଙ୍କର ଗୃହ ପର୍ଯ୍ୟନ୍ତ, ଆଉ କୋଣର ଉଠାଣି ପର୍ଯ୍ୟନ୍ତ ଭଗ୍ନ ଅଂଶ ମରାମତି କଲେ।


ଯୋଥାମ୍ ପୁନର୍ବାର ସଦାପ୍ରଭୁଙ୍କ ମନ୍ଦିରର ଊର୍ଦ୍ଧ୍ୱସ୍ଥ ଦ୍ୱାର ନିର୍ମାଣ କଲେ। ସେ ଓଫଲର ନାମକ ସ୍ଥାନର ପ୍ରାଚୀରକୁ ଅଧିକ ନିର୍ମାଣ କଲେ।


ଯେଉଁମାନେ ପ୍ରଥମେ ଫେରି ଆସି ସେମାନଙ୍କର ଅଧିକାରରେ ସେଠାରେ ସେମାନଙ୍କର ନଗରରେ ବାସ କଲେ, ସେଥିମଧ୍ୟରୁ କେତେକ ଇସ୍ରାଏଲୀୟ, ଯାଜକଗଣ, ଲେବୀୟଗଣ ଓ ସେବକଗଣ ଥିଲେ।


ମନ୍ଦିରର ବିଶେଷ ଦାସମାନଙ୍କ ବଂଶଧରମାନେ ହେଲେ: ସୀହ, ହସୂଫା, ଟବ୍ବୟୋତ।


Swiv nou:

Piblisite


Piblisite