ନିହିମୀୟା 11:22 - ପବିତ୍ର ବାଇବଲ22 ଉଷି ଯିରୁଶାଲମରେ ଲେବୀୟମାନଙ୍କର ନିରୀକ୍ଷକ ଥିଲେ। ଉଷି ବାନିର ପୁତ୍ର, ବାନି ହଶବିୟର ପୁତ୍ର, ହଶବିୟ ଯିଏ କି ମତ୍ତନୀୟର ପୁତ୍ର, ମତ୍ତନିୟ ଯିଏ କି ମୀକାର ପୁତ୍ର ଥିଲେ। ଉଷି ପରମେଶ୍ୱରଙ୍କ ମନ୍ଦିରରେ ସେବା କରୁଥିବା ଗାୟକର ଓ ଆସଫର ବଂଶଧର ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)22 ଆସଫ-ବଂଶୀୟ ଗାୟକମାନଙ୍କ ମଧ୍ୟରୁ ମୀକାର ବୃଦ୍ଧ ପ୍ରପୌତ୍ର, ମର୍ତ୍ତନୀୟର ପ୍ରପୌତ୍ର, ହଶବୀୟର ପୌତ୍ର, ବାନିର ପୁତ୍ର ଉଷି ଯିରୂଶାଲମରେ ଲେବୀୟମାନଙ୍କର ଅଧ୍ୟକ୍ଷ ଥିଲା, ସେ ମଧ୍ୟ ପରମେଶ୍ଵରଙ୍କ ଗୃହକାର୍ଯ୍ୟର ତତ୍ତ୍ଵାବଧାରଣ କଲା। Gade chapit laଓଡିଆ ବାଇବେଲ22 ଆସଫ-ବଂଶୀୟ ଗାୟକମାନଙ୍କ ମଧ୍ୟରୁ ମୀକାର ବୃଦ୍ଧ ପ୍ରପୌତ୍ର, ମତ୍ତନୀୟର ପ୍ରପୌତ୍ର, ହଶବୀୟର ପୌତ୍ର, ବାନିର ପୁତ୍ର ଉଷି ଯିରୂଶାଲମରେ ଲେବୀୟମାନଙ୍କର ଅଧ୍ୟକ୍ଷ ଥିଲା, ସେ ମଧ୍ୟ ପରମେଶ୍ୱରଙ୍କ ଗୃହକାର୍ଯ୍ୟର ତତ୍ତ୍ୱାବଧାରଣ କଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଆସଫ-ବଂଶୀୟ ଗାୟକମାନଙ୍କ ମଧ୍ୟରୁ ମୀକାର ବୃଦ୍ଧ ପ୍ରପୌତ୍ର, ମତ୍ତନୀୟର ପ୍ରପୌତ୍ର, ହଶବୀୟର ପୌତ୍ର, ବାନିର ପୁତ୍ର ଉଷି ଯିରୂଶାଲମରେ ଲେବୀୟମାନଙ୍କର ଅଧ୍ୟକ୍ଷ ଥିଲା, ସେ ମଧ୍ୟ ପରମେଶ୍ୱରଙ୍କ ଗୃହକାର୍ଯ୍ୟର ତତ୍ତ୍ୱାବଧାରଣ କଲା। Gade chapit la |
କେତେକ ଯାଜକ ତୂରୀ ନେଇ ଗଲେ। ଜିଖରିୟ ଯିଏ କି, ଯୋନାଥନଙ୍କର ପୁତ୍ର, ଯିଏ କି ଶମୟିୟର ପୁତ୍ର, ଯିଏ କି ମତ୍ତନୀୟଙ୍କର ପୁତ୍ର, ଯିଏ କି ମିଖାୟଙ୍କର ପୁତ୍ର, ଯିଏ କି ସକ୍କୁରଙ୍କର ପୁତ୍ର, ଯିଏ କି ଆସଫଙ୍କର ପୁତ୍ର ଥିଲେ। ତାଙ୍କର ଭାଇମାନେ ଶମୟିୟ ଅସରେଲ, ମିଲଲୟ, ଗିଲଲୟ, ମାଯିୟ, ନଥନେଲ, ଯିହୁଦା ଓ ହନାନୀ। ପରମେଶ୍ୱରଙ୍କର ଏହି ଲୋକମାନେ ପରମେଶ୍ୱରଙ୍କର ସେବକ ଦାଉଦ ନିକଟକୁ ବିଭିନ୍ନ ପ୍ରକାର ବାଦ୍ୟଯନ୍ତ୍ର ସହିତ ଗଲେ। ଲେଖକ ଏଜ୍ରା ସେମାନଙ୍କ ଆଗରେ ଗଲେ।