Biblia Todo Logo
Bib sou entènèt

- Piblisite -




ନିହିମୀୟା 11:25 - ପବିତ୍ର ବାଇବଲ

25 ଯିହୁଦାର ଲୋକମାନଙ୍କ ମଧ୍ୟରୁ କେତେକ କ୍ଷେତ୍ରସ୍ଥ ନଗରରେ ଅର୍ଥାତ୍ କିରିୟଥଅର୍ବ ଓ ତହିଁ ନିକଟସ୍ଥ ଦୀବୋନ ଓ ତହିଁର ଉପନଗରରେ, ଯିକ‌‌‌‌ବ୍‌‌‌‌ସେଲ ଓ ତହିଁର ଗ୍ରାମରେ ରହିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ପୁଣି, ଯିହୁଦାର ସନ୍ତାନଗଣ ମଧ୍ୟରୁ କେତେକ ନାନା ଗ୍ରାମ ଓ ତହିଁର କ୍ଷେତ୍ରରେ, ଅର୍ଥାତ୍, କିରୀୟଥ୍-ଅର୍ବ ଓ ତହିଁର ଉପନଗରରେ, ଦୀବୋନ୍ ଓ ତହିଁର ଉପନଗରରେ, ଯିକବ୍ସେଲ ଓ ତହିଁର ଗ୍ରାମରେ;

Gade chapit la Kopi

ଓଡିଆ ବାଇବେଲ

25 ପୁଣି, ଯିହୁଦାର ସନ୍ତାନଗଣ ମଧ୍ୟରୁ କେତେକ ନାନା ଗ୍ରାମ ଓ ତହିଁର କ୍ଷେତ୍ରରେ, ଅର୍ଥାତ୍‍, କିରୀୟଥ୍‍-ଅର୍ବ ଓ ତହିଁର ଉପ ନଗରରେ, ଦୀବୋନ୍‍ ଓ ତହିଁର ଉପ ନଗରରେ, ଯିକବ୍‍ସେଲ ଓ ତହିଁର ଗ୍ରାମରେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ପୁଣି, ଯିହୁଦାର ସନ୍ତାନଗଣ ମଧ୍ୟରୁ କେତେକ ନାନା ଗ୍ରାମ ଓ ତହିଁର କ୍ଷେତ୍ରରେ, ଅର୍ଥାତ୍‍, କିରୀୟଥ୍‍-ଅର୍ବ ଓ ତହିଁର ଉପନଗରରେ, ଦୀବୋନ୍ ଓ ତହିଁର ଉପନଗରରେ, ଯିକବ୍‍ସେଲ ଓ ତହିଁର ଗ୍ରାମରେ;

Gade chapit la Kopi




ନିହିମୀୟା 11:25
7 Referans Kwoze  

ଅତୀତରେ ସେ ସହରର ନାମ ଥିଲା କିରିୟଥ-ଅର୍ବ। ଏହି ସହର ଲୋକମାନଙ୍କ ମଧ୍ୟରେ ଜଣେ ଯୋଦ୍ଧା ଥିଲେ, ଯାହାଙ୍କର ନାମ ଥିଲା ଅର୍ବ। ତାଙ୍କର ନାମ ଅନୁସାରେ ଏ ଭୂମିର ନାମକରଣ କରାଯାଇଥିଲା। ଏହା ପରେ ସେ ଭୂମିରେ ଶାନ୍ତି ଫେରି ଆସିଲା।


ସାରା କିଣାନ ଦେଶସ୍ଥ କିରିୟଥ-ଅର୍ବର ହିବ୍ରୋଣରେ ମଲେ। ଅବ୍ରହାମ ଏଥିପାଇଁ ମନ ଦୁଃଖ କଲେ ଓ କ୍ରନ୍ଦନ କଲେ।


ଅର୍ଣ୍ଣୋନ୍ ଉପତ୍ୟକା ନିକଟସ୍ଥ ଅରୋୟରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗର ଓ ଦୀବୋନ୍ ପର୍ଯ୍ୟନ୍ତ ମେଦବାର ସମସ୍ତ ସମଭୂମି।


ହି‌ଷ୍‌ବୋନ୍ ଓ ସମତଳ ଭୂମିସ୍ଥିତ ଦୀବୋନ ଓ ବାମ‌ତ୍‌ବାଲ ଓ ବୈ‌ତ୍‌ବାଲ ମିୟୋନ।


ଯେଶୂୟରେ, ମୋଲାଦାରେ ଓ ବୈ‌ଥ୍‌ପେଲଟରେ,


ଯିହୋଶୂୟ ଯିଫୁନ୍ନିର ପୁତ୍ର କାଲେ‌‌ବ‌ଙ୍କୁ ଆଶୀର୍ବାଦ କଲେ ଏବଂ ହିବ୍ରୋଣ ସହରକୁ ତାଙ୍କୁ ଦେଲେ।


Swiv nou:

Piblisite


Piblisite