Biblia Todo Logo
Bib sou entènèt

- Piblisite -




ନିହିମୀୟା 11:4 - ପବିତ୍ର ବାଇବଲ

4 ଯିହୁଦାର ବଂଶଧରଗୁଡ଼ିକ ମଧ୍ୟରୁ ଓ ବିନ୍ୟାମୀନର ବଂଶଧରଗୁଡ଼ିକ ମଧ୍ୟରୁ, କେତେକ ଲୋକ ଯିରୁଶାଲମରେ ବାସ କଲେ। ଯିହୁଦାର ବଂଶଧରମାନଙ୍କ ମଧ୍ୟରୁ ଉଷିୟର ପୁତ୍ର ଅଥାୟ, ସେହି ଉଷିୟ ଜିଖରିୟର ପୁତ୍ର, ତାଙ୍କର ପୁତ୍ର ଅମରିୟ, ଅମରିୟର ପୁତ୍ର ଶଫଟିୟ, ତାଙ୍କର ପୁତ୍ର ମହଲଲେଲ, ତାଙ୍କର ପୁତ୍ର, ପେରସର ପୁତ୍ରମାନଙ୍କ ମଧ୍ୟରୁ ଜଣେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପୁଣି, ଯିହୁଦାର ସନ୍ତାନଗଣ ମଧ୍ୟରୁ ଓ ବିନ୍ୟାମୀନର ସନ୍ତାନଗଣ ମଧ୍ୟରୁ କେତେକ ଲୋକ ଯିରୂଶାଲମରେ ବାସ କଲେ। ଯିହୁଦାର ସନ୍ତାନଗଣ ମଧ୍ୟରୁ ଉଷୀୟର ପୁତ୍ର ଅଥାୟ, ସେହି ଉଷୀୟ ଜିଖରୀୟର ପୁତ୍ର, ଜିଖରୀୟ ଅମରୀୟର ପୁତ୍ର, ଅମରୀୟ ଶଫଟୀୟର ପୁତ୍ର, ଶଫଟୀୟ ମହଲଲେଲର ପୁତ୍ର, ମହଲଲେଲ ପେରସ-ସନ୍ତାନଗଣ ମଧ୍ୟରୁ ଜଣେ;

Gade chapit la Kopi

ଓଡିଆ ବାଇବେଲ

4 ପୁଣି, ଯିହୁଦାର ସନ୍ତାନଗଣ ମଧ୍ୟରୁ ଓ ବିନ୍ୟାମୀନ୍‍ର ସନ୍ତାନଗଣ ମଧ୍ୟରୁ କେତେକ ଲୋକ ଯିରୂଶାଲମରେ ବାସ କଲେ। ଯିହୁଦାର ସନ୍ତାନଗଣ ମଧ୍ୟରୁ ଉଷୀୟର ପୁତ୍ର ଅଥାୟ, ସେହି ଉଷୀୟ ଜିଖରୀୟର ପୁତ୍ର, ଜିଖରୀୟ ଅମରୀୟର ପୁତ୍ର, ଅମରୀୟ ଶଫଟୀୟର ପୁତ୍ର, ଶଫଟୀୟ ମହଲଲେଲର ପୁତ୍ର, ମହଲଲେଲ ପେରସ-ସନ୍ତାନଗଣ ମଧ୍ୟରୁ ଜଣେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ଯିହୁଦାର ସନ୍ତାନଗଣ ମଧ୍ୟରୁ ଓ ବିନ୍ୟାମୀନ୍‍ର ସନ୍ତାନଗଣ ମଧ୍ୟରୁ କେତେକ ଲୋକ ଯିରୂଶାଲମରେ ବାସ କଲେ। ଯିହୁଦାର ସନ୍ତାନଗଣ ମଧ୍ୟରୁ ଉଷୀୟର ପୁତ୍ର ଅଥାୟ, ସେହି ଉଷୀୟ ଜିଖରୀୟର ପୁତ୍ର, ଜିଖରୀୟ ଅମରୀୟର ପୁତ୍ର, ଅମରୀୟ ଶଫଟୀୟର ପୁତ୍ର, ଶଫଟୀୟ ମହଲଲେଲର ପୁତ୍ର, ମହଲଲେଲ ପେରସ-ସନ୍ତାନଗଣ ମଧ୍ୟରୁ ଜଣେ;

Gade chapit la Kopi




ନିହିମୀୟା 11:4
7 Referans Kwoze  

ମାତ୍ର ସେ ଆପଣା ହସ୍ତ ଟାଣି ନିଅନ୍ତେ, ଦେଖ ତାହାର ଭ୍ରାତା ଭୂମିଷ୍ଠ ହେଲା, ତହିଁରେ ଧାତ୍ରୀ କହିଲା, “ତୁମ୍ଭେ ଜୋର୍ କରି ଭେଦ କରିଅଛ।” ତେଣୁ ତା'ର ନାମ ପେରସ୍।


ନହଶୋନ ଅମ୍ମୀନାଦାବଙ୍କ ପୁତ୍ର। ଅମ୍ମୀନାଦାବ ଅଦ୍ମୀନଙ୍କ ପୁତ୍ର। ଅଦ୍ମୀନ ଅର୍ଣ୍ଣୀଙ୍କ ପୁତ୍ର। ଅର୍ଣ୍ଣୀ ହେସ୍ରୋଣଙ୍କ ପୁତ୍ର। ହେସ୍ରୋଣ ଫେରସଙ୍କ ପୁତ୍ର। ଫେରସ ଯିହୂଦାଙ୍କ ପୁତ୍ର।


ଯିହୂଦା, ଫେରସ ଓ ସେରହଙ୍କ ବାପା। (ତାମର, ସେମାନଙ୍କ ମା) ଫେରସ ହିଷ୍ରୋଣଙ୍କ ବାପା। ହିଷ୍ରୋଣ ଅରାମଙ୍କ ବାପା।


ପେରସର ବଂଶାବଳୀ ଏହି ପ୍ରକାର, ପେରସର ପୁତ୍ର ହିଷ୍ରୋଣ,


ପ୍ରଦେଶର ଏହି ପ୍ରଧାନବର୍ଗ ଯିରୁଶାଲମରେ ବାସ କଲେ। କିନ୍ତୁ ଯିହୁଦାର ଏବଂ ଇସ୍ରାଏଲର ଅନ୍ୟ ନଗରରେ ଲୋକମାନେ, ଯାଜକମାନେ, ଲେବୀୟମାନେ, ନଥୀନୀୟମାନେ ଓ ଶଲୋମନଙ୍କର ଦାସଗଣର ସନ୍ତାନମାନେ ପ୍ରତ୍ୟେକ ନିଜ ନିଜ ନଗରରେ ବାସ କଲେ।


ବାଋକର ପୁତ୍ର ମାସେୟ, ବାଋ‌‌‌କ୍‌‌‌କଲ୍-ହୋଷିର ପୁତ୍ର ଥିଲା। କଲ-ହୋଷି ହସାୟର ପୁତ୍ର, ହସାୟ ଅଦାୟାର ପୁତ୍ର, ଅଦାୟା ଯୋୟାରୀବର ପୁତ୍ର, ଯୋୟାରୀବ୍ ଜିଖରିୟର ପୁତ୍ର ଥିଲା। ଜିଖରିୟ ଶୀଲୋନିୟମାନଙ୍କର ଭବିଷ୍ୟଦ୍ ବଂଶଧର ଥିଲା।


Swiv nou:

Piblisite


Piblisite