Biblia Todo Logo
Bib sou entènèt

- Piblisite -




ନିହିମୀୟା 11:5 - ପବିତ୍ର ବାଇବଲ

5 ବାଋକର ପୁତ୍ର ମାସେୟ, ବାଋ‌‌‌କ୍‌‌‌କଲ୍-ହୋଷିର ପୁତ୍ର ଥିଲା। କଲ-ହୋଷି ହସାୟର ପୁତ୍ର, ହସାୟ ଅଦାୟାର ପୁତ୍ର, ଅଦାୟା ଯୋୟାରୀବର ପୁତ୍ର, ଯୋୟାରୀବ୍ ଜିଖରିୟର ପୁତ୍ର ଥିଲା। ଜିଖରିୟ ଶୀଲୋନିୟମାନଙ୍କର ଭବିଷ୍ୟଦ୍ ବଂଶଧର ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଆଉ, ବାରୁକର ପୁତ୍ର ମାସେୟ, ସେହି ବାରୁକ କଲ୍ହୋଷିର ପୁତ୍ର, କଲ୍ହୋଷି ହସାୟର ପୁତ୍ର, ହସାୟ ଅଦାୟାର ପୁତ୍ର, ଅଦାୟା ଯୋୟାରୀବ୍ର ପୁତ୍ର, ଯୋୟାରୀବ୍ ଜିଖରୀୟର ପୁତ୍ର, ଜିଖରୀୟ ଶୀଲୋନିର ପୁତ୍ର।

Gade chapit la Kopi

ଓଡିଆ ବାଇବେଲ

5 ଆଉ, ବାରୁକ୍‍ର ପୁତ୍ର ମାସେୟ, ସେହି ବାରୁକ୍‍ କଲ୍‍ହୋଷିର ପୁତ୍ର, କଲ୍‍ହୋଷି ହସାୟର ପୁତ୍ର, ହସାୟ ଅଦାୟାର ପୁତ୍ର, ଅଦାୟା ଯୋୟାରୀବ୍‍ର ପୁତ୍ର, ଯୋୟାରୀବ୍‍ ଜିଖରୀୟର ପୁତ୍ର, ଜିଖରୀୟ ଶୀଲୋନିର ପୁତ୍ର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଆଉ, ବାରୂକର ପୁତ୍ର ମାସେୟ, ସେହି ବାରୂକ କଲ୍‍ହୋଷିର ପୁତ୍ର, କଲ୍‍ହୋଷି ହସାୟର ପୁତ୍ର, ହସାୟ ଅଦାୟାର ପୁତ୍ର, ଅଦାୟା ଯୋୟାରୀବ୍‍ର ପୁତ୍ର, ଯୋୟାରୀବ୍‍ ଜିଖରୀୟର ପୁତ୍ର, ଜିଖରୀୟ ଶୀଲୋନିର ପୁତ୍ର।

Gade chapit la Kopi




ନିହିମୀୟା 11:5
7 Referans Kwoze  

ମି‌‌‌‌ସ୍‌‌‌‌ପା ପ୍ରଦେଶର ଶାସକ କ‌‌‌‌ଲ୍‌‌‌‌‌‌‌ହୋଷିର ପୁତ୍ର ଶଲ୍ଲୁନ୍ ଝର ଦ୍ୱାରର ଭଗ୍ନାଂଶ ଲଗାଇଲେ। ଏବଂ ତାର କ‌‌‌‌ବ୍‌‌‌‌ଜା, ଢାଲ, ଅର୍ଗଳସବୁ ଲଗାଇଲା। ଦାଉଦ ନଗରରୁ ତଳକୁ ଯିବା ପାବଛ ପର୍ଯ୍ୟନ୍ତ ସେ ରାଜାଙ୍କର ରାଜୋଦ୍ୟାନ ଓ ଶେଲା ପୁଷ୍କରୀଣୀ ପ୍ରାଚୀର ମରାମତି କଲେ।


ଯିରୁଶାଲମରେ ବାସ କରୁଥିବା ଶୀଲୋନୀୟ ଲୋକମାନେ ଥିଲେ, ଅସାୟ ଜ୍ୟେଷ୍ଠ ପୁତ୍ର ଥିଲେ ଓ ଅସାୟଙ୍କର ପୁତ୍ରମାନେ ଥିଲେ।


ଶେଲା ଯିହୁଦାର ପୁତ୍ର ଥିଲେ। ତାଙ୍କର ପୁତ୍ରମାନେ ଥିଲେ, ଲେକାର ପିତା ଏର ଓ ମାରେଶାଙ୍କର ପିତା ଲାଦା ଏବଂ ଏହି ପରିବାରବର୍ଗ ବେଥ-ଅସବେୟରେ ଥିବା କାର୍ପାସ କାର୍ଯ୍ୟର କର୍ତ୍ତା ଥିଲେ।


ଏହା ପରେ ସେ ଆଉ ଏକ ପୁତ୍ରକୁ ଜନ୍ମ ଦେଲା ଏବଂ ତା'ର ନାମ ଦେଲେ ଶେଲା। ଯିହୁଦାର ତୃତୀୟ ପୁତ୍ର ଜନ୍ମ ସମୟରେ ସେ କଷୀବରେ ଥିଲା।


ଯିହୁଦାର ବଂଶଧରଗୁଡ଼ିକ ମଧ୍ୟରୁ ଓ ବିନ୍ୟାମୀନର ବଂଶଧରଗୁଡ଼ିକ ମଧ୍ୟରୁ, କେତେକ ଲୋକ ଯିରୁଶାଲମରେ ବାସ କଲେ। ଯିହୁଦାର ବଂଶଧରମାନଙ୍କ ମଧ୍ୟରୁ ଉଷିୟର ପୁତ୍ର ଅଥାୟ, ସେହି ଉଷିୟ ଜିଖରିୟର ପୁତ୍ର, ତାଙ୍କର ପୁତ୍ର ଅମରିୟ, ଅମରିୟର ପୁତ୍ର ଶଫଟିୟ, ତାଙ୍କର ପୁତ୍ର ମହଲଲେଲ, ତାଙ୍କର ପୁତ୍ର, ପେରସର ପୁତ୍ରମାନଙ୍କ ମଧ୍ୟରୁ ଜଣେ।


ପେରସର ବଂଶଧର ମୋଟ 468 ଜଣ ବୀର ପୁରୁଷ ଯିରୁଶାଲମରେ ବାସ କଲେ।


Swiv nou:

Piblisite


Piblisite