ନିହିମୀୟା 11:7 - ପବିତ୍ର ବାଇବଲ7 ବିନ୍ୟାମୀନର ବଂଶଧରମାନେ, ଯଥା: ମଶୁଲ୍ଲମର ପୁତ୍ର ସଲ୍ଲୁ, ମଶୁଲ୍ଲମ ଯୋୟେଦର ପୁତ୍ର, ଯୋୟେଦ୍ ପଦାୟର ପୁତ୍ର ଥିଲା, ପଦାୟ କଲୋୟାର ପୁତ୍ର ଥିଲା, କଲୋୟା ମାସେୟର ପୁତ୍ର ଥିଲା, ମାସେୟ ଇଥୀୟେଲର ପୁତ୍ର, ଇଥୀୟେଲ ଯିଶାୟାହର ପୁତ୍ର ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)7 ବିନ୍ୟାମୀନର ସନ୍ତାନଗଣ, ଯଥା, ମଶୁଲ୍ଲମ୍ର ପୁତ୍ର ସଲ୍ଲୁ, ସେହି ମଶୁଲ୍ଲମ୍ ଯୋୟେଦ୍ର ପୁତ୍ର, ଯୋୟଦ୍ ପଦାୟର ପୁତ୍ର, ପଦାୟ କୋଲାୟାର ପୁତ୍ର, କୋଲାୟା ମାସେୟର ପୁତ୍ର, ମାସେୟ ଇଥୀୟେଲର ପୁତ୍ର, ଇଥୀୟେଲ ଯିଶାୟାହର ପୁତ୍ର। Gade chapit laଓଡିଆ ବାଇବେଲ7 ବିନ୍ୟାମୀନ୍ର ସନ୍ତାନଗଣ, ଯଥା, ମଶୁଲ୍ଲମ୍ର ପୁତ୍ର ସଲ୍ଲୁ, ସେହି ମଶୁଲ୍ଲମ୍ ଯୋୟେଦ୍ର ପୁତ୍ର, ଯୋୟେଦ୍ ପଦାୟର ପୁତ୍ର, ପଦାୟ କୋଲାୟାର ପୁତ୍ର, କୋଲାୟା ମାସେୟର ପୁତ୍ର, ମାସେୟ ଇଥୀୟେଲର ପୁତ୍ର, ଇଥୀୟେଲ ଯିଶାୟାହର ପୁତ୍ର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ବିନ୍ୟାମୀନ୍ର ସନ୍ତାନଗଣ, ଯଥା, ମଶୁଲ୍ଲମ୍ର ପୁତ୍ର ସଲ୍ଲୁ, ସେହି ମଶୁଲ୍ଲମ୍ ଯୋୟେଦ୍ର ପୁତ୍ର, ଯୋୟେଦ୍ ପଦାୟର ପୁତ୍ର, ପଦାୟ କୋଲାୟାର ପୁତ୍ର, କୋଲାୟା ମାସେୟର ପୁତ୍ର, ମାସେୟ ଇଥୀୟେଲର ପୁତ୍ର, ଇଥୀୟେଲ ଯିଶାୟାହର ପୁତ୍ର। Gade chapit la |