Biblia Todo Logo
Bib sou entènèt

- Piblisite -




ନିହିମୀୟା 11:8 - ପବିତ୍ର ବାଇବଲ

8 ତାଙ୍କର ଭ୍ରାତାଗଣ ସହିତ ଗବ୍ବୟ, ସଲ୍ଲୟ ଆଦି 928 ଜଣ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ପୁଣି, ତାହା ଛଡ଼ା ଗବ୍ବୟ, ସଲ୍ଲୟ ଆଦି ନଅ ଶହ ଅଠାଇଶ ଜଣ।

Gade chapit la Kopi

ଓଡିଆ ବାଇବେଲ

8 ପୁଣି, ତାହା ଛଡ଼ା ଗବ୍ବୟ, ସଲ୍ଲୟ ଆଦି ନଅ ଶହ ଅଠାଇଶ ଜଣ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି, ତାହା ଛଡ଼ା ଗବ୍ବୟ, ସଲ୍ଲୟ ଆଦି ନଅ ଶହ ଅଠାଇଶ ଜଣ।

Gade chapit la Kopi




ନିହିମୀୟା 11:8
3 Referans Kwoze  

ବିନ୍ୟାମୀନଙ୍କ ପରିବାରର ଇତିହାସ ଦର୍ଶାଏ ଯେ, ସେମାନଙ୍କ ମଧ୍ୟରୁ 956 ଜଣ ଯିରୁଶାଲମରେ ବାସ କରୁଥିଲେ। ଏହି ସମସ୍ତ ବ୍ୟକ୍ତିମାନେ ସେମାନଙ୍କ ପରିବାରର ମୁଖ୍ୟ ଥିଲେ।


ବିନ୍ୟାମୀନର ବଂଶଧରମାନେ, ଯଥା: ମଶୁଲ୍ଲମର ପୁତ୍ର ସଲ୍ଲୁ, ମଶୁଲ୍ଲମ ଯୋୟେଦର ପୁତ୍ର, ଯୋୟେଦ୍ ପଦାୟର ପୁତ୍ର ଥିଲା, ପଦାୟ କଲୋୟାର ପୁତ୍ର ଥିଲା, କଲୋୟା ମାସେୟର ପୁତ୍ର ଥିଲା, ମାସେୟ ଇଥୀୟେଲର ପୁତ୍ର, ଇଥୀୟେଲ ଯିଶାୟାହର ପୁତ୍ର ଥିଲା।


ସିଖ୍ରିର ପୁତ୍ର ଯୋୟେଲ ସେମାନଙ୍କର ମୁଖ୍ୟ ଥିଲେ। ହସନୟାର ପୁତ୍ର ଯିହୁଦା ନଗରର ଦ୍ୱିତୀୟ ଶାସକ ଥିଲେ।


Swiv nou:

Piblisite


Piblisite