Biblia Todo Logo
Bib sou entènèt

- Piblisite -




ନିହିମୀୟା 11:9 - ପବିତ୍ର ବାଇବଲ

9 ସିଖ୍ରିର ପୁତ୍ର ଯୋୟେଲ ସେମାନଙ୍କର ମୁଖ୍ୟ ଥିଲେ। ହସନୟାର ପୁତ୍ର ଯିହୁଦା ନଗରର ଦ୍ୱିତୀୟ ଶାସକ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଆଉ, ସିଖ୍ରିର ପୁତ୍ର ଯୋୟେଲ ସେମାନଙ୍କର ଅଧ୍ୟକ୍ଷ ଥିଲା ଓ ହସନୟାର ପୁତ୍ର ଯିହୁଦା ନଗରର ଦ୍ଵିତୀୟ କର୍ତ୍ତା ଥିଲା।

Gade chapit la Kopi

ଓଡିଆ ବାଇବେଲ

9 ଆଉ, ସିଖ୍ରିର ପୁତ୍ର ଯୋୟେଲ ସେମାନଙ୍କର ଅଧ୍ୟକ୍ଷ ଥିଲା ଓ ହସନୁୟେର ପୁତ୍ର ଯିହୁଦା ନଗରର ଦ୍ୱିତୀୟ କର୍ତ୍ତା ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଆଉ, ସିଖ୍ରିର ପୁତ୍ର ଯୋୟେଲ ସେମାନଙ୍କର ଅଧ୍ୟକ୍ଷ ଥିଲା ଓ ହସନୁୟେର ପୁତ୍ର ଯିହୁଦା ନଗରର ଦ୍ୱିତୀୟ କର୍ତ୍ତା ଥିଲା।

Gade chapit la Kopi




ନିହିମୀୟା 11:9
5 Referans Kwoze  

ଏହି ଲୋକମାନେ ଯିରୁଶାଲମରେ ବାସ କରୁଥିବା ବିନ୍ୟାମୀନ ପରିବାରବର୍ଗର ଥିଲେ: ସଲ୍ଲୁ ମଶୁଲ୍ଲଙ୍କ ପୁତ୍ର ଥିଲେ। ମଶୁଲ୍ଲମ୍ ହୋ‌ଦ୍‌ବିୟଙ୍କ ପୁତ୍ର ଥିଲେ। ହୋ‌ଦ୍‌ବିୟ ହସନୁୟେଲଙ୍କ ପୁତ୍ର ଥିଲେ।


ଯି‌ଷ୍‌ହରର ସନ୍ତାନ କୋରହ, ନେଫଗ୍ ଓ ସିଖ୍ରି।


ତାଙ୍କର ଭ୍ରାତାଗଣ ସହିତ ଗବ୍ବୟ, ସଲ୍ଲୟ ଆଦି 928 ଜଣ ଥିଲେ।


ଏହି ଯାଜକମାନେ ଯେଉଁମାନେ ଯିରୁଶାଲମକୁ ଯାତ୍ରା କରିଥିଲେ। ସେମାନେ ହେଲେ, ଯୋୟାରୀବର ପୁତ୍ର ଯିଦୟିୟ, ଯାଖୀନ,


ଉଷି ଯିରୁଶାଲମରେ ଲେବୀୟମାନଙ୍କର ନିରୀକ୍ଷକ ଥିଲେ। ଉଷି ବାନିର ପୁତ୍ର, ବାନି ହଶବିୟର ପୁତ୍ର, ହଶବିୟ ଯିଏ କି ମତ୍ତନୀୟର ପୁତ୍ର, ମତ୍ତନିୟ ଯିଏ କି ମୀକାର ପୁତ୍ର ଥିଲେ। ଉଷି ପରମେଶ୍ୱରଙ୍କ ମନ୍ଦିରରେ ସେବା କରୁଥିବା ଗାୟକର ଓ ଆସଫର ବଂଶଧର ଥିଲେ।


Swiv nou:

Piblisite


Piblisite