Biblia Todo Logo
Bib sou entènèt

- Piblisite -




ନିହିମୀୟା 12:12 - ପବିତ୍ର ବାଇବଲ

12 ପୁଣି ଯୋୟାକୀମର ସମୟରେ ଏହି ଯାଜକଗଣ ସେମାନଙ୍କର ପରିବାରବର୍ଗଗୁଡ଼ିକର ମୁଖ୍ୟ ଥିଲେ, ଯଥା: ସରାୟ ବଂଶର ପ୍ରଧାନ ଥିଲେ ମରାୟ। ଯିରିମିୟ ବଂଶର ମୁଖ୍ୟ ଥିଲେ ହନାନିୟ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପୁଣି, ଯୋୟାକୀମ୍ର ସମୟରେ ଏହି ଯାଜକମାନେ ପିତୃବଂଶ-ପ୍ରଧାନ ଥିଲେ, ଯଥା, ସରାୟ-ବଂଶର ମରାୟ;

Gade chapit la Kopi

ଓଡିଆ ବାଇବେଲ

12 ପୁଣି, ଯୋୟାକୀମ୍‍ର ସମୟରେ ଏହି ଯାଜକମାନେ ପିତୃବଂଶ-ପ୍ରଧାନ ଥିଲେ, ଯଥା, ସରାୟ-ବଂଶର ମରାୟ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି, ଯୋୟାକୀମ୍‍ର ସମୟରେ ଏହି ଯାଜକମାନେ ପିତୃବଂଶ-ପ୍ରଧାନ ଥିଲେ, ଯଥା, ସରାୟ-ବଂଶର ମରାୟ;

Gade chapit la Kopi




ନିହିମୀୟା 12:12
7 Referans Kwoze  

ଇଲିୟାଶୀବ, ଯୋୟାହ ଓ ଯୋହାନନ୍ ଓ ଯଦ୍ଦୂୟ ସମୟରେ ଲେବୀୟମାନେ ମଧ୍ୟ ପାରସିକ ଦାରିୟାବସର ଅଧିକାର ସମୟରେ ଯାଜକମାନେ ପୂର୍ବପୁରୁଷ ଗୃହର ମୁଖ୍ୟ ରୂପେ ବଂଶାବଳିରେ ଲିଖିତ ହେଲେ।


ଦାଉଦ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଲେବୀ ଗୋଷ୍ଠୀର ନେତା ଅଟ। ତୁମ୍ଭେ ଓ ଅନ୍ୟ ଲେବୀୟମାନେ ନିଜକୁ ପବିତ୍ର କରିବା ନିତାନ୍ତ ଆବଶ୍ୟକ। ଏହା ପରେ ମୁଁ ନିୟମସିନ୍ଦୁକ ନିମନ୍ତେ ଯେଉଁ ସ୍ଥାନ ପ୍ରସ୍ତୁତ କରିଅଛି, ତୁମ୍ଭେମାନେ ତାହାକୁ ସେହି ସ୍ଥାନକୁ ଆଣିବ।


ଯୋୟାଦ ଯୋନାଥନର ପିତା ଥିଲେ ଏବଂ ଯୋନାଥନ ଯୁଦ୍ଦୁୟର ପିତା ଥିଲେ।


ଏଜ୍ରା ପରିବାରର ମୁଖ୍ୟ ଥିଲେ ମଶୁଲ୍ଲମ୍। ଅମରିୟ ପରିବାରର ଯିହୋହାନନ୍ ମୁଖ୍ୟ ଥିଲେ।


ଈଥାମରଙ୍କ ପରିବାରଠାରୁ ଇଲିୟାସରଙ୍କ ପରିବାରର ଅଧିକ ନେତା ଥିଲେ। ଇଲିୟାସରଙ୍କ ପରିବାରରୁ ଷୋହଳ ଜଣ ଓ ଈଥାମରଙ୍କ ପରିବାରର ଆଠ ଜଣ ନେତା ଥିଲେ।


Swiv nou:

Piblisite


Piblisite