Biblia Todo Logo
Bib sou entènèt

- Piblisite -




ନିହିମୀୟା 12:13 - ପବିତ୍ର ବାଇବଲ

13 ଏଜ୍ରା ପରିବାରର ମୁଖ୍ୟ ଥିଲେ ମଶୁଲ୍ଲମ୍। ଅମରିୟ ପରିବାରର ଯିହୋହାନନ୍ ମୁଖ୍ୟ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଯିରିମୀୟ-ବଂଶର ହନାନୀୟ; ଏଜ୍ରା-ବଂଶର ମଶୁଲ୍ଲମ୍; ଅମରୀୟ-ବଂଶର ଯିହୋହାନନ୍;

Gade chapit la Kopi

ଓଡିଆ ବାଇବେଲ

13 ଯିରିମୀୟ-ବଂଶର ହନାନୀୟ; ଏଜ୍ରା-ବଂଶର ମଶୁଲ୍ଲମ୍‍; ଅମରୀୟ-ବଂଶର ଯିହୋହାନନ୍‍;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଯିରିମୀୟ-ବଂଶର ହନାନୀୟ; ଏଜ୍ରା-ବଂଶର ମଶୁଲ୍ଲମ୍‍; ଅମରୀୟ-ବଂଶର ଯିହୋହାନନ୍‍;

Gade chapit la Kopi




ନିହିମୀୟା 12:13
5 Referans Kwoze  

ପୁଣି ଯୋୟାକୀମର ସମୟରେ ଏହି ଯାଜକଗଣ ସେମାନଙ୍କର ପରିବାରବର୍ଗଗୁଡ଼ିକର ମୁଖ୍ୟ ଥିଲେ, ଯଥା: ସରାୟ ବଂଶର ପ୍ରଧାନ ଥିଲେ ମରାୟ। ଯିରିମିୟ ବଂଶର ମୁଖ୍ୟ ଥିଲେ ହନାନିୟ,


ମଲ୍ଲୁକ ପରିବାରର ମୁଖ୍ୟ ଥିଲେ ଯୋନାଥନ। ଶବନିୟ ପରିବାରର ମୁଖ୍ୟ ଥିଲେ ଯୋଷେଫ,


ଏଜ୍ରା ଯାଜକ ସେହି କାର୍ଯ୍ୟ ନିମନ୍ତେ ନିର୍ମିତ କାଠମୟ ମଞ୍ଚା ଉପରେ ଠିଆ ହେଲେ। ଆଉ ଦକ୍ଷିଣ ପାର୍ଶ୍ୱରେ ତାଙ୍କ ନିକଟରେ ମତ୍ତଥିୟ, ଶେମା, ଅନାୟ, ଊରିୟ, ହି‌ଲ୍‌‌‌କିୟ, ମାସେୟ ଠିଆ ହେଲେ, ଏବଂ ତାଙ୍କ ବାମ ପାର୍ଶ୍ୱରେ ପଦାୟ ଓ ମୀଶାୟେଲ, ମ‌‌‌‌ଲ୍‌‌‌‌‌‌‌କିୟ, ହଶୁମ ଓ ହ‌ଶ୍‌ବଦ୍ଦାନା, ଜିଖରିୟ ଓ ମଶୁଲ୍ଲମ ଠିଆ ହେଲେ।


ପ‌ଶ୍‌ହୂର, ଅମରିୟ, ମ‌‌‌‌ଲ୍‌‌‌‌‌‌‌କିୟ,


ମଶୁଲ୍ଲମ୍, ଅବିୟ, ମିୟାମୀନ,


Swiv nou:

Piblisite


Piblisite