ନିହିମୀୟା 12:25 - ପବିତ୍ର ବାଇବଲ25 ମତ୍ତନିୟ ଓ ବକ୍ବୁକିୟ, ଓବଦିୟ, ମଶୁଲ୍ଲମ୍, ଟଲ୍ମୋନ୍, ଅକ୍କୁବ୍ ଦ୍ୱାରପାଳ ହୋଇ ଦ୍ୱାର ନିକଟବର୍ତ୍ତୀ ଭଣ୍ତାର ଗୃହ ସକଳର ପ୍ରହରୀ କର୍ମ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)25 ମତ୍ତନୀୟ ଓ ବକ୍ବୁକୀୟ, ଓବଦୀୟ, ମଶୁଲ୍ଲମ୍, ଟଲମୋନ୍, ଅକ୍କୂବ, ଦ୍ଵାରପାଳ ହୋଇ ଦ୍ଵାର ନିକଟବର୍ତ୍ତୀ ଭଣ୍ତାର-ଗୃହସକଳର ପ୍ରହରୀକର୍ମ କଲେ। Gade chapit laଓଡିଆ ବାଇବେଲ25 ମତ୍ତନୀୟ ଓ ବକ୍ବୁକୀୟ, ଓବଦୀୟ, ମଶୁଲ୍ଲମ୍, ଟଲ୍ମୋନ, ଅକ୍କୂବ, ଦ୍ୱାରପାଳ ହୋଇ ଦ୍ୱାର ନିକଟବର୍ତ୍ତୀ ଭଣ୍ଡାର-ଗୃହସକଳର ପ୍ରହରୀକର୍ମ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ମତ୍ତନୀୟ ଓ ବକ୍ବୁକୀୟ, ଓବଦୀୟ, ମଶୁଲ୍ଲମ୍, ଟଲ୍ମୋନ, ଅକ୍କୂବ, ଦ୍ୱାରପାଳ ହୋଇ ଦ୍ୱାର ନିକଟବର୍ତ୍ତୀ ଭଣ୍ଡାର-ଗୃହସକଳର ପ୍ରହରୀକର୍ମ କଲେ। Gade chapit la |
ତେଣୁ ଲେବୀୟମାନେ ଯେଉଁ କାର୍ଯ୍ୟ କରିବା ଉଚିତ୍, ସେମାନେ ସେହିସବୁ କାର୍ଯ୍ୟ କରୁଥିଲେ। ସେମାନେ ପବିତ୍ର ତମ୍ବୁର ଯତ୍ନ ନେଉଥିଲେ। ସେମାନେ ପବିତ୍ର ସ୍ଥାନର ଯତ୍ନ ନେଉଥିଲେ। ଆଉ, ସେମାନେ ସେମାନଙ୍କର ଆତ୍ମୀୟ (ଯାଜକମାନେ) ହାରୋଣଙ୍କ ବଂଶଧରମାନଙ୍କୁ ସାହାଯ୍ୟ କରୁଥିଲେ। ସଦାପ୍ରଭୁଙ୍କ ମନ୍ଦିରର ସେବାକାର୍ଯ୍ୟ କରିବା ସହିତ ଲେବୀୟମାନେ ଯାଜକମାନଙ୍କୁ ସାହାଯ୍ୟ କରୁଥିଲେ।
ଶଲୋମନ ତାଙ୍କ ପିତା ଦାଉଦଙ୍କର ଦତ୍ତ ନିର୍ଦ୍ଦେଶାବଳିକୁ ପାଳନ କଲେ। ଶଲୋମନ ଯାଜକମାନଙ୍କର ଦଳକୁ ସେମାନଙ୍କର ସେବାକାର୍ଯ୍ୟ ନିମନ୍ତେ ମନୋନୀତ କଲେ। ଶଲୋମନ ଲେବୀୟମାନଙ୍କୁ ମଧ୍ୟ ସେମାନଙ୍କର ସେବାକାର୍ଯ୍ୟ ନିମନ୍ତେ ମନୋନୀତ କଲେ। ଲେବୀୟମାନଙ୍କର କାର୍ଯ୍ୟ ଥିଲା ପ୍ରଶଂସା ଗାନରେ ନେତୃତ୍ୱ ଦେବା ଓ ମନ୍ଦିରର ସେବାକାର୍ଯ୍ୟ ନିମନ୍ତେ ଦୈନନ୍ଦିନ ଯେଉଁ ବିଷୟମାନ କରାଯାଏ, ସେଥିରେ ଯାଜକମାନଙ୍କୁ ସାହାଯ୍ୟ କରିବା। ଆଉ ଶଲୋମନ ଦ୍ୱାର ନିକଟରେ ସେବାକାର୍ଯ୍ୟ କରିବା ନିମନ୍ତେ ଦ୍ୱାରପାଳମାନଙ୍କୁ ସେମାନଙ୍କର ଦଳ ଅନୁଯାୟୀ ମନୋନୀତ କଲେ। ପରମେଶ୍ୱରଙ୍କ ଲୋକ ଦାଉଦ ତାକୁ ଏହା କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ।