ନିହିମୀୟା 12:7 - ପବିତ୍ର ବାଇବଲ7 ସଲ୍ଲୁ, ଆମୋକ, ହିଲ୍କିୟ, ଯିଦୟିୟ। ଏମାନେ ଯେଶୂୟ ସମୟରେ ଯାଜକମାନଙ୍କ ଓ ଆପଣା ଆପଣା ଭାତୃଗଣ ମଧ୍ୟରେ ପ୍ରଧାନ ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)7 ସଲ୍ଲ, ଆମୋକ, ହିଲ୍କୀୟ, ଯିଦୟୀୟ। ଏମାନେ ଯେଶୂୟ ସମୟରେ ଯାଜକମାନଙ୍କ ଓ ଆପଣା ଆପଣା ଭ୍ରାତୃଗଣ ମଧ୍ୟରେ ପ୍ରଧାନ ଥିଲେ। Gade chapit laଓଡିଆ ବାଇବେଲ7 ସଲ୍ଲ, ଆମୋକ, ହିଲ୍କିୟ, ଯିଦୟୀୟ। ଏମାନେ ଯେଶୂୟଙ୍କ ସମୟରେ ଯାଜକମାନଙ୍କ ଓ ଆପଣା ଆପଣା ଭ୍ରାତୃଗଣଙ୍କ ମଧ୍ୟରେ ପ୍ରଧାନ ଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସଲ୍ଲ, ଆମୋକ, ହିଲ୍କୀୟ, ଯିଦୟୀୟ। ଏମାନେ ଯେଶୂୟଙ୍କ ସମୟରେ ଯାଜକମାନଙ୍କ ଓ ଆପଣା ଆପଣା ଭ୍ରାତୃଗଣଙ୍କ ମଧ୍ୟରେ ପ୍ରଧାନ ଥିଲେ। Gade chapit la |
ପାରସ୍ୟ ରାଜା ଦାରିୟାବସଙ୍କର ରାଜତ୍ୱର ଦ୍ୱିତୀୟ ବର୍ଷର ଛଅମାସର ପ୍ରଥମ ଦିବସରେ ହାଗୟ ପରମେଶ୍ୱରଙ୍କଠାରୁ ଏହି ବାର୍ତ୍ତା ପାଇଲେ। ଏହି ବାର୍ତ୍ତା ଶଲ୍ଟୀୟେଲଙ୍କ ପୁତ୍ର ଯିରୁବ୍ବାବିଲ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟଙ୍କ ପାଇଁ ଥିଲା। ଯିରୁବ୍ବାବିଲ ଯିହୁଦାର ଦେଶାଧ୍ୟକ୍ଷ ଓ ଯିହୋଶୂୟ ଜଣେ ମହାନ ଯାଜକ ଥିଲେ। ଭବିଷ୍ୟଦ୍ବକ୍ତା ହାଗୟଙ୍କ ଦ୍ୱାରା କୁହାଯାଇଥିବା ବାର୍ତ୍ତା ଏହା ହିଁ ଅଟେ।