ନିହିମୀୟା 13:15 - ପବିତ୍ର ବାଇବଲ15 ସେହି ସମୟରେ ମୁଁ ଯିହୁଦା ମଧ୍ୟରେ କେତେକ ଲୋକଙ୍କୁ ବିଶ୍ରାମ ଦିନରେ ଦ୍ରାକ୍ଷାରସ ଦଳିବାର ଓ ବିଡ଼ା ଭିତରକୁ ଆଣିବାର ଓ ଗର୍ଦ୍ଦଭ ଉପରେ ବୋଝେଇ କରିବାର ମଧ୍ୟ ବିଶ୍ରାମ ଦିନରେ ଦ୍ରାକ୍ଷାରସ, ଦ୍ରାକ୍ଷାଫଳ ଓ ଡିମ୍ବିରିଫଳ ଓ ସର୍ବପ୍ରକାର ବୋଝ ଯିରୁଶାଲମକୁ ଆଣିବାର ଦେଖିଲି। ତେଣୁ ବିଶ୍ରାମ ଦିନରେ କୌଣସି ଖାଦ୍ୟ ବିକ୍ରୟ ନ କରିବାକୁ ମୁଁ ସେମାନଙ୍କୁ ସତର୍କ କଲି। Gade chapit laପବିତ୍ର ବାଇବଲ (Re-edited) - (BSI)15 ସେହି ସମୟରେ ମୁଁ ଯିହୁଦା ମଧ୍ୟରେ କେତେକ ଲୋକଙ୍କୁ ବିଶ୍ରାମବାରରେ ଦ୍ରାକ୍ଷାଯନ୍ତ୍ର ଦଳିବାର ଓ ବିଡ଼ା ଭିତରକୁ ଆଣିବାର ଓ ଗର୍ଦ୍ଦଭ ଉପରେ ବୋଝାଇ କରିବାର, ମଧ୍ୟ ବିଶ୍ରାମଦିନରେ ଦ୍ରାକ୍ଷାରସ, ଦ୍ରାକ୍ଷାଫଳ ଓ ଡିମିରିଫଳ ଓ ସର୍ବପ୍ରକାର ବୋଝ ଯିରୂଶାଲମକୁ ଆଣିବାର ଦେଖିଲି; ପୁଣି, ଯେଉଁ ଦିନ ସେମାନେ ଭକ୍ଷ୍ୟଦ୍ରବ୍ୟ ବିକ୍ରୟ କଲେ, ସେହି ଦିନ ମୁଁ ସେମାନଙ୍କ ପ୍ରତିକୂଳରେ ସାକ୍ଷ୍ୟ ଦେଲି। Gade chapit laଓଡିଆ ବାଇବେଲ15 ସେହି ସମୟରେ ମୁଁ ଯିହୁଦା ମଧ୍ୟରେ କେତେକ ଲୋକଙ୍କୁ ବିଶ୍ରାମବାରରେ ଦ୍ରାକ୍ଷା ଦଳିବାର ଓ ବିଡ଼ା ଭିତରକୁ ଆଣିବାର ଓ ଗର୍ଦ୍ଦଭ ଉପରେ ବୋଝାଇ କରିବାର, ମଧ୍ୟ ବିଶ୍ରାମଦିନରେ ଦ୍ରାକ୍ଷାରସ, ଦ୍ରାକ୍ଷାଫଳ ଓ ଡିମ୍ବିରି ଫଳ ଓ ସର୍ବପ୍ରକାର ବୋଝ ଯିରୂଶାଲମକୁ ଆଣିବାର ଦେଖିଲି; ପୁଣି, ଯେଉଁ ଦିନ ସେମାନେ ଭକ୍ଷ୍ୟଦ୍ରବ୍ୟ ବିକ୍ରୟ କଲେ, ସେହି ଦିନ ମୁଁ ସେମାନଙ୍କ ଚେତାବନୀ ଦେଲି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସେହି ସମୟରେ ମୁଁ ଯିହୁଦା ମଧ୍ୟରେ କେତେକ ଲୋକଙ୍କୁ ବିଶ୍ରାମବାରରେ ଦ୍ରାକ୍ଷା ଦଳିବାର ଓ ବିଡ଼ା ଭିତରକୁ ଆଣିବାର ଓ ଗର୍ଦ୍ଦଭ ଉପରେ ବୋଝାଇ କରିବାର, ମଧ୍ୟ ବିଶ୍ରାମବାରରେ ଦ୍ରାକ୍ଷାରସ, ଦ୍ରାକ୍ଷାଫଳ ଓ ଡିମ୍ବିରି ଫଳ ଓ ସର୍ବପ୍ରକାର ବୋଝ ଯିରୂଶାଲମକୁ ଆଣିବାର ଦେଖିଲି; ପୁଣି, ଯେଉଁ ଦିନ ସେମାନେ ଭକ୍ଷ୍ୟଦ୍ରବ୍ୟ ବିକ୍ରୟ କଲେ, ସେହି ଦିନ ମୁଁ ସେମାନଙ୍କ ଚେତାବନୀ ଦେଲି। Gade chapit la |
“‘କିନ୍ତୁ ଇସ୍ରାଏଲର ପୁତ୍ରଗଣ ମରୁଭୂମିରେ ମୋ’ ବିରୁଦ୍ଧରେ ଗଲେ। ସେମାନେ ମୋର ବିଧି ପଥରେ ଗ୍ଭଲିଲେ ନାହିଁ ଓ ମୋର ବ୍ୟବସ୍ଥା ସକଳ ଅଗ୍ରାହ୍ୟ କଲେ। ଯାହାକୁ ଯଦି ଜଣେ ମନୁଷ୍ୟ ଅନୁସରଣ କରେ, ତେବେ ସେ ବଞ୍ଚିବ। ଏବଂ ସେମାନେ ମୋର ବିଶ୍ରାମ ଦିନସବୁ କଳୁଷିତ କଲେ। ଏବଂ ସେଥିପାଇଁ ମୁଁ କହିଲି, ମରୁଭୂମିରେ ସେମାନଙ୍କ ବିରୁଦ୍ଧରେ ମୋର କ୍ରୋଧ ଢାଳି ଦେବି ଓ ସେମାନଙ୍କୁ ବିନାଶ କରିବି।
ପୁନର୍ବାର ତୁମ୍ଭେ ସେମାନଙ୍କୁ ସତର୍କ କଲ। ତୁମ୍ଭେ ସେମାନଙ୍କୁ, ତୁମ୍ଭ ବ୍ୟବସ୍ଥା ନିକଟକୁ ଫେରିବା ପାଇଁ କହିଲ। କିନ୍ତୁ ସେମାନେ ବହୁତ ଗର୍ବୀ ଥିଲେ। ସେମାନେ ତୁମ୍ଭର ଆଜ୍ଞା ଶୁଣିଲେ ନାହିଁ। ଯଦି ଲୋକମାନେ ତୁମ୍ଭର ବ୍ୟବସ୍ଥା ମାନନ୍ତି, ତେବେ ସେମାନେ ବାସ୍ତବରେ ବଞ୍ଚି ପାରିବେ। କିନ୍ତୁ ଆମ୍ଭର ପୂର୍ବପୁରୁଷଗଣ ତୁମ୍ଭର ବ୍ୟବସ୍ଥା ଭଙ୍ଗ କଲେ। ସେମାନେ ବହୁତ ଜିଦ୍ଖୋର ଥିଲେ ଏବଂ ତୁମ୍ଭକୁ ପ୍ରତ୍ୟାଖାନ କଲେ। ସେମାନେ ତୁମ୍ଭର ଆଜ୍ଞା ମାନିଲେ ନାହିଁ।