ନିହିମୀୟା 13:5 - ପବିତ୍ର ବାଇବଲ5 ତେଣୁ ସେ ତାକୁ ଏକ ବଡ଼ କୋଠରୀ ଦେଲା। ସେହି କୋଠରୀକୁ ପୂର୍ବେ ଲୋକମାନେ ସେହି ସ୍ଥାନରେ ଶସ୍ୟ ନୈବେଦ୍ୟ, ସୁଗନ୍ଧ ଏବଂ ଅନ୍ୟାନ୍ୟ ସାମଗ୍ରୀ, ଲେବୀୟ ଓ ଗାୟକ ଓ ଦ୍ୱାରପାଳମାନଙ୍କ ନିମନ୍ତେ ଶସ୍ୟ, ଦ୍ରାକ୍ଷାରସ ଓ ତୈଳର ଦଶମାଂଶ, ଆଉ ଯାଜକମାନଙ୍କ ନିମନ୍ତେ ଉପହାର ରଖିବାରେ ବ୍ୟବହୃତ ହେଉଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)5 ତାହା ନିମନ୍ତେ ଏକ ବୃହତ୍ କୋଠରି ପ୍ରସ୍ତୁତ କରିଥିଲା, ମାତ୍ର ପୂର୍ବେ ଲୋକମାନେ ସେହି ସ୍ଥାନରେ ଭକ୍ଷ୍ୟ-ନୈବେଦ୍ୟ, କୁନ୍ଦୁରୁ ଓ ପାତ୍ରାଦି ଓ ଆଜ୍ଞା ପ୍ରମାଣେ ଲେବୀୟ ଓ ଗାୟକ ଓ ଦ୍ଵାରପାଳମାନଙ୍କ ନିମନ୍ତେ ଦେୟ ଶସ୍ୟ, ଦ୍ରାକ୍ଷାରସ ଓ ତୈଳର ଦଶମାଂଶ; ଆଉ, ଯାଜକମାନଙ୍କ ନିମନ୍ତେ ଉତ୍ତୋଳନୀୟ ଉପହାର ରଖୁଥିଲେ। Gade chapit laଓଡିଆ ବାଇବେଲ5 ଇଲୀୟାଶୀବ ଟୋବୀୟ ନିମନ୍ତେ ଏକ ବୃହତ୍ କୋଠରି ପ୍ରସ୍ତୁତ କରିଥିଲା, ମାତ୍ର ପୂର୍ବେ ଲୋକମାନେ ସେହି ସ୍ଥାନରେ ଭକ୍ଷ୍ୟ-ନୈବେଦ୍ୟ, କୁନ୍ଦୁରୁ ଓ ପାତ୍ରାଦି ଓ ଆଜ୍ଞା ପ୍ରମାଣେ ଲେବୀୟ ଓ ଗାୟକ ଓ ଦ୍ୱାରପାଳମାନଙ୍କ ନିମନ୍ତେ ଦେୟ ଶସ୍ୟ, ଦ୍ରାକ୍ଷାରସ ଓ ତୈଳର ଦଶମାଂଶ; ଆଉ, ଯାଜକମାନଙ୍କ ନିମନ୍ତେ ଉତ୍ତୋଳନୀୟ ଉପହାର ରଖୁଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଇଲୀୟାଶୀବ ଟୋବୀୟ ନିମନ୍ତେ ଏକ ବୃହତ କୋଠରି ପ୍ରସ୍ତୁତ କରିଥିଲା, ମାତ୍ର ପୂର୍ବେ ଲୋକମାନେ ସେହି ସ୍ଥାନରେ ଭକ୍ଷ୍ୟ ନୈବେଦ୍ୟ, କୁନ୍ଦୁରୁ ଓ ପାତ୍ରାଦି ଓ ଆଜ୍ଞା ପ୍ରମାଣେ ଲେବୀୟ ଓ ଗାୟକ ଓ ଦ୍ୱାରପାଳମାନଙ୍କ ନିମନ୍ତେ ଦେୟ ଶସ୍ୟ, ଦ୍ରାକ୍ଷାରସ ଓ ତୈଳର ଦଶମାଂଶ; ଆଉ, ଯାଜକମାନଙ୍କ ନିମନ୍ତେ ଉତ୍ତୋଳନୀୟ ଉପହାର ରଖୁଥିଲେ। Gade chapit la |