ନିହିମୀୟା 13:7 - ପବିତ୍ର ବାଇବଲ7 ଏହା ପରେ ମୁଁ ଯିରୁଶାଲମକୁ ଫେରି ଆସିଲି ଏବଂ ଇଲିୟାଶୀବ୍, ଟୋବିୟ ନିମନ୍ତେ ପରମେଶ୍ୱରଙ୍କ ମନ୍ଦିରର ପ୍ରାଙ୍ଗଣରେ ଏକ କୋଠରୀ ପ୍ରସ୍ତୁତ କରି ଯେଉଁ ମନ୍ଦକର୍ମ କରିଥିଲା ତାହା ବିଷୟରେ ଶୁଣିଲି। Gade chapit laପବିତ୍ର ବାଇବଲ (Re-edited) - (BSI)7 ଏଉତ୍ତାରେ ମୁଁ ଯିରୂଶାଲମକୁ ଆସି ଇଲୀୟାଶୀବ୍, ଟୋବୀୟ ନିମନ୍ତେ ପରମେଶ୍ଵରଙ୍କ ଗୃହର ପ୍ରାଙ୍ଗଣରେ ଏକ କୋଠରି ପ୍ରସ୍ତୁତ କରି ଯେଉଁ ଅନିଷ୍ଟ କରିଥିଲା, ତାହା ବୁଝିଲି। ଣ Gade chapit laଓଡିଆ ବାଇବେଲ7 ଏଉତ୍ତାରେ ମୁଁ ଯିରୂଶାଲମକୁ ଆସି ଇଲୀୟାଶୀବ, ଟୋବୀୟ ନିମନ୍ତେ ପରମେଶ୍ୱରଙ୍କ ଗୃହର ପ୍ରାଙ୍ଗଣରେ ଏକ କୋଠରି ପ୍ରସ୍ତୁତ କରି ଯେଉଁ ଭୁଲ୍ କରିଥିଲା, ତାହା ବୁଝିଲି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଉତ୍ତାରେ ମୁଁ ଯିରୂଶାଲମକୁ ଆସି ଇଲୀୟାଶୀବ, ଟୋବୀୟ ନିମନ୍ତେ ପରମେଶ୍ୱରଙ୍କ ଗୃହର ପ୍ରାଙ୍ଗଣରେ ଏକ କୋଠରି ପ୍ରସ୍ତୁତ କରି ଯେଉଁ ଭୁଲ୍ କରିଥିଲା, ତାହା ବୁଝିଲି। Gade chapit la |
ଏହିସବୁ କର୍ମ ସମାପ୍ତ ହେଲା ପରେ, ଇସ୍ରାଏଲୀୟ ମୁଖ୍ୟମାନେ ଆମ୍ଭ ନିକଟକୁ ଆସିଲେ ଓ ସେମାନେ କହିଲେ, “ଏଜ୍ରା, ଇସ୍ରାଏଲର ଲୋକମାନେ, ଯାଜକମାନେ ଓ ଲେବୀୟମାନେ ଅନ୍ୟଦେଶୀ ଗୋଷ୍ଠୀୟମାନଙ୍କଠାରୁ ଆପଣାମାନଙ୍କୁ ପୃଥକ ନ କରି ସେମାନଙ୍କର ଅର୍ଥାତ୍ କିଣାନୀୟ, ହିତ୍ତୀୟ, ପିରିଷୀୟ, ଯିବୂଷୀୟ, ଅମ୍ମୋନୀୟ, ମୋୟାବୀୟ, ମିସ୍ରୀୟ ଓ ଇମୋରୀୟମାନଙ୍କର ଘୃଣାଯୋଗ୍ୟ କର୍ମ ଅନୁସାରେ କରୁଅଛନ୍ତି।