ନିହିମୀୟା 13:9 - ପବିତ୍ର ବାଇବଲ9 ଏହା ପରେ ମୁଁ ଆଜ୍ଞା କରିବାରୁ, ସେମାନେ କୋଠରୀସବୁକୁ ଶୁଚିକଲେ। ତେବେ ମୁଁ ସେଠାକୁ ପୁନର୍ବାର ପରମେଶ୍ୱରଙ୍କ ଗୃହର ପାତ୍ରାଦି ଓ ଶସ୍ୟ ନୈବେଦ୍ୟ ଓ କୁନ୍ଦୁରୁ ଆଣିଲି। Gade chapit laପବିତ୍ର ବାଇବଲ (Re-edited) - (BSI)9 ତହୁଁ ମୁଁ ଆଜ୍ଞା କରନ୍ତେ, ସେମାନେ କୋଠରିସବୁ ଶୁଚି କଲେ; ତେବେ ମୁଁ ସେଠାକୁ ପୁନର୍ବାର ପରମେଶ୍ଵରଙ୍କ ଗୃହର ପାତ୍ରାଦି ଓ ଭକ୍ଷ୍ୟ-ନୈବେଦ୍ୟ ଓ କୁନ୍ଦୁରୁ ଆଣିଲି। Gade chapit laଓଡିଆ ବାଇବେଲ9 ତହୁଁ ମୁଁ ଆଜ୍ଞା କରନ୍ତେ, ସେମାନେ କୋଠରିସବୁ ଶୁଚି କଲେ; ତେବେ ମୁଁ ସେଠାକୁ ପୁନର୍ବାର ପରମେଶ୍ୱରଙ୍କ ଗୃହର ପାତ୍ରାଦି ଓ ଭକ୍ଷ୍ୟ-ନୈବେଦ୍ୟ ଓ କୁନ୍ଦୁରୁ ଆଣିଲି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତହୁଁ ମୁଁ ଆଜ୍ଞା କରନ୍ତେ, ସେମାନେ କୋଠରିସବୁ ଶୁଚି କଲେ; ତେବେ ମୁଁ ସେଠାକୁ ପୁନର୍ବାର ପରମେଶ୍ୱରଙ୍କ ଗୃହର ପାତ୍ରାଦି ଓ ଭକ୍ଷ୍ୟ ନୈବେଦ୍ୟ ଓ କୁନ୍ଦୁରୁ ଆଣିଲି। Gade chapit la |