Biblia Todo Logo
Bib sou entènèt

- Piblisite -

ନିହିମୀୟା 2:16 - ପବିତ୍ର ବାଇବଲ

16 ମୁଁ କେଉଁ ଆଡ଼େ ଗଲି ଓ କ’ଣ କଲି ଶାସକଗଣ ତାହା ଜାଣି ପାରିଲେ ନାହିଁ। ଆଉ ମୁଁ ମଧ୍ୟ ଯିହୁଦୀୟମାନଙ୍କୁ, ଯାଜକମାନଙ୍କୁ, ମୁଖ୍ୟମାନଙ୍କୁ, ଅଧିକାରୀମାନଙ୍କୁ କି ଅନ୍ୟ କାହାରିକୁ ତାହା ଜଣାଇ ନ ଥିଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ମାତ୍ର ମୁଁ କେଉଁଆଡ଼େ ଗଲି ଓ କଅଣ କଲି, ଏହା ଅଧ୍ୟକ୍ଷମାନେ ଜାଣିଲେ ନାହିଁ; ଆଉ, ସେପର୍ଯ୍ୟନ୍ତ ମୁଁ ଯିହୁଦୀୟମାନଙ୍କୁ କି ଯାଜକମାନଙ୍କୁ କି କୁଳୀନମାନଙ୍କୁ କି ଅଧ୍ୟକ୍ଷମାନଙ୍କୁ କି ଅନ୍ୟ କର୍ମଚାରୀମାନଙ୍କୁ ତାହା ଜଣାଇ ନ ଥିଲି।

Gade chapit la Kopi

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ମାତ୍ର ମୁଁ କେଉଁଆଡ଼େ ଗଲି ଓ କଅଣ କଲି, ଏହା ଅଧ୍ୟକ୍ଷମାନେ ଜାଣିଲେ ନାହିଁ; ଆଉ, ସେପର୍ଯ୍ୟନ୍ତ ମୁଁ ଯିହୁଦୀୟମାନଙ୍କୁ କି ଯାଜକମାନଙ୍କୁ କି କୁଳୀନମାନଙ୍କୁ କି ଅଧ୍ୟକ୍ଷମାନଙ୍କୁ କି ଅନ୍ୟ କର୍ମଚାରୀମାନଙ୍କୁ ତାହା ଜଣାଇ ନ ଥିଲି।

Gade chapit la Kopi

ନିହିମୀୟା 2:16
4 Referans Kwoze  

ତେଣୁ ମୁଁ ଉପତ୍ୟକା ଉପରକୁ ଅନ୍ଧାରରେ ଚଢ଼ିଲି ଓ ପ୍ରାଚୀରକୁ ନିରୀକ୍ଷଣ କଲି ଏବଂ ଉପତ୍ୟକାର ଫାଟକ ଦେଇ ଫେରି ଆସିଲି।

ଏହା ପରେ ମୁଁ ସେମାନଙ୍କୁ କହିଲି, “ତୁମ୍ଭେମାନେ ଦେଖି ପାରୁଛ ଆମ୍ଭେମାନେ ଖରାପ ଅବସ୍ଥାରେ ଅଛୁ। ଯିରୁଶାଲମ କିପରି ଉଜାଡ଼ ହୋଇ ପଡ଼ିଛି ଏବଂ ଦ୍ୱାରସବୁ ଅଗ୍ନିରେ ଦ‌ଗ୍‌ଧ ହୋଇଅଛି। ନିନ୍ଦିତ ନ ହେବା ଆସ, ଆସ ପୁଣି ଥରେ ଯିରୁଶାଲମର ପ୍ରାଚୀରକୁ ପୁନଃନିର୍ମାଣ କରିବା।”

ପରମେଶ୍ୱର ଇସ୍ରାଏଲର ନେତାଗଣଙ୍କ ବିରୁଦ୍ଧରେ ହସ୍ତ ବିସ୍ତାର କଲେ ନାହିଁ। ସେମାନେ ସମସ୍ତେ ପରମେଶ୍ୱରଙ୍କୁ ଦର୍ଶନ କଲେ। ଏବଂ ସେମାନେ ଭୋଜନ ଓ ପାନ କଲେ।

ଚତୁର ଲୋକ ଜ୍ଞାନ ଆହରଣ କରେ। ମାତ୍ର ମୂର୍ଖମାନଙ୍କର ମନ ଅଜ୍ଞାନତା ପ୍ରକାଶ କରେ।

Swiv nou:

Piblisite

Piblisite