ନିହିମୀୟା 2:18 - ପବିତ୍ର ବାଇବଲ18 ମୁଁ ମଧ୍ୟ ସେହି ଲୋକମାନଙ୍କୁ ଜଣାଇ ଦେଲି ଯେ, ପରମେଶ୍ୱର ମୋ’ ଉପରେ ଦୟା କରିଛନ୍ତି ଏବଂ ଯାହା ମୋତେ ରାଜା କହିଥିଲେ, ମୁଁ ସେମାନଙ୍କୁ କହିଲି। ତା'ପରେ ସେହି ଲୋକମାନେ ଉତ୍ତର ଦେଲେ, “ତେବେ ଗ୍ଭଲ, ବର୍ତ୍ତମାନ ଆମ୍ଭେମାନେ କାର୍ଯ୍ୟ ଆରମ୍ଭ କରିବା।” ତେଣୁ ସେମାନେ ନିଜକୁ ଏହି ଉତ୍ତମ କାମରେ ନିୟୋଜନ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)18 ତହୁଁ ମୋʼ ପ୍ରତି ମୋର ପରମେଶ୍ଵରଙ୍କ ମଙ୍ଗଳମୟ ହସ୍ତ ବିଷୟ, ମଧ୍ୟ ମୋʼ ପ୍ରତି ଉକ୍ତ ରାଜାଙ୍କ କଥା ବିଷୟ ମୁଁ ସେମାନଙ୍କୁ ଜଣାଇଲି। ତହିଁରେ ସେମାନେ କହିଲେ, ଆସ, ଆମ୍ଭେମାନେ ଉଠି ନିର୍ମାଣ କରିବା। ଏହିରୂପେ ସେମାନେ ସେହି ଉତ୍ତମ କାର୍ଯ୍ୟ ନିମନ୍ତେ ଆପଣାମାନଙ୍କ ହସ୍ତ ସବଳ କଲେ। Gade chapit laଓଡିଆ ବାଇବେଲ18 ତହୁଁ ମୋ’ ପ୍ରତି ମୋର ପରମେଶ୍ୱରଙ୍କ ମଙ୍ଗଳମୟ ହସ୍ତ ବିଷୟ, ମଧ୍ୟ ମୋ’ ପ୍ରତି ଉକ୍ତ ରାଜାଙ୍କ କଥା ବିଷୟ ମୁଁ ସେମାନଙ୍କୁ ଜଣାଇଲି। ତହିଁରେ ସେମାନେ କହିଲେ, “ଆସ, ଆମ୍ଭେମାନେ ଉଠି ନିର୍ମାଣ କରିବା।” ଏହିରୂପେ ସେମାନେ ସେହି ଉତ୍ତମ କାର୍ଯ୍ୟ ନିମନ୍ତେ ଆପଣାମାନଙ୍କ ହସ୍ତ ସବଳ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତହୁଁ ମୋʼ ପ୍ରତି ମୋର ପରମେଶ୍ୱରଙ୍କ ମଙ୍ଗଳମୟ ହସ୍ତ ବିଷୟ, ମଧ୍ୟ ମୋʼ ପ୍ରତି ଉକ୍ତ ରାଜାଙ୍କ କଥା ବିଷୟ ମୁଁ ସେମାନଙ୍କୁ ଜଣାଇଲି। ତହିଁରେ ସେମାନେ କହିଲେ, “ଆସ, ଆମ୍ଭେମାନେ ଉଠି ନିର୍ମାଣ କରିବା।” ଏହିରୂପେ ସେମାନେ ସେହି ଉତ୍ତମ କାର୍ଯ୍ୟ ନିମନ୍ତେ ଆପଣାମାନଙ୍କ ହସ୍ତ ସବଳ କଲେ। Gade chapit la |