Biblia Todo Logo
Bib sou entènèt

- Piblisite -




ନିହିମୀୟା 2:2 - ପବିତ୍ର ବାଇବଲ

2 ଏଥିରେ ରାଜା ମୋତେ ପଗ୍ଭରିଲେ, “ତୁମ୍ଭେ କ’ଣ ପୀଡ଼ିତ? ତୁମ୍ଭେ କାହିଁକି ଦୁଃଖିତ ଜଣା ପଡ଼ୁଛ? ମୁଁ ଭାବୁଛି ତୁମ୍ଭର ହୃଦୟ ଦୁଃଖପୂର୍ଣ୍ଣ ଅଛି।” ଏହା ପରେ ମୁଁ ଭୟ କଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଏଥିରେ ରାଜା ମୋତେ ପଚାରିଲେ, ତୁମ୍ଭେ ତ ପୀଡ଼ିତ ହୋଇ ନାହଁ, କାହିଁକି ତୁମ୍ଭର ମୁଖ ବିବର୍ଣ୍ଣ ହୋଇଅଛି? ଏହା ମନର ଦୁଃଖ ବିନୁ ଆଉ କିଛି ନୁହେଁ। ତହିଁରେ ମୁଁ ଅତିଶୟ ଭୀତ ହେଲି।

Gade chapit la Kopi

ଓଡିଆ ବାଇବେଲ

2 ଏଥିରେ ରାଜା ମୋତେ ପଚାରିଲେ, “ତୁମ୍ଭେ ତ ପୀଡ଼ିତ ହୋଇ ନାହଁ, କାହିଁକି ତୁମ୍ଭର ମୁଖ ବିବର୍ଣ୍ଣ ହୋଇଅଛି ? ଏହା ମନର ଦୁଃଖ ବିନୁ ଆଉ କିଛି ନୁହେଁ।” ତହିଁରେ ମୁଁ ଅତିଶୟ ଭୀତ ହେଲି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଏଥିରେ ରାଜା ମୋତେ ପଚାରିଲେ, “ତୁମ୍ଭେ ତ ପୀଡ଼ିତ ହୋଇ ନାହଁ, କାହିଁକି ତୁମ୍ଭର ମୁଖ ବିବର୍ଣ୍ଣ ହୋଇଅଛି? ଏହା ମନର ଦୁଃଖ ବିନୁ ଆଉ କିଛି ନୁହେଁ।” ତହିଁରେ ମୁଁ ଅତିଶୟ ଭୀତ ହେଲି।

Gade chapit la Kopi




ନିହିମୀୟା 2:2
3 Referans Kwoze  

ଗୋଟିଏ ଆନନ୍ଦିତ ହୃଦୟ ମୁଖକୁ ପ୍ରଫୁଲ୍ଲ କରେ। କିନ୍ତୁ ହୃଦୟର ଦୁଃଖ ସହିତ, ଆତ୍ମା ଦୁଃଖୀ ହେବ ଏବଂ ଭାଙ୍ଗି ଯାଏ।


ଯେଉଁମାନେ କାରାଗାରରେ ଥିଲେ, ଯୋଷେଫ ଫାରୋଙ୍କର ସେବକମାନଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ କାହିଁକି ଆଜି ଭାରି ଚିନ୍ତିତ ଦେଖାଯାଉଛ?”


ଆଶା ସିଦ୍ଧିର ବିଳମ୍ବ ମନର ପୀଡ଼ାଜନକ, ମାତ୍ର ବାଞ୍ଛାର ସିଦ୍ଧିଜୀବନ ବୃକ୍ଷ ସ୍ୱରୂପ।


Swiv nou:

Piblisite


Piblisite