ନିହିମୀୟା 2:4 - ପବିତ୍ର ବାଇବଲ4 ଏହା ପରେ ରାଜା ମୋତେ କହିଲେ, “ମୋ’ ନିକଟରୁ କ’ଣ ସାହାଯ୍ୟ ତୁମ୍ଭେ ଗ୍ଭହଁ?” ମୁଁ ଉତ୍ତର ଦେବା ପୂର୍ବରୁ ସ୍ୱର୍ଗସ୍ଥ ପରମେଶ୍ୱରଙ୍କୁ ପ୍ରାର୍ଥନା କଲି। Gade chapit laପବିତ୍ର ବାଇବଲ (Re-edited) - (BSI)4 ଏଥିରେ ରାଜା ମୋତେ କହିଲେ, ତେବେ ତୁମ୍ଭେ କି ବିଷୟରେ ନିବେଦନ କରୁଅଛ? ତହୁଁ ମୁଁ ସ୍ଵର୍ଗସ୍ଥ ପରମେଶ୍ଵରଙ୍କ ନିକଟରେ ପ୍ରାର୍ଥନା କଲି। Gade chapit laଓଡିଆ ବାଇବେଲ4 ଏଥିରେ ରାଜା ମୋତେ କହିଲେ, “ତେବେ ତୁମ୍ଭେ କି ବିଷୟରେ ନିବେଦନ କରୁଅଛ ?” ତହୁଁ ମୁଁ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏଥିରେ ରାଜା ମୋତେ କହିଲେ, “ତେବେ ତୁମ୍ଭେ କି ବିଷୟରେ ନିବେଦନ କରୁଅଛ?” ତହୁଁ ମୁଁ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲି। Gade chapit la |