Biblia Todo Logo
Bib sou entènèt

- Piblisite -




ନିହିମୀୟା 2:7 - ପବିତ୍ର ବାଇବଲ

7 ମୁଁ ମଧ୍ୟ ରାଜାଙ୍କୁ କହିଲି, “ଯଦି ମହାରାଜାଙ୍କର ସନ୍ତୋଷ ହୁଏ, ତେବେ ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷମାନେ ଯେପରି ଯିହୁଦା ଦେଶରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଯାତ୍ରା କରିବା ପାଇଁ ମୋତେ ଛାଡ଼ିଦିଅନ୍ତି ଏଥିପାଇଁ ସେମାନଙ୍କ ନିକଟକୁ ମୋ’ ହାତରେ ପତ୍ର ପଠାନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଆହୁରି, ମୁଁ ରାଜାଙ୍କୁ କହିଲି, ଯେବେ ମହାରାଜଙ୍କର ସନ୍ତୋଷ ହୁଏ, ତେବେ ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ-ମାନେ ଯେପରି ଯିହୁଦା ଦେଶରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଯାତ୍ରା କରିବା ପାଇଁ ମୋତେ ଛାଡ଼ି ଦିଅନ୍ତି, ଏଥିପାଇଁ ସେମାନଙ୍କ ନିକଟକୁ ମୋତେ ପତ୍ର ଦିଆଯାଉ;

Gade chapit la Kopi

ଓଡିଆ ବାଇବେଲ

7 ଆହୁରି, ମୁଁ ରାଜାଙ୍କୁ କହିଲି, “ଯେବେ ମହାରାଜଙ୍କର ସନ୍ତୋଷ ହୁଏ, ତେବେ ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷମାନେ ଯେପରି ଯିହୁଦା ଦେଶରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଯାତ୍ରା କରିବା ପାଇଁ ମୋତେ ଛାଡ଼ି ଦିଅନ୍ତି, ଏଥିପାଇଁ ସେମାନଙ୍କ ନିକଟକୁ ମୋତେ ପତ୍ର ଦିଆଯାଉ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆହୁରି, ମୁଁ ରାଜାଙ୍କୁ କହିଲି, “ଯେବେ ମହାରାଜଙ୍କର ସନ୍ତୋଷ ହୁଏ, ତେବେ ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷମାନେ ଯେପରି ଯିହୁଦା ଦେଶରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଯାତ୍ରା କରିବା ପାଇଁ ମୋତେ ଛାଡ଼ି ଦିଅନ୍ତି, ଏଥିପାଇଁ ସେମାନଙ୍କ ନିକଟକୁ ମୋତେ ପତ୍ର ଦିଆଯାଉ;

Gade chapit la Kopi




ନିହିମୀୟା 2:7
6 Referans Kwoze  

ଆଉ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ବ୍ୟବସ୍ଥା ଅଧ୍ୟାପକ ଏଜ୍ରା ଯାଜକ ତୁମ୍ଭମାନଙ୍କଠାରୁ ଯାହା ଯାହା ଲୋଡ଼ିବ।


ତେଣୁ ମୁଁ ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷଙ୍କ ନିକଟକୁ ଗଲି। ତାଙ୍କ ନିକଟରେ ଉପସ୍ଥିତ ହୋଇ ତାଙ୍କୁ ରାଜାଙ୍କର ପ୍ରଦତ୍ତ ପତ୍ର ଦେଲି। ତେଣୁ ଦେଶାଧ୍ୟକ୍ଷ ମୋ’ ସହିତ ସେନାପତି ଓ ଅଶ୍ୱାରୋହୀମାନଙ୍କୁ ପଠାଇଲେ।


ଏହା ପରେ ସେମାନେ ନଦୀ ସେପାରିସ୍ଥ ରାଜ ପ୍ରତିନିଧିମାନଙ୍କୁ ଓ ଦେଶାଧ୍ୟକ୍ଷମାନଙ୍କୁ ରାଜାଜ୍ଞାପତ୍ର ସମର୍ପଣ କଲେ। ତହିଁରେ ସେମାନେ ଲୋକମାନଙ୍କର ଓ ପରମେଶ୍ୱରଙ୍କ ଗୃହ କାର୍ଯ୍ୟରେ ସାହାଯ୍ୟ କଲେ।


ଏଣୁ ହେ ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ଏବଂ ଶଥର ବୋଷଣୟ, ତୁମ୍ଭେମାନେ ଓ ତୁମ୍ଭମାନଙ୍କ ସାଥୀ ଅଧିକାରୀଗଣ ନଦୀ ସେପାରିସ୍ଥ ତା'ଠାରୁ ଦୂରରେ ରୁହ।


କାରଣ ପଥ ମଧ୍ୟରେ ଶତ୍ରୁ ବିରୁଦ୍ଧରେ ଆମ୍ଭମାନଙ୍କୁ ସାହାଯ୍ୟ କରିବା ପାଇଁ ରାଜାଙ୍କୁ ଏକଦଳ ସୈନ୍ୟ ଓ ଅଶ୍ୱାରୋହୀ ମାଗିବାକୁ ମୁଁ ଲଜ୍ଜା ବୋଧ କଲି। ମୁଁ ରାଜାଙ୍କୁ ଏହି କଥା କହିଲି, ଯେଉଁମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କୁ ଭରସା କରନ୍ତି, “ସେମାନଙ୍କର ମଙ୍ଗଳ ପାଇଁ ସେମାନଙ୍କ ପ୍ରତି ତାଙ୍କର ସହାୟତା ଅଛି। ମାତ୍ର ଯେଉଁମାନେ ତାହାଙ୍କୁ ପରିତ୍ୟାଗ କରନ୍ତି, ତାଙ୍କର ଶକ୍ତି ଓ କ୍ରୋଧ ସେମାନଙ୍କର ବିରୁଦ୍ଧରେ ଥାଏ।”


ଗିବିୟୋନୀୟରୁ ମଲାଟିୟ ଓ ମରୋଣୋଥୀୟରୁ ଯାଦୋନ ସେମାନଙ୍କର ପାର୍ଶ୍ୱ ପ୍ରାଚୀରକୁ ମରାମତି କଲେ। ସେହି ଲୋକମାନେ ଗିବିୟୋନ ଓ ମି‌‌‌‌ସ୍‌‌‌‌ପାରୁ ଥିଲେ। ସେମାନେ ନଦୀର ପଶ୍ଚିମାଞ୍ଚଳ ରାଜ୍ୟପାଳ ଦ୍ୱାରା ଶାସିତ ହେଲେ।


Swiv nou:

Piblisite


Piblisite