Biblia Todo Logo
Bib sou entènèt

- Piblisite -




ନିହିମୀୟା 2:9 - ପବିତ୍ର ବାଇବଲ

9 ତେଣୁ ମୁଁ ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷଙ୍କ ନିକଟକୁ ଗଲି। ତାଙ୍କ ନିକଟରେ ଉପସ୍ଥିତ ହୋଇ ତାଙ୍କୁ ରାଜାଙ୍କର ପ୍ରଦତ୍ତ ପତ୍ର ଦେଲି। ତେଣୁ ଦେଶାଧ୍ୟକ୍ଷ ମୋ’ ସହିତ ସେନାପତି ଓ ଅଶ୍ୱାରୋହୀମାନଙ୍କୁ ପଠାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଏଉତ୍ତାରେ ମୁଁ ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷମାନଙ୍କ ନିକଟରେ ଉପସ୍ଥିତ ହୋଇ ସେମାନଙ୍କୁ ରାଜାଙ୍କ ପତ୍ର ଦେଲି। ଆହୁରି, ରାଜା ମୋʼ ସଙ୍ଗେ ସେନାପତି ଓ ଅଶ୍ଵାରୋହୀ-ମାନଙ୍କୁ ପଠାଇଥିଲେ।

Gade chapit la Kopi

ଓଡିଆ ବାଇବେଲ

9 ଏହାପରେ ମୁଁ ନଦୀ ସେପାରିର ଦେଶାଧ୍ୟକ୍ଷମାନଙ୍କ ନିକଟରେ ଉପସ୍ଥିତ ହୋଇ ସେମାନଙ୍କୁ ରାଜାଙ୍କ ପତ୍ର ଦେଲି। ଆହୁରି, ରାଜା ମୋ’ ସଙ୍ଗେ ସେନାପତି ଓ ଅଶ୍ୱାରୋହୀମାନଙ୍କୁ ପଠାଇଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏହାପରେ ମୁଁ ନଦୀ ସେପାରିର ଦେଶାଧ୍ୟକ୍ଷମାନଙ୍କ ନିକଟରେ ଉପସ୍ଥିତ ହୋଇ ସେମାନଙ୍କୁ ରାଜାଙ୍କ ପତ୍ର ଦେଲି। ଆହୁରି, ରାଜା ମୋʼ ସଙ୍ଗେ ସେନାପତି ଓ ଅଶ୍ୱାରୋହୀମାନଙ୍କୁ ପଠାଇଥିଲେ।

Gade chapit la Kopi




ନିହିମୀୟା 2:9
2 Referans Kwoze  

କାରଣ ପଥ ମଧ୍ୟରେ ଶତ୍ରୁ ବିରୁଦ୍ଧରେ ଆମ୍ଭମାନଙ୍କୁ ସାହାଯ୍ୟ କରିବା ପାଇଁ ରାଜାଙ୍କୁ ଏକଦଳ ସୈନ୍ୟ ଓ ଅଶ୍ୱାରୋହୀ ମାଗିବାକୁ ମୁଁ ଲଜ୍ଜା ବୋଧ କଲି। ମୁଁ ରାଜାଙ୍କୁ ଏହି କଥା କହିଲି, ଯେଉଁମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କୁ ଭରସା କରନ୍ତି, “ସେମାନଙ୍କର ମଙ୍ଗଳ ପାଇଁ ସେମାନଙ୍କ ପ୍ରତି ତାଙ୍କର ସହାୟତା ଅଛି। ମାତ୍ର ଯେଉଁମାନେ ତାହାଙ୍କୁ ପରିତ୍ୟାଗ କରନ୍ତି, ତାଙ୍କର ଶକ୍ତି ଓ କ୍ରୋଧ ସେମାନଙ୍କର ବିରୁଦ୍ଧରେ ଥାଏ।”


ମୁଁ ମଧ୍ୟ ରାଜାଙ୍କୁ କହିଲି, “ଯଦି ମହାରାଜାଙ୍କର ସନ୍ତୋଷ ହୁଏ, ତେବେ ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷମାନେ ଯେପରି ଯିହୁଦା ଦେଶରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଯାତ୍ରା କରିବା ପାଇଁ ମୋତେ ଛାଡ଼ିଦିଅନ୍ତି ଏଥିପାଇଁ ସେମାନଙ୍କ ନିକଟକୁ ମୋ’ ହାତରେ ପତ୍ର ପଠାନ୍ତୁ।


Swiv nou:

Piblisite


Piblisite