ନିହିମୀୟା 3:15 - ପବିତ୍ର ବାଇବଲ15 ମିସ୍ପା ପ୍ରଦେଶର ଶାସକ କଲ୍ହୋଷିର ପୁତ୍ର ଶଲ୍ଲୁନ୍ ଝର ଦ୍ୱାରର ଭଗ୍ନାଂଶ ଲଗାଇଲେ। ଏବଂ ତାର କବ୍ଜା, ଢାଲ, ଅର୍ଗଳସବୁ ଲଗାଇଲା। ଦାଉଦ ନଗରରୁ ତଳକୁ ଯିବା ପାବଛ ପର୍ଯ୍ୟନ୍ତ ସେ ରାଜାଙ୍କର ରାଜୋଦ୍ୟାନ ଓ ଶେଲା ପୁଷ୍କରୀଣୀ ପ୍ରାଚୀର ମରାମତି କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)15 ପୁଣି, ମିସ୍ପା ପ୍ରଦେଶର ଅଧ୍ୟକ୍ଷ କଲ୍ହୋଷିର ପୁତ୍ର ଶଲ୍ଲୁନ୍ ନିର୍ଝରଦ୍ଵାରର ଜୀର୍ଣ୍ଣସଂସ୍କାର କଲା; ସେ ତାହା ଗଢ଼ି ଆଚ୍ଛାଦନ କଲା ଓ ତହିଁର କବାଟ, ହୁଡ଼ୁକା ଓ ଅର୍ଗଳସବୁ ଲଗାଇଲା, ପୁଣି ଦାଉଦ-ନଗରରୁ ତଳକୁ ଯିବା ପାବଚ୍ଛ ପର୍ଯ୍ୟନ୍ତ ରାଜାଙ୍କର ଉଦ୍ୟାନ ନିକଟସ୍ଥ ଶେଲା ପୁଷ୍କରିଣୀ-ପ୍ରାଚୀର (ଜୀର୍ଣ୍ଣସଂସ୍କାର କଲା)। Gade chapit laଓଡିଆ ବାଇବେଲ15 ପୁଣି, ମିସ୍ପା ପ୍ରଦେଶର ଅଧ୍ୟକ୍ଷ କଲ୍ହୋଷିର ପୁତ୍ର ଶଲ୍ଲୁନ୍ ନିର୍ଝର ଦ୍ୱାରର ମରାମତି କଲା; ସେ ତାହା ଗଢ଼ି ଆଚ୍ଛାଦନ କଲା ଓ ତହିଁର କବାଟ, କିଳିଣୀ ଓ ଅର୍ଗଳସବୁ ଲଗାଇଲା, ପୁଣି ଦାଉଦ-ନଗରରୁ ତଳକୁ ଯିବା ପାହାଚ ପର୍ଯ୍ୟନ୍ତ ରାଜାଙ୍କର ଉଦ୍ୟାନ ନିକଟସ୍ଥ ଶେଲା ପୁଷ୍କରିଣୀ-ପ୍ରାଚୀର (ମରାମତି କଲା)। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପୁଣି, ମିସ୍ପା ପ୍ରଦେଶର ଅଧ୍ୟକ୍ଷ କଲ୍ହୋଷିର ପୁତ୍ର ଶଲ୍ଲୁନ୍ ନିର୍ଝର ଦ୍ୱାରର ମରାମତି କଲା; ସେ ତାହା ଗଢ଼ି ଆଚ୍ଛାଦନ କଲା ଓ ତହିଁର କବାଟ, କିଳିଣୀ ଓ ଅର୍ଗଳସବୁ ଲଗାଇଲା, ପୁଣି ଦାଉଦ-ନଗରରୁ ତଳକୁ ଯିବା ପାହାଚ ପର୍ଯ୍ୟନ୍ତ ରାଜାଙ୍କର ଉଦ୍ୟାନ ନିକଟସ୍ଥ ଶେଲା ପୁଷ୍କରିଣୀ-ପ୍ରାଚୀର (ମରାମତି କଲା)। Gade chapit la |