ନିହିମୀୟା 3:17 - ପବିତ୍ର ବାଇବଲ17 ତାର ନିକଟକୁ ଲେବୀୟ ପରିବାରବର୍ଗର, ବାନିର ପୁତ୍ର ରହୂମ୍ ଭଗ୍ନ ଅଂଶ ମରାମତି କଲା। ତା'ପରେ ଅର୍ଦ୍ଧ କିୟୀଲା ପ୍ରଦେଶର ଅଧ୍ୟକ୍ଷ ହଶବିୟ ମରାମତି କଲେ। ତାଙ୍କ ପ୍ରଦେଶ ତରଫରୁ ସେ ମରାମତି କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)17 ତାହା ନିକଟରେ ଲେବୀୟମାନେ, ଅର୍ଥାତ୍, ବାନିର ପୁତ୍ର ରହୂମ୍ ଜୀର୍ଣ୍ଣସଂସ୍କାର କଲା। ତାହା ନିକଟରେ କିୟୀଲା ପ୍ରଦେଶର ଅର୍ଦ୍ଧଭାଗର ଅଧ୍ୟକ୍ଷ ହଶବୀୟ ଆପଣା ପ୍ରଦେଶ ପକ୍ଷରେ ଜୀର୍ଣ୍ଣସଂସ୍କାର କଲା। Gade chapit laଓଡିଆ ବାଇବେଲ17 ତାହା ନିକଟରେ ଲେବୀୟମାନେ, ଅର୍ଥାତ୍, ବାନିର ପୁତ୍ର ରହୂମ୍ ମରାମତି କଲା। ତାହା ନିକଟରେ କିୟୀଲା ଜିଲ୍ଲାର ଅର୍ଦ୍ଧଭାଗର ଅଧ୍ୟକ୍ଷ ହଶବୀୟ ଆପଣା ପ୍ରଦେଶ ପକ୍ଷରେ ମରାମତି କଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତାହା ନିକଟରେ ଲେବୀୟମାନେ, ଅର୍ଥାତ୍, ବାନିର ପୁତ୍ର ରହୂମ୍ ମରାମତି କଲା। ତାହା ନିକଟରେ କିୟୀଲା ଜିଲ୍ଲାର ଅର୍ଦ୍ଧଭାଗର ଅଧ୍ୟକ୍ଷ ହଶବୀୟ ଆପଣା ପ୍ରଦେଶ ପକ୍ଷରେ ମରାମତି କଲା। Gade chapit la |