ନିହିମୀୟା 3:21 - ପବିତ୍ର ବାଇବଲ21 ତା'ପରକୁ ହକ୍କୋସର ପୌତ୍ର ଊରିୟର ପୁତ୍ର ମରେମୋତ୍ ଇଲିୟାଶୀବର ଗୃହଦ୍ୱାରଠାରୁ ଇଲିୟାଶୀବର ଗୃହ ପ୍ରାନ୍ତ ପର୍ଯ୍ୟନ୍ତ ଅନ୍ୟ ଏକ ଭଗ୍ନ ଅଂଶ ଗଠନ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)21 ତାହା ଉତ୍ତାରେ ହକକୋସର ପୌତ୍ର ଊରୀୟର ପୁତ୍ର ମରେମୋତ୍ ଇଲିୟାଶୀବର ଗୃହଦ୍ଵାରଠାରୁ ଇଲୀୟାଶୀବର ଗୃହପ୍ରା; ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ଜୀର୍ଣ୍ଣସଂସ୍କାର କଲା। Gade chapit laଓଡିଆ ବାଇବେଲ21 ତତ୍ପରେ ହକ୍କୋସ୍ର ପୌତ୍ର ଊରୀୟର ପୁତ୍ର ମରେମୋତ୍ ଇଲିୟାଶୀବର ଗୃହ ଦ୍ୱାରଠାରୁ ଇଲୀୟାଶୀବର ଗୃହପ୍ରାନ୍ତ ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ମରାମତି କଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତତ୍ପରେ ହକ୍କୋସ୍ର ପୌତ୍ର ଊରୀୟର ପୁତ୍ର ମରେମୋତ୍ ଇଲିୟାଶୀବ୍ର ଗୃହ ଦ୍ୱାରଠାରୁ ଇଲୀୟାଶୀବର ଗୃହପ୍ରାନ୍ତ ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ମରାମତି କଲା। Gade chapit la |