Biblia Todo Logo
Bib sou entènèt

- Piblisite -




ନିହିମୀୟା 3:24 - ପବିତ୍ର ବାଇବଲ

24 ତା'ପରକୁ ହେନାଦଦର ପୁତ୍ର ବେନ୍ନୁୟୀ ଅସରିୟର ଗୃହଠାରୁ ପ୍ରାଚୀର ବାଙ୍କ ଓ କୋଣ ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ଜୀର୍ଣ୍ଣ ପ୍ରାଚୀର ଗଠନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ତାହା ଉତ୍ତାରେ ହେନାଦଦ୍ର ପୁତ୍ର ବିନ୍ନୁୟି ଅସରୀୟର ଗୃହଠାରୁ ପ୍ରାଚୀରର ବାଙ୍କ ଓ କୋଣ ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ଜୀର୍ଣ୍ଣସଂସ୍କାର କଲା।

Gade chapit la Kopi

ଓଡିଆ ବାଇବେଲ

24 ହେନାଦଦ୍‍ର ପୁତ୍ର ବିନ୍ନୁୟି ଅସରୀୟର ଗୃହଠାରୁ ପ୍ରାଚୀରର ବାଙ୍କ ଓ କୋଣ ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ମରାମତି କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ହେନାଦଦ୍‍ର ପୁତ୍ର ବିନ୍ନୁୟି ଅସରୀୟର ଗୃହଠାରୁ ପ୍ରାଚୀରର ବାଙ୍କ ଓ କୋଣ ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ମରାମତି କଲା।

Gade chapit la Kopi




ନିହିମୀୟା 3:24
7 Referans Kwoze  

ତାହା ନିକଟରେ ମି‌‌‌‌ସ୍‌‌‌‌ପାର ଅଧ୍ୟକ୍ଷ ଯେଶୂୟର ପୁତ୍ର ଏସର୍ ପ୍ରାଚୀରର ବାଙ୍କ ନିକଟସ୍ଥ ଅସ୍ତ୍ରାଗାରର ଉଠାଣୀ ପଥ ସମ୍ମୁଖରେ ଅନ୍ୟ ଏକ ଭଗ୍ନା ଅଂଶ ଗଠନ କଲେ।


ଲେବୀୟଗଣ ଯଥା: ଅସନିୟର ପୁତ୍ର ଯେଶୂୟ, ହେନାଦଦର ସନ୍ତାନଗଣ ମଧ୍ୟରୁ ବିନ୍ନୁୟି ଓ କ‌‌‌‌‌ଦ୍‌‌‌‌‌ମିୟେଲ୍।


ତା'ପରେ ତକୋୟୀୟମାନେ ବାହାରସ୍ଥ ବଡ଼ ଦୁର୍ଗ ସମ୍ମୁଖରୁ ଓଫଲର ପ୍ରାଚୀର ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ଭଗ୍ନ ଅଂଶ ଗଠନ କଲେ।


ହାରିମର ପୁତ୍ର ମ‌‌‌‌ଲ୍‌‌‌‌‌‌‌କିୟ ଓ ପହତ୍-ମୋୟାବର ପୁତ୍ର ହଶୂବ୍ ଅନ୍ୟ ଏକ ଅଂଶ ଓ ତୁନ୍ଦୁରୁ-ଦୁର୍ଗ ଗଠନ କଲା।


ସେମାନଙ୍କ ପରେ ବିନ୍ୟାମୀନ ଓ ହଶୂବ୍ ସେମାନଙ୍କ ଆପଣାମାନଙ୍କ ଗୃହଗୁଡ଼ିକ ସମ୍ମୁଖରେ ଭଗ୍ନ ଅଂଶ ମରାମତି କଲେ। ସେମାନଙ୍କ ପରେ ଅନନିୟର ପୁତ୍ର ମାସେୟ, ମାସେୟର ପୁତ୍ର ଅସରିୟ ଆପଣା ଗୃହ ନିକଟରେ ଜୀର୍ଣ୍ଣ ପ୍ରାଚୀର ମରାମତି କଲେ।


ସେତେବେଳେ ଯୋଶୂୟ, ତାହାର ପୁତ୍ର ଓ ଭାତୃଗଣ, କ‌‌‌‌‌ଦ୍‌‌‌‌‌ମୀୟେଲ ଓ ତା'ର ପୁତ୍ରଗଣ ଯିହୁଦାର ପୁତ୍ରଗଣ ପରମେଶ୍ୱରଙ୍କ ମନ୍ଦିରରେ କର୍ମକାରୀମାନଙ୍କ ତତ୍ତ୍ୱାବଧାରଣରେ ଭାରପ୍ରାପ୍ତ ହେବା ପାଇଁ ଏକତ୍ର ଠିଆ ହେଲେ। ହେନାଦଦର ପୁତ୍ରଗଣ ସେମାନଙ୍କର ପୁତ୍ର ଓ ଭାତୃଗଣ ଏ ସମସ୍ତେ ଲେବୀୟ ଥିଲେ।


ସେମାନଙ୍କର ଭାତୃଗଣ, ଶବନିୟ, ହୋଦିୟ, କଲିଟ୍, ପଲାୟ, ହାନନ୍,


Swiv nou:

Piblisite


Piblisite