ନିହିମୀୟା 3:25 - ପବିତ୍ର ବାଇବଲ25 ଉଷୟର ପୁତ୍ର ପାଲାଲ୍ ପ୍ରାଚୀରର ବାଙ୍କ ସମ୍ମୁଖରେ ପ୍ରହରୀ ଶାଳାର ନିକଟସ୍ଥ ଉଚ୍ଚତର ରାଜଗୃହ ସମୀପରେ ବାହାର ଦୁର୍ଗ ପାଖରେ ଜୀର୍ଣ୍ଣ ପ୍ରାଚୀର ଗଠନ କଲେ। ତାହାପରେ ପରିୟୋଶର ପୁତ୍ର ପଦାୟ ଜୀର୍ଣ୍ଣ ପ୍ରାଚୀର ଗଠନ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)25 ଉଷୟର ପୁତ୍ର ପାଲାଲ୍ ପ୍ରାଚୀରର ବାଙ୍କ ସମ୍ମୁଖରେ ପ୍ରହରୀଶାଳାର ନିକଟସ୍ଥ ଉଚ୍ଚତର ରାଜଗୃହ ସମୀପରେ ବାହାର ଦୁର୍ଗ ପାଖରେ ଜୀର୍ଣ୍ଣସଂସ୍କାର କଲା। ତାହା ଉତ୍ତାରେ ପରୀୟୋଶର ପୁତ୍ର ପଦାୟ ଜୀର୍ଣ୍ଣସଂସ୍କାର କଲା। Gade chapit laଓଡିଆ ବାଇବେଲ25 ଉଷୟର ପୁତ୍ର ପାଲାଲ୍ ପ୍ରାଚୀରର ବାଙ୍କ ସମ୍ମୁଖରେ ପ୍ରହରୀଶାଳାର ନିକଟସ୍ଥ ଉଚ୍ଚତର ରାଜଗୃହ ସମୀପରେ ବାହାର ଦୁର୍ଗ ପାଖରେ ମରାମତି କଲା। ତାହାଙ୍କ ପରେ ପରିୟୋଶର ପୁତ୍ର ପଦାୟ ମରାମତି କଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଉଷୟର ପୁତ୍ର ପାଲାଲ୍ ପ୍ରାଚୀରର ବାଙ୍କ ସମ୍ମୁଖରେ ପ୍ରହରୀଶାଳାର ନିକଟସ୍ଥ ଉଚ୍ଚତର ରାଜଗୃହ ସମୀପରେ ବାହାର ଦୁର୍ଗ ପାଖରେ ମରାମତି କଲା। ତାହାଙ୍କ ପରେ ପରିୟୋଶର ପୁତ୍ର ପଦାୟ ମରାମତି କଲା। Gade chapit la |