ନିହିମୀୟା 3:3 - ପବିତ୍ର ବାଇବଲ3 ହସନାୟାର ପୁତ୍ରମାନେ ମତ୍ସ୍ୟଦ୍ୱାର ଗଠନ କଲେ। ସେମାନେ ତାର କଡ଼ି ଚଢ଼ାଇଲେ, ତା'ର କବାଟ, ହୁଡ଼ୁକା ଓ ଅର୍ଗଳସବୁ ଲଗାଇଲେ। Gade chapit laପବିତ୍ର ବାଇବଲ (Re-edited) - (BSI)3 ଆଉ, ହସନାୟାର ସନ୍ତାନଗଣ ମତ୍ସ୍ୟଦ୍ଵାର ଗଢ଼ିଲେ; ସେମାନେ ତହିଁର କଡ଼ି ଚଢ଼ାଇଲେ ଓ ତହିଁର କବାଟ ଓ ହୁଡ଼ୁକା ଓ ଅର୍ଗଳସବୁ ଲଗାଇଲେ। Gade chapit laଓଡିଆ ବାଇବେଲ3 ହସନାୟାର ସନ୍ତାନଗଣ ମତ୍ସ୍ୟଦ୍ୱାର ଗଢ଼ିଲେ; ସେମାନେ ତହିଁର କଡ଼ି ଚଢ଼ାଇଲେ ଓ ତହିଁର କବାଟ ଓ କିଳିଣୀ ଓ ଅର୍ଗଳସବୁ ଲଗାଇଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆଉ, ହସନାୟାର ସନ୍ତାନଗଣ ମତ୍ସ୍ୟଦ୍ୱାର ଗଢ଼ିଲେ; ସେମାନେ ତହିଁର କଡ଼ି ଚଢ଼ାଇଲେ ଓ ତହିଁର କବାଟ ଓ କିଳିଣୀ ଓ ଅର୍ଗଳସବୁ ଲଗାଇଲେ। Gade chapit la |
ଏହି ସମସ୍ତ ଘଟିଲା ପରେ, ମନଃଶି ଦାଉଦଙ୍କ ନଗର ବାହାରେ ଏକ ପ୍ରାଚୀର ନିର୍ମାଣ କଲେ। ଏହି ପ୍ରାଚୀର ଉପତ୍ୟକାରେ ଥିଲା ଏବଂ ଗୀହୋନ ଝରଣାର ପଶ୍ଚିମ ପାର୍ଶ୍ୱରୁ ମତ୍ସ୍ୟ ଦ୍ୱାରର ପ୍ରବେଶ ପଥ ପର୍ଯ୍ୟନ୍ତ, ଓଫଲ ପର୍ବତର ଚତୁର୍ଦ୍ଦିଗରେ ବେଷ୍ଟନ କରି ରହିଥିଲା। ସେ ସେହି ପ୍ରାଚୀରକୁ ଅତି ଉଚ୍ଚ କଲେ। ଏହା ପରେ ଯିହୁଦାର ସବୁ ଦୁର୍ଗଗୁଡ଼ିକରେ ପଦାଧିକାରୀମାନଙ୍କୁ ସ୍ଥାପନ କଲେ।