Biblia Todo Logo
Bib sou entènèt

- Piblisite -




ନିହିମୀୟା 3:8 - ପବିତ୍ର ବାଇବଲ

8 ହର୍ହୟର ପୁତ୍ର ସ୍ୱର୍ଣ୍ଣକାର ଉଷୀୟେଲ ସେମାନଙ୍କ ପରେ ଥିବା ପ୍ରାଚୀରର ଅଂଶ ମରାମତି କଲେ। ହନାନୀୟ ଯିଏ କି ସୁଗନ୍ଧ ବ୍ୟାପାରୀ ତାଙ୍କ ପରେ ଥିବା ପ୍ରାଚୀରର ଅଂଶ ମରାମତି କଲେ। ସେମାନେ ପ୍ରଶସ୍ତ ପ୍ରାଚୀର ପର୍ଯ୍ୟନ୍ତ ଯିରୁଶାଲମ ଦୃଢ଼ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତାହା ନିକଟରେ ସ୍ଵର୍ଣ୍ଣକାରମାନେ, ହର୍ହୟର ପୁତ୍ର ଉଷୀୟେଲ୍ ଜୀର୍ଣ୍ଣସଂସ୍କାର କଲେ। ଆଉ, ତାହା ନିକଟରେ ଗନ୍ଧବଣିକମାନଙ୍କ ମଧ୍ୟରୁ ହନାନୀୟ ଜୀର୍ଣ୍ଣ-ସଂସ୍କାର କଲା, ପୁଣି ସେମାନେ ପ୍ରଶସ୍ତ ପ୍ରାଚୀର ପର୍ଯ୍ୟନ୍ତ ଯିରୂଶାଲମ ଦୃଢ଼ କଲେ।

Gade chapit la Kopi

ଓଡିଆ ବାଇବେଲ

8 ତାହା ନିକଟରେ ସ୍ୱର୍ଣ୍ଣକାରମାନେ, ହର୍ହୟର ପୁତ୍ର ଉଷୀୟେଲ ମରାମତି କଲେ। ଆଉ, ତାହା ନିକଟରେ ଗନ୍ଧ-ବଣିକମାନଙ୍କ ମଧ୍ୟରୁ ହନାନୀୟ ମରାମତି କଲା, ପୁଣି ସେମାନେ ପ୍ରଶସ୍ତ ପ୍ରାଚୀର ପର୍ଯ୍ୟନ୍ତ ଯିରୂଶାଲମ ଦୃଢ଼ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତାହା ନିକଟରେ ସ୍ୱର୍ଣ୍ଣକାରମାନେ, ହର୍ହୟର ପୁତ୍ର ଉଷୀୟେଲ ମରାମତି କଲେ। ଆଉ, ତାହା ନିକଟରେ ଗନ୍ଧବଣିକମାନଙ୍କ ମଧ୍ୟରୁ ହନାନୀୟ ମରାମତି କଲା, ପୁଣି ସେମାନେ ପ୍ରଶସ୍ତ ପ୍ରାଚୀର ପର୍ଯ୍ୟନ୍ତ ଯିରୂଶାଲମ ଦୃଢ଼ କଲେ।

Gade chapit la Kopi




ନିହିମୀୟା 3:8
6 Referans Kwoze  

ତା'ପରେ ଅନ୍ୟ ଦଳ ଧନ୍ୟବାଦ ଉତ୍ସର୍ଗ କରିବାକୁ ବାମ ପାର୍ଶ୍ୱକୁ ଗଲେ। ଲୋକମାନଙ୍କର ଅର୍ଦ୍ଧେକ ଓ ମୁଁ ସେମାନଙ୍କ ପଛେ ପଛେ ପ୍ରାଚୀର ଉପରେ ତୁନ୍ଦୁରୁ ଦୁର୍ଗଦେଇ ପ୍ରଶସ୍ତ ପ୍ରାଚୀର ପର୍ଯ୍ୟନ୍ତ ଗଲୁ।


ସେମାନେ ଥଳିରୁ ସୁନା ଢାଳନ୍ତି ଓ ନିକ୍ତିରେ ରୂପା ତୌଲନ୍ତି। ସେମାନେ ସୁନାରିକୁ ଗୋଟିଏ ଦେବତା ଗଢ଼ିବା ପାଇଁ ମୂଲ୍ୟ ଦିଅନ୍ତି ଓ ସେ ଗୋଟିଏ ଦେବତା ନିର୍ମାଣ କରେ। ସେମାନେ ତାକୁ ପ୍ରଣାମ କରି ପୂଜା କରନ୍ତି।


କିଛି ମଲାମାଛି ଗନ୍ଧବଣିକର ସୁଗନ୍ଧି ତୈଳ ଦୁର୍ଗନ୍ଧ କରିପକାଏ। ଠିକ୍ ସେପରି ଅଳ୍ପ ମୂର୍ଖତା ଜ୍ଞାନ ଓ ସମ୍ଭ୍ରମଠାରୁ ଅଧିକ ଭାରି।


“ଏହି ସବୁତକ ମସଲା ଓ ତୈଳ ମିଶାଇବା ପାଇଁ ଏକ ସୁଗନ୍ଧି ଦ୍ରବ୍ୟ ତିଆରି କରୁଥିବା ଯନ୍ତ୍ର ଆଣ। ତାହା ଅଭିଷେକାର୍ଥକ ପବିତ୍ର ତୈଳ ମିଶାଇବ।


ଯୋଷେଫ ତାଙ୍କର ବୈଦ୍ୟମାନଙ୍କୁ ତାଙ୍କ ପିତାଙ୍କର ଶରୀରକୁ ସଂସ୍କାର ନିମନ୍ତେ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଲେ। ସେମାନେ ଶରୀରକୁ ମିଶରୀୟ ପଦ୍ଧତିରେ ପ୍ରସ୍ତୁତ କଲେ।


Swiv nou:

Piblisite


Piblisite