ନିହିମୀୟା 3:9 - ପବିତ୍ର ବାଇବଲ9 ସେମାନଙ୍କ ନିକଟରେ ଯିରୁଶାଲମସ୍ଥ ପ୍ରଦେଶର ଅର୍ଦ୍ଧଭାଗରେ ଅଧ୍ୟକ୍ଷ ହୂରର ପୁତ୍ର ରଫାୟ ଭଗ୍ନ ପ୍ରାଚୀର ଗଠନ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)9 ସେମାନଙ୍କ ନିକଟରେ ଯିରୂଶାଲମସ୍ଥ ପ୍ରଦେଶର ଅର୍ଦ୍ଧଭାଗର ଅଧ୍ୟକ୍ଷ ହୂରର ପୁତ୍ର ରଫାୟ ଜୀର୍ଣ୍ଣସଂସ୍କାର କଲା। Gade chapit laଓଡିଆ ବାଇବେଲ9 ସେମାନଙ୍କ ନିକଟରେ ଯିରୂଶାଲମସ୍ଥ ପ୍ରଦେଶର ଅର୍ଦ୍ଧଭାଗର ଅଧ୍ୟକ୍ଷ ହୂରର ପୁତ୍ର ରଫାୟ ମରାମତି କଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେମାନଙ୍କ ନିକଟରେ ଯିରୂଶାଲମସ୍ଥ ପ୍ରଦେଶର ଅର୍ଦ୍ଧଭାଗର ଅଧ୍ୟକ୍ଷ ହୂରର ପୁତ୍ର ରଫାୟ ମରାମତି କଲା। Gade chapit la |