ନିହିମୀୟା 4:10 - ପବିତ୍ର ବାଇବଲ10 ସେତେବେଳେ ଯିହୁଦା କହିଲା, ଭାରବାହକମାନଙ୍କର ବଳ କ୍ଷୀଣ ହୋଇଅଛି, “ଆଉ ସେଠାରେ ଏତେ ଧ୍ୱଂସାବଶେଷ ଅଛି, ଯେ ଆମ୍ଭେମାନେ ପ୍ରାଚୀର ମରାମତି କରିବାକୁ ସମର୍ଥ ନାହୁଁ। Gade chapit laପବିତ୍ର ବାଇବଲ (Re-edited) - (BSI)10 ସେତେବେଳେ ଯିହୁଦା କହିଲା, ଭାରବାହକ-ମାନଙ୍କର ବଳ କ୍ଷୀଣ ହୋଇଅଛି, ଆଉ ଅନେକ କାନ୍ଥଡ଼ା ଅଛି; ଏଣୁ ଆମ୍ଭେମାନେ ପ୍ରାଚୀର ଗଢ଼ି ପାରୁ ନାହିଁ। Gade chapit laଓଡିଆ ବାଇବେଲ10 ସେତେବେଳେ ଯିହୁଦା କହିଲା, “ଭାରବାହକମାନଙ୍କର ବଳ କ୍ଷୀଣ ହୋଇଅଛି, ଆଉ ଅନେକ ଭଙ୍ଗା କାନ୍ଥ ଅଛି; ଏଣୁ ଆମ୍ଭେମାନେ ପ୍ରାଚୀର ଗଢ଼ି ପାରୁ ନାହୁଁ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସେତେବେଳେ ଯିହୁଦା କହିଲା, “ଭାରବାହକମାନଙ୍କର ବଳ କ୍ଷୀଣ ହୋଇଅଛି, ଆଉ ଅନେକ ଭଙ୍ଗା କାନ୍ଥ ଅଛି; ଏଣୁ ଆମ୍ଭେମାନେ ପ୍ରାଚୀର ଗଢ଼ି ପାରୁ ନାହୁଁ।” Gade chapit la |