Biblia Todo Logo
Bib sou entènèt

- Piblisite -




ନିହିମୀୟା 4:13 - ପବିତ୍ର ବାଇବଲ

13 ଏଣୁ ମୁଁ ପ୍ରାଚୀର ପଛଆଡ଼େ ନୀଚସ୍ଥ ମେଲା ସ୍ଥାନରେ ଲୋକମାନଙ୍କୁ ସେମାନଙ୍କ ପରିବାର ଅନୁସାରେ ସେମାନଙ୍କୁ ‌‌ଖ‌ଡ଼୍‌ଗ ଓ ବର୍ଚ୍ଛା ଓ ଧନୁ ସହିତ ନିଯୁକ୍ତ କଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଏହେତୁ ମୁଁ ପ୍ରାଚୀର ପଛଆଡ଼େ ନୀଚସ୍ଥ ମେଲା ସ୍ଥାନରେ ଲୋକମାନଙ୍କୁ ସେମାନଙ୍କ ପରିବାର ଅନୁସାରେ ସେମାନଙ୍କ ଖଡ଼୍‍ଗ ଓ ବର୍ଚ୍ଛା ଓ ଧନୁ ସହିତ ନିଯୁକ୍ତ କଲି।

Gade chapit la Kopi

ଓଡିଆ ବାଇବେଲ

13 ଏହେତୁ ମୁଁ ପ୍ରାଚୀର ପଛଆଡ଼େ ନୀଚସ୍ଥ ମେଲା ସ୍ଥାନରେ ଲୋକମାନଙ୍କୁ ସେମାନଙ୍କ ପରିବାର ଅନୁସାରେ ସେମାନଙ୍କ ଖଡ୍ଗ ଓ ବର୍ଚ୍ଛା ଓ ଧନୁ ସହିତ ନିଯୁକ୍ତ କଲି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଏହେତୁ ମୁଁ ପ୍ରାଚୀର ପଛଆଡ଼େ ନୀଚସ୍ଥ ମେଲା ସ୍ଥାନରେ ଲୋକମାନଙ୍କୁ ସେମାନଙ୍କ ପରିବାର ଅନୁସାରେ ସେମାନଙ୍କ ଖଡ୍ଗ ଓ ବର୍ଚ୍ଛା ଓ ଧନୁ ସହିତ ନିଯୁକ୍ତ କଲି।

Gade chapit la Kopi




ନିହିମୀୟା 4:13
10 Referans Kwoze  

ଭାଇ ଓ ଭଉଣୀମାନେ, ବୁଦ୍ଧିରେ ପିଲାମାନଙ୍କ ପରି ହୁଅ ନାହିଁ ବରଂ ମନ୍ଦ ବିଷୟରେ ଶିଶୁ ପରି ହୁଅ ଓ ବୁଦ୍ଧିରେ ପୂର୍ଣ୍ଣ ବୟସ୍କ ହୁଅ।


“ସାବଧାନ, ଗଧିଆମାନଙ୍କ ଭିତରେ ମେଷମାନଙ୍କୁ ଛାଡ଼ିବା ଭଳି ମୁଁ ତୁମ୍ଭମାନଙ୍କୁ ବାହାରକୁ ପଠାଉଛି। ତୁମ୍ଭେ ସାପ ଭଳି ଚତୁର ହୁଅ, କପୋତ ଭଳି ନିରୀହ ହୁଅ।


ଦରକାର ବେଳେ ଋଣ ଦେବା ଏବଂ ଉଧାର ହେବା, ଏହା ଗୋଟିଏ ଲୋକର ଭଲ ଗୁଣ। କୌଣସି ବ୍ୟକ୍ତି ନିଜର ବ୍ୟାପାରରେ ଧାର୍ମିକତା ଅବଲମ୍ବନ କରିବା ମଙ୍ଗଳ ଅଟେ।


ଆଉ ସେମାନଙ୍କ ନିକଟରେ ବାସ କରୁଥିବା ଯିହୁଦୀମାନେ ଆସି ଆମ୍ଭମାନଙ୍କୁ ଦଶଥର କହିଲେ, “ଗ୍ଭରିଆଡ଼େ ସେମାନେ ଆମ୍ଭର ବିରୋଧୀ ହେବେ।”


ଏଥିରେ ମୁଁ ସେମାନଙ୍କ ନିକଟକୁ ଦୂତଗଣ ପଠାଇ କହିଲି, “ମୁଁ ଏକ ଗୁରୁତ୍ୱପୂର୍ଣ୍ଣ କର୍ମ କରୁଅଛି। ଏଥିପାଇଁ ମୁଁ ଆସି ପାରିବି ନାହିଁ। ତୁମ୍ଭ ପାଖକୁ ଆସିବାକୁ ଓ ସାକ୍ଷାତ କରିବାକୁ ମୁଁ ସେହି କାର୍ଯ୍ୟ ବନ୍ଦ କରି ପାରିବି ନାହିଁ।”


Swiv nou:

Piblisite


Piblisite