Biblia Todo Logo
Bib sou entènèt

- Piblisite -




ନିହିମୀୟା 4:18 - ପବିତ୍ର ବାଇବଲ

18 ଆଉ ଗାନ୍ଥକମାନଙ୍କର ପ୍ରତ୍ୟେକ ଆପଣା ଆପଣା କଟି ଦେଶରେ ‌‌ଖ‌ଡ଼୍‌ଗ ବାନ୍ଧିଲେ। ପୁଣି ତୂରୀ ବଜାଇବା ଲୋକ ଆମ୍ଭ ନିକଟରେ ରହିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଆଉ, ଗାନ୍ଥକମାନଙ୍କର ପ୍ରତ୍ୟେକେ ଆପଣା ଆପଣା କଟିଦେଶରେ ଖଡ଼୍‍ଗ ବାନ୍ଧି ଗାନ୍ଥିଲେ। ପୁଣି, ତୂରୀ ବଜାଇବା ଲୋକ ଆମ୍ଭ ନିକଟରେ ରହିଲା।

Gade chapit la Kopi

ଓଡିଆ ବାଇବେଲ

18 ଆଉ, ନିର୍ମାଣକାରୀମାନଙ୍କର ପ୍ରତ୍ୟେକେ ଆପଣା ଆପଣା କଟିଦେଶରେ ଖଡ୍ଗ ବାନ୍ଧି ସେହିପରି କାର୍ଯ୍ୟ କଲେ। ପୁଣି, ତୂରୀ ବଜାଇବା ଲୋକ ଆମ୍ଭ ନିକଟରେ ରହିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଆଉ, ନିର୍ମାଣକାରୀମାନଙ୍କର ପ୍ରତ୍ୟେକେ ଆପଣା ଆପଣା କଟିଦେଶରେ ଖଡ୍ଗ ବାନ୍ଧି ସେହିପରି କାର୍ଯ୍ୟ କଲେ। ପୁଣି, ତୂରୀ ବଜାଇବା ଲୋକ ଆମ୍ଭ ନିକଟରେ ରହିଲା।

Gade chapit la Kopi




ନିହିମୀୟା 4:18
6 Referans Kwoze  

“ଆଉ ଯେଉଁ ସମୟରେ ତୁମ୍ଭେମାନେ ଆପଣା ଦେଶରେ ଶତ୍ରୁମାନଙ୍କ ବିପକ୍ଷରେ ଯୁଦ୍ଧ କରିବାକୁ ଯାଉଛ, ତୁମ୍ଭେମାନେ ତୂରୀରେ ରଣବାଦ୍ୟ ବଜାଇବା ଉଚିତ୍। ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭଙ୍କୁ ମନେ କରିବେ ଓ ତୁମ୍ଭମାନଙ୍କୁ ଆପଣା ଶତ୍ରୁଗଣଠାରୁ ରକ୍ଷା କରିବେ।


ଏଣୁ ମୁଁ ପ୍ରାଚୀର ପଛଆଡ଼େ ନୀଚସ୍ଥ ମେଲା ସ୍ଥାନରେ ଲୋକମାନଙ୍କୁ ସେମାନଙ୍କ ପରିବାର ଅନୁସାରେ ସେମାନଙ୍କୁ ‌‌ଖ‌ଡ଼୍‌ଗ ଓ ବର୍ଚ୍ଛା ଓ ଧନୁ ସହିତ ନିଯୁକ୍ତ କଲି।


ଯେଉଁମାନେ ପ୍ରାଚୀର ଗଢ଼ିଲେ ଓ ଯେଉଁମାନେ ଭାର ବୋହିଲେ, ପ୍ରତ୍ୟେକ ଜଣ ଏକ ହସ୍ତରେ କର୍ମ କଲେ ଓ ଅନ୍ୟ ହସ୍ତରେ ଅସ୍ତ୍ର ଧରିଲେ।


ଏହା ପରେ ଆମ୍ଭେ କୁଳୀନମାନଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ଓ ଅନ୍ୟାନ୍ୟ ଲୋକଙ୍କୁ କହିଲୁ, “କାର୍ଯ୍ୟକାରୀ ଓ ବିସ୍ତୀର୍ଣ୍ଣ ପୁଣି ଆମ୍ଭେମାନେ ପ୍ରାଚୀର ଉପରେ ପୃଥକ ହୋଇ ଜଣେ ଜଣକଠାରୁ ଦୂରରେ ଅଛୁ।


ଆଉ ସେ ଯଦି ଦେଶ ବିରୁଦ୍ଧରେ ‌‌ଖ‌ଡ଼୍‌ଗ ଆଣିବାର ଦେଖେ, ତେବେ ସେ ତୂରୀ ବଜାଇ ଲୋକମାନଙ୍କୁ ସଚେତନ କରାଏ।


Swiv nou:

Piblisite


Piblisite