Biblia Todo Logo
Bib sou entènèt

- Piblisite -




ନିହିମୀୟା 4:19 - ପବିତ୍ର ବାଇବଲ

19 ଏହା ପରେ ଆମ୍ଭେ କୁଳୀନମାନଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ଓ ଅନ୍ୟାନ୍ୟ ଲୋକଙ୍କୁ କହିଲୁ, “କାର୍ଯ୍ୟକାରୀ ଓ ବିସ୍ତୀର୍ଣ୍ଣ ପୁଣି ଆମ୍ଭେମାନେ ପ୍ରାଚୀର ଉପରେ ପୃଥକ ହୋଇ ଜଣେ ଜଣକଠାରୁ ଦୂରରେ ଅଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଏଉତ୍ତାରେ ଆମ୍ଭେ କୁଳୀନମାନଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ଓ ଅନ୍ୟାନ୍ୟ ଲୋକଙ୍କୁ କହିଲୁ, କାର୍ଯ୍ୟ ଭାରୀ ଓ ବିସ୍ତୀର୍ଣ୍ଣ, ପୁଣି ଆମ୍ଭେମାନେ ପ୍ରାଚୀର ଉପରେ ପୃଥକ୍ ହୋଇ ଏକ ଆରେକଠାରୁ ଦୂରରେ ଅଛୁ;

Gade chapit la Kopi

ଓଡିଆ ବାଇବେଲ

19 ଏହା ପରେ ଆମ୍ଭେ କୁଳୀନମାନଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ଓ ଅନ୍ୟାନ୍ୟ ଲୋକଙ୍କୁ କହିଲୁ, କାର୍ଯ୍ୟ ଭାରୀ ଓ ବିସ୍ତୀର୍ଣ୍ଣ, ପୁଣି ଆମ୍ଭେମାନେ ପ୍ରାଚୀର ଉପରେ ପୃଥକ୍‍ ହୋଇ ଏକ ଆରେକଠାରୁ ଦୂରରେ ଅଛୁ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଏହାପରେ ଆମ୍ଭେ କୁଳୀନମାନଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ଓ ଅନ୍ୟାନ୍ୟ ଲୋକଙ୍କୁ କହିଲୁ, “କାର୍ଯ୍ୟ ଭାରୀ ଓ ବିସ୍ତୀର୍ଣ୍ଣ, ପୁଣି ଆମ୍ଭେମାନେ ପ୍ରାଚୀର ଉପରେ ପୃଥକ ହୋଇ ଏକଆରେକଠାରୁ ଦୂରରେ ଅଛୁ;

Gade chapit la Kopi




ନିହିମୀୟା 4:19
2 Referans Kwoze  

ଆଉ ଗାନ୍ଥକମାନଙ୍କର ପ୍ରତ୍ୟେକ ଆପଣା ଆପଣା କଟି ଦେଶରେ ‌‌ଖ‌ଡ଼୍‌ଗ ବାନ୍ଧିଲେ। ପୁଣି ତୂରୀ ବଜାଇବା ଲୋକ ଆମ୍ଭ ନିକଟରେ ରହିଲା।


ଏଣୁ ଯେକୌଣସି ସ୍ଥାନରେ ତୂରୀର ଶବ୍ଦ ଶୁଣିବ, ସେ ସ୍ଥାନରୁ ଆମ୍ଭମାନଙ୍କ ନିକଟକୁ ଆସିବ। ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବେ।”


Swiv nou:

Piblisite


Piblisite