Biblia Todo Logo
Bib sou entènèt

- Piblisite -




ନିହିମୀୟା 4:22 - ପବିତ୍ର ବାଇବଲ

22 ସେହି ସମୟରେ ଆମ୍ଭେ ଲୋକମାନଙ୍କୁ ଆହୁରି କହିଲୁ, “ପ୍ରତ୍ୟେକ ଲୋକ ରାତ୍ରିକାଳରେ ଆପଣା ଆପଣା ଦାସ ସହିତ ଯିରୁଶାଲମ ଭିତରେ ରୁହନ୍ତୁ। ତହିଁରେ ସେମାନେ ରାତ୍ରିରେ ଆମ୍ଭମାନଙ୍କର ପ୍ରହରୀ ହୋଇ ପାରିବେ ଓ ଦିବସରେ କର୍ମ କରି ପାରିବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ସେହି ସମୟରେ ଆମ୍ଭେ ଲୋକମାନଙ୍କୁ ଆହୁରି କହିଲୁ, ପ୍ରତ୍ୟେକ ଲୋକ ରାତ୍ରିକାଳରେ ଆପଣା ଆପଣା ଦାସ ସହିତ ଯିରୂଶାଲମ ଭିତରେ ରହନ୍ତୁ, ତହିଁରେ ସେମାନେ ରାତ୍ରିରେ ଆମ୍ଭମାନଙ୍କର ପ୍ରହରୀ ହୋଇ ପାରିବେ ଓ ଦିବସରେ କର୍ମ କରି ପାରିବେ।

Gade chapit la Kopi

ଓଡିଆ ବାଇବେଲ

22 ସେହି ସମୟରେ ଆମ୍ଭେ ଲୋକମାନଙ୍କୁ ଆହୁରି କହିଲୁ, “ପ୍ରତ୍ୟେକ ଲୋକ ରାତ୍ରିକାଳରେ ଆପଣା ଆପଣା ଦାସ ସହିତ ଯିରୂଶାଲମ ଭିତରେ ରହନ୍ତୁ, ତହିଁରେ ସେମାନେ ରାତ୍ରିରେ ଆମ୍ଭମାନଙ୍କର ପ୍ରହରୀ ହୋଇ ପାରିବେ ଓ ଦିବସରେ କର୍ମ କରି ପାରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ସେହି ସମୟରେ ଆମ୍ଭେ ଲୋକମାନଙ୍କୁ ଆହୁରି କହିଲୁ, “ପ୍ରତ୍ୟେକ ଲୋକ ରାତ୍ରିକାଳରେ ଆପଣା ଆପଣା ଦାସ ସହିତ ଯିରୂଶାଲମ ଭିତରେ ରହନ୍ତୁ, ତହିଁରେ ସେମାନେ ରାତ୍ରିରେ ଆମ୍ଭମାନଙ୍କର ପ୍ରହରୀ ହୋଇ ପାରିବେ ଓ ଦିବସରେ କର୍ମ କରି ପାରିବେ।”

Gade chapit la Kopi




ନିହିମୀୟା 4:22
3 Referans Kwoze  

ଏହିରୂପେ ଆମ୍ଭେମାନେ ସେହି କାର୍ଯ୍ୟରେ ପରିଶ୍ରମ କଲୁ। ପୁଣି ଅରୁଣୋଦୟ ସମୟଠାରୁ ତାହା ଦେଖିବା ସମୟ ପର୍ଯ୍ୟନ୍ତ ସେମାନଙ୍କର ଅର୍ଦ୍ଧେକ ଲୋକ ବର୍ଚ୍ଛା ଧରିଲେ।


ଏହିପରି ମୁଁ କି ମୋର ଭାଇମାନେ କି ମୋର ଦାସମାନେ କିଅବା ମୋ’ ପଶ୍ଚା‍ଦ୍‍ବର୍ତ୍ତୀ ପ୍ରହରୀମାନେ କେହି ଆପଣା ଦେହରୁ ବସ୍ତ୍ର କାଢ଼ିଲୁ ନାହିଁ। ପ୍ରତ୍ୟେକ ଲୋକର ତା’ ପାଖରେ ସର୍ବଦା ଅସ୍ତ୍ର ରଖିଲେ।


Swiv nou:

Piblisite


Piblisite