ନିହିମୀୟା 4:3 - ପବିତ୍ର ବାଇବଲ3 ଏହି ସମୟରେ ଅମ୍ମୋନୀୟ ଟୋବିୟ ତାହା ପାଖରେ ଥିଲା, ଆଉ ସେ କହିଲା, “ସେମାନେ ଯାହା ଗଢ଼ୁଛନ୍ତି, ବିଲୁଆ ଚଢ଼ିଗଲେ ସେ ସେମାନଙ୍କ ପଥର ପ୍ରାଚେରୀ ଭାଙ୍ଗି ପକାଇବ।” Gade chapit laପବିତ୍ର ବାଇବଲ (Re-edited) - (BSI)3 ଏହି ସମୟରେ ଅମ୍ମୋନୀୟ ଟୋବୀୟ ତାହା ପାଖରେ ଥିଲା, ଆଉ ସେ କହିଲା, ମଧ୍ୟ ସେମାନେ ଯାହା ଗଢ଼ୁଅଛନ୍ତି, ବିଲୁଆ ଚଢ଼ିଗଲେ ସେ ସେମାନଙ୍କ ପଥର ପାଚେରୀ ଭାଙ୍ଗି ପକାଇବ। Gade chapit laଓଡିଆ ବାଇବେଲ3 ଏହି ସମୟରେ ଅମ୍ମୋନୀୟ ଟୋବୀୟ ତାହା ପାଖରେ ଥିଲା, ଆଉ ସେ କହିଲା, “ମଧ୍ୟ ସେମାନେ ଯାହା ଗଢ଼ୁଅଛନ୍ତି, ବିଲୁଆ ଚଢ଼ିଗଲେ ସେ ସେମାନଙ୍କ ପଥର ପାଚେରୀ ଭାଙ୍ଗି ପକାଇବ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏହି ସମୟରେ ଅମ୍ମୋନୀୟ ଟୋବୀୟ ତାହା ପାଖରେ ଥିଲା, ଆଉ ସେ କହିଲା, “ମଧ୍ୟ ସେମାନେ ଯାହା ଗଢ଼ୁଅଛନ୍ତି, ବିଲୁଆ ଚଢ଼ିଗଲେ ସେ ସେମାନଙ୍କ ପଥର ପାଚେରୀ ଭାଙ୍ଗି ପକାଇବ।” Gade chapit la |